ମୋଦିଙ୍କୁ କାପୁରୁଷ ବୋଲି କହିଲେ ଇମ୍ରାନ

ଇସ୍‌ଲାମାବାଦ,୧୩।୯: କଶ୍ମୀର ପ୍ରସଙ୍ଗକୁ ନେଇ ପୁଣିଥରେ ଗର୍ଜିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ। ପାକ୍‌ ଅଧିକୃତ କଶ୍ମୀର(ପିଓକେ)ର ମୁଜ୍ଜାଫରାବାଦରେ ଶୁକ୍ରବାର ସେ ଏକ ରାଲିକୁ ସମ୍ବୋଧନ ଦେବା ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କାପୁରୁଷ ବୋଲି କହିଛନ୍ତି। ମୋଦିଙ୍କ ଭଳି ଜଣେ କାପୁରୁଷଙ୍କ ପାଇଁ ଜମ୍ମୁ-କଶ୍ମୀରରେ ଲୋକେ ୪୦ ଦିନ ଧରି କର୍ଫ୍ୟୁ ମଧ୍ୟରେ ରହିଲେ।  ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି  ଆଉ ଏଥିପାଇଁ ମୋଦିଙ୍କ ଭଳି ଜଣେ କାପୁରୁଷ ଦାୟୀ ବୋଲି ସେ କହିଛନ୍ତି।


All Right Reserved By Dharitri.Com

ଜୁନ୍‌ରେ ମୋଦି-ଟ୍ରମ୍ପ ଭେଟ

ଓ୍ବାଶିଂଟନ,୨୬ା୫(ପି.ଟି.): ଜୁନ୍‌ରେ ଜି-୨୦ ସମିଟ୍‌ ଜାପାନରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ...

ପାକ୍‌ ସେନାମୁଖ୍ୟଙ୍କ ସଫେଇ: ଆତଙ୍କବାଦ ଦମନ ପାଇଁ ଉଦ୍ୟମ କରୁଛୁ

ଲଣ୍ଡନ,୨୪ା୬: ଆତଙ୍କବାଦ ବିରୋଧରେ ପାକିସ୍ତାନକୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ହେବ ବୋଲି ଫାଇନାନ୍ସିଆଲ ଆକ୍ସନ ଟାସ୍କଫୋର୍ସ (ଏଫ୍‌ଏଟିଏଫ୍‌)ର ଚେତାବନୀ ପରେ ଇସ୍‌ଲାମାବାଦ ନରମିଛି। ପାକ୍‌...

ଇ-ଗ୍ଲୋବ୍‌ : କୃତ୍ରିମ ହାତକୁ ଦେବ ବାସ୍ତବ ଅନୁଭବ

ନ୍ୟୁୟର୍କ: ଆମେରିକାର ପୁରଡ୍ୟୁ କଲେଜ ଅଫ ଇଞ୍ଜିନିୟରିଂର ଗବେଷକମାନେ ଏକ ଇଲେକ୍ଟ୍ରୋନିକ ଗ୍ଲୋବ୍‌(ଇ-ଗ୍ଲୋବ୍‌) ବିକାଶ କରିଛନ୍ତି, ଯାହା ପ୍ରୋସ୍ଥେଟିକ୍‌ ହ୍ୟାଣ୍ଡ୍‌ ବା ରୋବୋ ବାୟୋନିକ୍‌ ହ୍ୟାଣ୍ଡ୍‌କୁ...

ପାଣି ଭିତରେ ପ୍ରେମିକାଙ୍କୁ ପ୍ରପୋଜ୍‌ କରୁଥିବା ବେଳେ ବୁଡ଼ିଗଲେ ପ୍ରେମିକ

ପ୍ରେମିକମାନେ ପ୍ରେମିକାଙ୍କ ସମ୍ମୁଖରେ ନିଜ ଭଲପାଇବାକୁ ପ୍ରକାଶ କରିବା ସହ ନିଜର ଜୀବନସାଥୀ କରିବାକୁ ଭିନ୍ନ ଭିନ୍ନ ଉପାୟ ଆପଣାଇଥାନ୍ତି। ଆଉ ନିଜ ଆଡକୁ ଆକର୍ଷିତ...

ଚୋରି ଅନ୍ତର୍ବସ୍ତ୍ରରୁ ମିଳିଥିଲା ବାଗ୍‌ଦାଦିଙ୍କ ପରିଚୟ

ଓ୍ବାଶିଂଟନ,୩୦ା୧୦: ସିରିଆରେ ଦୁର୍ଦ୍ଧର୍ଷ ଆତଙ୍କବାଦୀ ସଙ୍ଗଠନ ଇସ୍‌ଲାମିକ୍‌ ଷ୍ଟେଟ୍‌ (ଆଇଏସ୍‌) ମୁଖ୍ୟ ଅବୁ ବକର ଅଲ୍‌-ବାଗ୍‌ଦାଦି ଆମେରିକା ସ୍ବତନ୍ତ୍ର ବଳର ଅପରେଶନରେ ନିହତ ହେବା ପରେ...

ଲାହୋର କୋର୍ଟରେ ହାଜର ହେଲେ ଶରିଫ

ଲାହୋର,୧୧।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କୁ ଶୁକ୍ରବାର ନ୍ୟାଶନାଲ ଆକାଉଣ୍ଟାବିଲିଟି ବ୍ୟୁରୋ(ଏନ୍‌ଏବି) ଚୌଧୁରୀ ସୁଗାର ମିଲ୍‌ ମାମଲାରେ ଗିରଫ କରିଥିବା ଜଣାପଡିଛି। ଏହାପରେ ତାଙ୍କୁ...

କଶ୍ମୀରକୁ ୟୁଏନ୍‌ଏସ୍‌ସିକୁ ଟାଣିଲା ପାକିସ୍ତାନ: ଜାତିସଂଘରେ ରୁଦ୍ଧଦ୍ୱାର ବୈଠକ

ଜାତିସଂଘ,୧୭ା୮,(ପି.ଟି./ଆଇଏଏନ୍‌ଏସ୍‌): କଶ୍ମୀର ସମ୍ପର୍କିତ ଭାରତର ନିଷ୍ପତ୍ତିକୁ ପାକିସ୍ତାନର ସବୁଦିନିଆ ବନ୍ଧୁ ଚାଇନା ଜାତିସଂଘରେ ଚ୍ୟାଲେଞ୍ଜ କରିଛି। ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟାଇବା...

ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

ହାଇଦ୍ରାବାଦ,୨୮ା୩(ଆଇଏଏନ୍‌ଏସ୍‌): ତେଲେଙ୍ଗାନାରେ ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ ଶାସକ ତେଲେଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌) ସାଧାରଣ ନିର୍ବାଚନର ମଇଦାନକୁ ଓହ୍ଲାଇଛି। ବିରୋଧୀ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *