ଘର ଭାଙ୍ଗିଲେ ହାତୀ

ଠାକୁରମୁଣ୍ଡା ,୧୪ା୯(ଡି.ଏନ୍‌.ଏ.) – ମୟୂରଭଞ୍ଜ ଜିଲା କରଞ୍ଜିଆ ଉପଖଣ୍ଡରେ ଦୀର୍ଘ ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି। ହାତୀପଲ ବିଭିନ୍ନ ଗ୍ରାମରେ ପଶି ଘର ଭାଙ୍ଗି ଦେବା ସହ ଫସଲ ନଷ୍ଟ କରୁଛନ୍ତି। ଗୁରୁବାର ରାତିରେ ଏହି ହାତୀପଲ କରଞ୍ଜିଆ ନିକଟ କଦମବେଡା ଗ୍ରାମ ମୁର୍ଗାସାହିରେ ପଶି ଘର ଭାଙ୍ଗିବା ସହିତ ଚାଷୀମାନଙ୍କ ଫସଲ ଦୁଧିଆଣି ରେଞ୍ଜ ଅନ୍ତର୍ଗତ ରସମତୋଳା ଗ୍ରାମପଞ୍ଚାୟତର କଦମବେଡା ଗ୍ରାମ ମୁର୍ଗାସାହି ଗ୍ରାମରେ ପ୍ରାୟ ୨୨ଟି ଛୋଟ ବଡ ହାତୀ ପଶି ଉପଦ୍ରବ ଚଳାଇଛନ୍ତି।

ସାହିର ମାଳତୀ ମାଝୀ, ଶୁକ୍ରା ଲୋହାର, ହେମଲତା ଲୋହାରଙ୍କ ଘର ଭାଙ୍ଗି ଦେଇଛନ୍ତି। ଘଟଣାସ୍ଥଳକୁ ବନବିଭାଗର କର୍ମଚାରୀମାନେ ଯାଇ ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। କ୍ଷତିଗ୍ରସ୍ତ ପରିବାରକୁ କ୍ଷତିପୂରଣ ତୁରନ୍ତ କ୍ଷତିପୂରଣ ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି ।


All Right Reserved By

ଅବହେଳିତ ବୈଦ୍ୟନାଥ ପୀଠ: ସୌନ୍ଦର୍ଯ୍ୟ ଅଛି, ବିକାଶ ନାହିଁ

ବଡ଼ସାହି,୧୦-୯:(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ମାଣତ୍ରୀଠାରେ ବହୁ ପୁରାତନ ପ୍ରସିଦ୍ଧ ଶୈବପୀଠ ବାବା କଖାରୁଆ ବୈଦ୍ୟନାଥ ମନ୍ଦିର ଅବସ୍ଥିତ। ଐତିହ୍ୟପୂର୍ଣ୍ଣ ପ୍ରାକୃତିକ ସୌନ୍ଦଯର୍‌ୟ ଓ ଆଧ୍ୟାମତ୍ିକ...

ଶିକ୍ଷକ ନିଯୁକ୍ତି ଦାବିରେ ବିଇଓ କାର୍ଯ୍ୟାଳୟରେ ଧାରଣା

ବଡ଼ସାହି,୩୦ା୮(ସ୍ବ.ପ୍ର)-ବିଜ୍ଞାନ ଶିକ୍ଷକ ନିଯୁକ୍ତି ଦାବିରେ ଗୁରୁବାର ପୂର୍ବାହ୍ନରେ ବଡ଼ସାହି ବ୍ଲକ ଶିକ୍ଷାଧିକାରୀ (ବିଇଓ)ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶାଳଗାଁ ପଞ୍ଚାୟତର ପାଳପାଟଣା ଗ୍ରାମବାସୀ ଧାରଣା ଦେଇଥିଲେ। ଗ୍ରାମରେ...

ସ୍କୁଟି ଡିକିରୁ ଲୁଟିନେଲେ ୪୦ହଜାର

ବଡ଼ସାହି,୧୯ା୯(ସ୍ବ.ପ୍ର): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ମାଣତ୍ରୀ ବଜାରରେ ଥିବା ବ୍ୟାଙ୍କ ସମ୍ମୁଖ ଏକ ସ୍କୁଟି ଡିକିରୁ ବୁଧବାର ଦୁବୃର୍ତ୍ତମାନେ ୪୦ହଜାର ଟଙ୍କା ଲୁଟି...

ନାବାଳିକା କଲେଜ ଛାତ୍ରୀଙ୍କୁ ଜଙ୍ଗଲରେ ବଳାତ୍କାର: ନଗ୍ନ ଫଟୋ ସୋସିଆଲ ମିଡିଆରେ ଭାଇରାଲ

ବାରିପଦା ଅଫିସ/ରାଇରଙ୍ଗପୁର,୧୧।୮ (ଡି.ଏନ.ଏ.)- ମୟୂରଭଞ୍ଜ ଜିଲାରେ ପୁଣି ଲଜ୍ଜା। ଗୋରୁମହିଷାଣୀ ଥାନା ଅଞ୍ଚଳର ଜଣେ ନାବାଳିକା କଲେଜ ଛାତ୍ରୀଙ୍କୁ ଜଙ୍ଗଲରେ ବଳାତ୍କାର କରି ତାଙ୍କ ନଗ୍ନ...

ଲୋକଙ୍କୁ ସେବା ଯୋଗାଇ ଆସ୍ଥା ଭାଜନ ହୁଅ- ରାଜସ୍ବ ମନ୍ତ୍ରୀ

ବାରିପଦା ଅଫିସ,୬।୮- ମୟୂରଭଞ୍ଜ ଜିଲାର ବାରିପଦା ତହସିଲକୁ ରାଜ୍ୟର ଏକ ଆଦର୍ଶ ତହସିଲରେ ପରିଣତ କରାଯିବ। ଏଥିଲାଗି ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ରାଜସ୍ବ ଓ...

ଛାତ୍ରୀଙ୍କୁ ଦୁର୍ବ୍ୟବହାର, ଅଧ୍ୟାପକ ଅଟକ

ରାସଗୋବିନ୍ଦପୁର,୧୪ା୯(ଡି.ଏନ.ଏ) – ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ ଅଞ୍ଚଳରେ ଥିବା ଏକ କଲେଜର ଜନୈକା ଆଦିବାସୀ ଛାତ୍ରୀଙ୍କୁ ସେହି କଲେଜର ଜଣେ ଅଧ୍ୟାପକ ଦୁର୍ବ୍ୟବହାର କରିଥିବା...

ରାଷ୍ଟ୍ରପତି ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର

ବେତନଟୀ,୩ା୮(ଡି.ଏନ୍‌.ଏ.)- ସଂସଦ ଅଧିବେଶନରେ ଉଭୟ ଲୋକସଭା ଓ ରାଜ୍ୟସଭାରେ ପାରିତ ହୋଇଥିବା ୨୦୧୯ ସୂଚନା ଅଧିକାର ଆଇନ୍‌ ସଂଶୋଧନ ଚିଠା ବିଲ୍‌କୁ ରାଷ୍ଟ୍ରପତି ଅନୁମୋଦନ ନ...

ଭୁଶୁଡିଲା ପୁରୁଣା ପୋଲ: ୩ ପଞ୍ଚାୟତ ବାହ୍ୟ ଜଗତରୁ ବିଛିନ୍ନ

ଖୁଣ୍ଟା,୧୨ା୯(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକର ବଡଫେଣି ପଞ୍ଚାୟତ ଅଧୀନ ଛତ୍ରମା ଓ ବଡ଼ ସାତଶୋଲ ଗ୍ରାମ ମଧ୍ୟବର୍ତ୍ତୀ ଆରଡି ରାସ୍ତାର ଗଙ୍ଗାହାର ନଦୀ ଉପରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *