୮୪୧୧ କାଏମ ରହିଲା, ୬୮୦ ଜଣଙ୍କର ପ୍ରାର୍ଥତ୍ପତ୍ର ନାକଚ

କେନ୍ଦୁଝର, ୨୪।୧(ଡି.ଏନ୍‌.ଏ.) କେନ୍ଦୁଝର ଜିଲାରେ ପଞ୍ଚାୟତ ନିର୍ବାଚନରେ ୱାର୍ଡମେମ୍ବର ପଦ ପାଇଁ ୬୩୩୫ ଜଣ, ସରପଞ୍ଚ ପଦ ପାଇଁ ୧୪୫୯ ଜଣ, ପଞ୍ଚାୟତ ସମିତି ସଭ୍ୟ ପଦ ପାଇଁ ୧୧୩୪ ଜଣ ଏବଂ ଜିଲା ପରିଷଦ ସଦସ୍ୟ ପଦ ପାଇଁ ୧୬୩ ଜଣଙ୍କୁ ମିଶାଇ ମୋଟ ୯୦୯୧ ଜଣ ପ୍ରାର୍ଥୀ ସେମାନଙ୍କ ନାମାଙ୍କନ ପତ୍ର ଦାଖଲ କରିଥିଲେ। ନାମାଙ୍କନ ପତ୍ର ଯାଞ୍ଚ ସମୟରେ ୬୮୦ ଜଣଙ୍କର ପ୍ରାର୍ଥୀପତ୍ର ନାକଚ ହୋଇଯାଇଥିବାବେଳେ ୮୪୧୧ ଜଣଙ୍କ ପ୍ରାର୍ଥୀପତ୍ର କାଏମ ରହିଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ବିବାହ ପାଇଁ ଜିଦ୍‌ କରିବାରୁ ପ୍ରେମିକାଙ୍କୁ ହତ୍ୟା, ପୋଲିସ ଆଗରେ ପ୍ରେମିକ କହିଲେ ପୂରା ଘଟଣା…

ହାଟଡିହୀ/ଛେନାପଦୀ,୧ା୭(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ପଶ୍ଚିମବଙ୍ଗ ପ୍ରେମିକାକୁ ଓଡ଼ିଶା ଡକାଇ ଝାଡ଼ଖଣ୍ଡ ପ୍ରେମିକ କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଗତ ମଙ୍ଗଳବାର ହତ୍ୟା କରିଥିବା ଘଟଣାରେ ପର୍ଦାଫାଶ…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ/ଆନନ୍ଦପୁର,୧।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ…

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଶୌଚ ପାଇଁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଶୁଣ୍ଢରେ କଚାଡ଼ି…

ଆନନ୍ଦପୁର, ୩୦।୬(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ହଡ଼ଗଡ଼ ବନାଞ୍ଚଳରେ ପୁଣି ଦନ୍ତା ଆତଙ୍କ ଦେଖାଯାଇଛି । ମଙ୍ଗଳବାର ଭୋର ପ୍ରାୟ ୫ଟା ସମୟରେ କଣ୍ଟିପାଳ ପଞ୍ଚାୟତ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

ଦଧିବାମନ ଜୀଉଙ୍କ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦେବସ୍ନାନ ପୂର୍ଣ୍ଣିମା ନୀତି ସମ୍ପନ୍ନ

ପାଟଣା, ୨୯।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ରାଜନଗରସ୍ଥିତ ପ୍ରାଚୀନ ଶ୍ରୀଶ୍ରୀ ଦଧିବାମନ ଜୀଉ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା…

ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ମହୁଲ ଗଛରେ ଝୁଲୁଛି…

ପାଟଣା, ୨୯/୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଡାଳପକା ପଞ୍ଚାୟତର କେନ୍ଦୁଯୋଡା ଗ୍ରାମରେ ଜଣେ ୧୮ ବର୍ଷୀୟା ବିବାହିତା ମହିଳାଙ୍କ ସନ୍ଦେହଜନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri