Posted inଜାତୀୟ

ରାଜୀବ କୁମାରଙ୍କ ଘରେ ସିବିଆଇ

କୋଲକାତା,୧୪ା୯(ଆଇଏଏନ୍‌ଏସ୍‌): ସାରଦା ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାରେ ସମ୍ପୃକ୍ତ କୋଲକାତାର ପୂର୍ବତନ ପୋଲିସ କମିଶନର ରାଜୀବ କୁମାରଙ୍କ ଗିରଫଦାରିରୁ ମିଳିଥିବା ଅନ୍ତରୀଣ ସୁରକ୍ଷାକୁ କଲିକତା ହାଇକୋର୍ଟ ଶୁକ୍ରବାର ପ୍ରତ୍ୟାହାର କରିନେବା ପରେ ସିବିଆଇ ତାଙ୍କ ବାସଭବନରେ ପହଞ୍ଚତ୍ଛି। ତାଙ୍କୁ ଜେରାର ସମ୍ମୁଖୀନ ହେବା ଲାଗି ଶନିବାର ସିବିଆଇ କାର୍ଯ୍ୟାଳୟରେ ହାଜର ହେବାକୁ ନୋଟିସ ଦିଆଯାଇଛି। ଅନ୍ତରୀଣ ସୁରକ୍ଷା ସମୟସୀମା ବଢ଼ାଇବା ଆବେଦନକୁ ଜଷ୍ଟିସ୍‌ ମଧୁମିତା ମିତ୍ରଙ୍କ ଖଣ୍ଡପୀଠ ଖାରଜ କରିଦେଇଛନ୍ତି। ମେ ୩୦ରେ ପ୍ରଥମେ ରାଜୀବ କୁମାରଙ୍କୁ ଅନ୍ତରୀଣ ସୁରକ୍ଷା ଦିଆଯାଇଥିଲା।


All Right Reserved By Dharitri.Com

୪ ପର୍ବତାରୋହୀଙ୍କୁ ସୁରକ୍ଷିତ ଉଦ୍ଧାର କଲା ବାୟୁସେନା

ପିଥୌରାଗଡ଼,୨।୬: ନନ୍ଦାଦେବୀ ଯାତ୍ରା ସମୟରେ ୪ ବିଦେଶୀ ପର୍ବତାରୋହୀ ଫସି ରହିଥିବା ବେଳେ ହେଲିକପ୍ଟର ଯୋଗେ ଭାରତୀୟ ବାୟୁ ସେନା ରବିବାର ସେମାନଙ୍କୁ ସୁରକ୍ଷିତ ଭାବେ...

ସମ୍ବର ହ୍ରଦରୁ ହଜାରେରୁ ଅଧିକ ପକ୍ଷୀଙ୍କ ମୃତଦେହ ଉଦ୍ଧାର

ଜୟପୁର,୧୨।୧୧: ରାଜସ୍ଥାନରେ ଥିବା ସମ୍ବର ହ୍ରଦରୁ ହଜାରେରୁ ଅଧିକ ପକ୍ଷୀଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ଏଥିରେ କେତେକ ବିଦେଶୀ ପକ୍ଷୀ ମଧ୍ୟ ରହିଥିବା କୁହାଯାଉଛି।...

ପିତା ଅରୁଣଙ୍କ ପରି ଝିଅ ସୋନାଲୀ ଏବଂ ପୁଅ ରୋହନ ମଧ୍ୟ ଆଇନଜୀବୀ

ନୂଆଦିଲ୍ଲୀ, ୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ଶନିବାର ୬୬ ବର୍ଷ ବୟସରେ ପରଲୋକ ଘଟିଛି। ୧୯୫୨ ଡିସେମ୍ବର ୨୮ରେ ସେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ।...

ଜମ୍ମୁ-କଶ୍ମୀରରେ ଏନକାଉଣ୍ଟର: ୪ ଆତଙ୍କବାଦୀ ନିହତ

ଶ୍ରୀନଗର, ୭।୬: ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ଭାରତୀୟ ସୁରକ୍ଷାବଳ ପକ୍ଷରୁ କରାଯାଇଥିବା ଏନକାଉଣ୍ଟରରେ ୪ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟ ୨ ଜଣ ପୂର୍ବତନ ସ୍ପେଶାଲ...

ସରକାର ଗଠନ ପାଇଁ ଦିଲ୍ଲୀ ପହଞ୍ଚିଲେ କର୍ନାଟକର ଭାଜପା ନେତା

ନୂଆଦିଲ୍ଲୀ,୨୫।୭: କର୍ନାଟକରେ ମେଣ୍ଟ ସରକାରର ପତନ ପରେ ଏବେ ଭାଜପା ସେଠାରେ ସରକାର ଗଢିବ ବୋଲି ଲାଗିଛି। ହେଲେ ଏଥିରେ କାହାକୁ କେଉଁ ଦାୟିତ୍ୱ ମିଳିବ...

୨୩ରେ କର୍‌ତାରପୁର କରିଡର ଚୁକ୍ତି: ସେବା ଟିକସ ହଟାଇବାକୁ କହିଲା ଭାରତ

ନୂଆଦିଲ୍ଲୀ,୨୨ା୧୦(ପି.ଟି.):କର୍‌ତାରପୁର କରିଡର କାର୍ଯ୍ୟକାରିତା ଲାଗି ୨୩ ତାରିଖରେ ପାକିସ୍ତାନ ସହ ଚୁକ୍ତିନାମା ସ୍ବାକ୍ଷର ପାଇଁ ଭାରତ ପ୍ରସ୍ତୁତ ଥିବା ସୋମବାର କହିଛି। ତେବେ ତୀର୍ଥଯାତ୍ରୀଙ୍କ ଉପରେ...

ଖାଲି ପାଦରେ ୧୪ କିଲୋମିଟର ଚାଲିଲେ ସ୍ମୃତି

ମୁମ୍ବାଇ,୨୮।୫: ଉତ୍ତରପ୍ରଦେଶ ଅମେଠୀର ଲୋକ ସଭା ଆସନରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଜିତି ସ୍ମୃତି ଇରାନୀ ବଡ଼ ରେକର୍ଡ କରିଛନ୍ତି। ଏହି...

ସହଯୋଗ କରିଥିଲା ପୋଲିସ

ନୂଆଦିଲ୍ଲୀ,୧୧ା୧ : ଏବିଭିପି କର୍ମୀ ଅକ୍ଷତ ଅଓ୍ବସ୍ତି ରବିବାର ଜେଏନ୍‌ୟୁ କ୍ୟାମ୍ପସ୍‌ ଆକ୍ରମଣରେ ସମ୍ପୃକ୍ତ ଥିଲେ ବୋଲି କ୍ୟାମେରା ଆଗରେ ସ୍ବୀକାର କରିଛନ୍ତି। ସେଠାରେ କର୍ତ୍ତବ୍ୟରେ...

Leave a comment

Your email address will not be published. Required fields are marked *