Posted inଜାତୀୟ

ହାଜିପୁର ସେକ୍ଟରରେ ୨ ପାକ୍‌ ସେନା ନିହତ

ନୂଆଦିଲ୍ଲୀ,୧୪।୯: ସୀମାରେ ପାକିସ୍ତାନ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରିବାର କଡା ଜବାବ ଦେଇଛି ଭାରତୀୟ ସେନା। ଏଥର ଭାରତୀୟ ସେନା ୨ ପାକିସ୍ତାନୀ ସେନାଙ୍କୁ ନିହତ କରିଛନ୍ତି। ଆଉ ଏହି ନିହତ ସେନାଙ୍କ ମୃତ ଶରୀରକୁ ପାକ୍‌ ସେନା ଧଳା ପତାକା ଦେଖାଇ ନେଇ ଯାଉଥିବା ଦେଖିବାକୁ ମିଳିଛି। ହାଜିପୁର ସେକ୍ଟରରେ ନିହତ ହୋଇଥିବା ପାକ୍‌ ସେନାଙ୍କୁ ଅନ୍ୟମାନେ ଧଳା ପତାକା ଦେଖାଇ ନେଇଯାଉଥିବା ବେଳେ ଭାରତୀୟ ସେନା କିନ୍ତୁ ଏହାକୁ ଅଟକାଇ ନାହିଁ। ତେବେ ଏ ସମସ୍ତ ଘଟଣା ଏଲ୍‌ଓସିରେ ଲାଗିଥିବା ସିସିଟିଭି କ୍ୟାମେରାରେ ରେକର୍ଡ ହେବା ପରେ ଘଟଣା ସାମ୍ନାକୁ ଆସିଛି।


All Right Reserved By

ଏବେ ଭଲ କାମ କରୁଥିବା ବ୍ୟକ୍ତିଙ୍କ ନାଁରେ ଜାରି ହେବ ଡାକ ଟିକେଟ: ମୋଦି

ନୂଆଦିଲ୍ଲୀ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୧୨ ଜଣ ଆୟୁଷ ବିଶେଷଜ୍ଞଙ୍କ ନାଁରେ ଡାକ ଟିକେଟ ଜାରି କରିଛନ୍ତି। ଦିଲ୍ଲୀର ବିଜ୍ଞାନ ଭବନରେ ଆୟୁର୍ବେଦ ଦ୍ୱାରା...

ଗଡସେ-କସାବଙ୍କୁ ରାଜୀବଙ୍କ ସହ ତୁଳନା କଲେ ଭାଜପା ନେତା

ନୂଆଦିଲ୍ଲୀ,୧୭।୫: ଭୋପାଳର ଭାଜପା ନେତ୍ରୀ ପ୍ରଜ୍ଞା ସିଂ ଠାକୁର ମହାତ୍ମାଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ନେଇ ଦେଇଥିବା ବିବାଦୀୟ ବୟାନ ପରେ ଆରମ୍ଭ ହୋଇଛି ଶୀତଳ...

ଆସ୍ଥାଭୋଟ ପୂର୍ବରୁ ଘୋଡ଼ାବେପାର ଭୟ: ବିଧାୟକଙ୍କୁ ଜଗିଲେ ସବୁ ଦଳ

ବେଙ୍ଗାଲୁରୁ,୧୩ା୭:କର୍ନାଟକର ବିଦ୍ରୋହୀ ବିଧାୟକମାନଙ୍କ ଇସ୍ତଫା ଏବଂ ଅଯୋଗ୍ୟ ଘୋଷଣା ସମ୍ପର୍କରେ ବାଚସ୍ପତି ୧୬ ତାରିଖ ପର୍ଯ୍ୟନ୍ତ ନିଷ୍ପତ୍ତି ନେଇପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ ଦେବା...

ବିଦେଶୀ ଗଣମାଧ୍ୟମରେ ‘କଶ୍ମୀର’: ନିଜ ଗୋଡ଼କୁ ଗୁଳି କରୁଛି ଭାରତ

ଶ୍ରୀନଗର,୨୯ା୮(ପି.ଟି.): ସମୟ ଗଡ଼ିଚାଲିବା ସହ କଶ୍ମୀରରେ ଭାରତର କାର୍ଯ୍ୟାନୁଷ୍ଠାନ ବଢ଼ିବାରେ ଲାଗିଛି। ଫୋନ୍‌ଲାଇନ୍‌ ଓ ଇଣ୍ଟରନେଟ ସେବାକୁ ବନ୍ଦ, ବରିଷ୍ଠ ନେତାମାନଙ୍କୁ ଗୃହବନ୍ଦୀ ଓ କର୍ଫ୍ୟୁ...

୧୭ରୁ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୧ା୬ପି.ଟି.): ସପ୍ତଦଶ ଲୋକ ସଭାର ପ୍ରଥମ ଅଧିବେଶନ ତଥା ବଜେଟ ଅଧିବେଶନ ଜୁନ୍‌ ୧୭ରୁ ଆରମ୍ଭ ହୋଇ ଜୁଲାଇ ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ...

ଯାନ୍ତ୍ରିକ ତ୍ରୁଟି: ରନ୍‌ଓ୍ବେରୁ ଫେରିଲା ନୀତୀନ ଗଡ଼କରୀଙ୍କ ବିମାନ

ନାଗପୁର, ୧୩।୮: ମହାରାଷ୍ଟ୍ରର ନାଗପୁରରୁ ଦିଲ୍ଲୀ ଆସୁଥିବା ଇଣ୍ଡିଗୋ ବିମାନକୁ ରନ୍‌ଓ୍ବେ ଫେରାଇ ନିଆଯାଇଛି। ବିମାନରେ କିଛି ଯାନ୍ତ୍ରିକ ତ୍ରୁଟି ଥିବାରୁ ଏଭଳି ନିଷ୍ପତ୍ତି ଗ୍ରହଣ...

୩ ବର୍ଷ ପରେ ବୃଦ୍ଧ ଦମ୍ପତିଙ୍କୁ ମିଳିଲା ନ୍ୟାୟ: ପୁଅ ବୋହୂ ତଡ଼ିଦେଇଥିଲେ ଘରୁ

ମୁମ୍ବାଇ,୨୬।୬: ଆଜିକାଲି ପିଲାମାନେ ଯେତିକି ଶିକ୍ଷିତ ହେଉଛନ୍ତି ସେତିକି ନିଜର ମାନବିକତା, ମଣିଷପଣିଆ ଓ ଆଚାର ବ୍ୟବହାର ସବୁ ଭୁଲିଯାଉଛନ୍ତି। ଦିନେ ଯେଉଁ ମା ବାପାଙ୍କ...

ଚିଦାମ୍ବରମ୍‌ ମାମଲା: ଆଇନ ବାଟରେ ଯିବ ଆଇନ; କହିଲେ କିଶନ ରେଡ୍ଡୀ

ନୂଆଦିଲ୍ଲୀ,୨୨।୮: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କ ଗିରଫ ନେଇ ଶାସକ ଏବଂ ବିରୋଧୀ ଦଳ ପରସ୍ପର ମୁହାଁମୁହିଁ ହୋଇଛନ୍ତି। କଂଗ୍ରେସ ପକ୍ଷରୁ ଏହାକୁ ରାଜନୈତିକ ପ୍ରତିଶୋଧ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *