ଲୋ-କ୍ୟାଲୋରିରୁ ହାଡ଼ ଦୁର୍ବଳ

ଓ୍ବାଶିଂଟନ, ୧୪ା୯: ଓଜନ ବଢ଼ିବାକୁ ନେଇ ଏବେ ସବୁଠି ଚିନ୍ତା। ବ୍ୟାୟାମ କରିବା ଆଉ ତା’ ସାଙ୍ଗକୁ କମ୍‌ କ୍ୟାଲୋରୀ ଯୁକ୍ତ ଖାଦ୍ୟ ଖାଇବା ଅଭ୍ୟାସ ହୁଏତ ଜଣକୁ ଘାତକ ବ୍ୟାଧିରେ ପକାଇ ଦେଇପାରେ। ବୋନ୍‌ ଆଣ୍ଡ ମିନେରାଲ ରିସର୍ଚ୍ଚ ଜର୍ନାଲ ଏହା କହିଛି। ଏହାକୁ ପ୍ରମାଣିତ କରିବା ପାଇଁ ବିଶେଷଜ୍ଞମାନେ ମୂଷାଙ୍କ ଉପରେ ଅଧ୍ୟୟନ କରିଥିଲେ। ମୂଷାଙ୍କ ବୋନ୍‌ମେରୋରେ ଏକପ୍ରକାର ଚର୍ବି ରହିଛି; ଯାହା ମନୁଷ୍ୟଙ୍କ ଶରୀରରେ ମଧ୍ୟ ଦେଖିବାକୁ ମିଳେ। ଏହାର ବୃଦ୍ଧିରେ ହାଡ଼ ଦୁର୍ବଳ ହୋଇଯାଏ। ଏହାକୁ ପ୍ରମାଣିତ କରିବାକୁ ବିଶେଷଜ୍ଞ ଦଳର ସଦସ୍ୟ ମୂଷାଙ୍କ ଶରୀରର ୩୦% କ୍ୟାଲୋରି କମ୍‌ କରିଦେଇଥିଲେ। ଏହାପରେ ଯଦିଓ ମୂଷାଙ୍କ ଓଜନ କମିଗଲା, ହେଲେ ସେମାନଙ୍କ ବୋନ୍‌ମେରୋରେ ଥିବା ଉକ୍ତ ଚର୍ବିର ପରିମାଣ ଆଶାତୀତ ଭାବେ ବଢ଼ିଗଲା। ଏହା ସେମାନଙ୍କ ହାଡ଼କୁ ଅତିମାତ୍ରାରେ ଦୁର୍ବଳ କରିପକାଇଥିଲା।


All Right Reserved By Dharitri.Com

ଦକ୍ଷିଣ ନାଇଜେରିଆରେ ୪ ପୋଲିସକର୍ମୀଙ୍କୁ ହତ୍ୟା

ଅବୁଜା,୨।୭: ଦକ୍ଷିଣ ନାଇଜେରିଆର ବୟେଲସାରେ ଥିବା ଏକ ପୋଲିସ ଷ୍ଟେଶନ ଭିତରେ ପଶି ଜଣେ ଅଜ୍ଞାତ ବନ୍ଧୁକଧାରୀ ଆଖିବୁଜା ଗୁଳି ଚାଳନା କରିବାରୁ ପ୍ରାୟ ୪...

ଗିନିଜ୍‌ ବୁକ୍‌ ରେକର୍ଡରେ ଦାନ୍ତ

ବର୍ଲିନ: ଥରେ ଭାବି ଦେଖନ୍ତୁ ତ, ଜଣେ ସୁସ୍ଥସବଳ ମିଣିଷର ଦାନ୍ତର ଲମ୍ବ କେତେ ହୋଇପାରେ? ଚିକିତ୍ସା ବିଜ୍ଞାନ ଅନୁଯାୟୀ ଦାନ୍ତର ହାରାହାରି ଲମ୍ବା ମାଢ଼ିଠାରୁ...

ପ୍ରତି ୩ ମିନିଟ୍‌ରେ ଦକ୍ଷିଣ କାର୍ଲିଫର୍ନିଆରେ ହେଉଛି ଭୂକମ୍ପ: ୯ ବର୍ଷରେ ହେଲାଣି ୨୦ ଲକ୍ଷ ଥର

ଓ୍ବାଶିଂଟନ୍‌,୨୨।୪: ଦକ୍ଷିଣ କାର୍ଲିଫର୍ନିଆରେ ପ୍ରତି ୩ ମିନିଟ୍‌ରେ ଥରେ ହେଉଛି ଭୂକମ୍ପ। ଦିନରେ ହାରାହାରି ୪ଶହ ୯୫ ଥର ଏଠାକାର ଭୂଇଁ ଥରୁଛି। ୨୦୦୮ରୁ ୨୦୧୭...

ବିଜ୍ଞାନରେ ବ୍ରେକ୍‌ଥ୍ରୁ ପୁରସ୍କାର

‘ପଦାର୍ଥ ବିଜ୍ଞାନ ପାଇଁ ମିଳିତଭାବେ ୩୪୭ ଜଣ ବୈଜ୍ଞାନିକଙ୍କୁ ଏହି ସମ୍ମାନ ଓ ପୁରସ୍କାର ପ୍ରଦାନ କରାଯାଇଛି । ସେମାନେ ପ୍ରଥମ ଥର ପାଇଁ ଗୋଟିଏ...

୨୪ ଘଣ୍ଟାରେ ୩୧ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛନ୍ତି ସିରିଆ ବିଦ୍ରୋହୀ: ରୁଷିଆ

ମସ୍କୋ,୧୭।୮: ଗତ ୨୪ ଘଣ୍ଟା ମଧ୍ୟରେ ସିରିଆ ବିଦ୍ରୋହୀ ୩୧ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛନ୍ତି। ଏନେଇ ଶନିବାର ରୁଷିଆ ସୈନ୍ୟ ବାହିନୀ ପକ୍ଷରୁ ସୂଚନା...

ସଡ଼କ ଦୁର୍ଘଟଣାରେ ୩୫ ତୀର୍ଥଯାତ୍ରୀ ମୃତ

ମଦିନା,୧୭।୧୦: ସୌଦିର ମଦିନା ପ୍ରଦେଶରେ ଏକ ସଡ଼କ ଦୁର୍ଘଟଣାରେ ୩୫ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ବସ୍‌ ସହିତ ଏକ ଏକ୍ସାଭେଟର ଧକ୍କା...

ଟାଇଫଏଡ୍‌ ରୋଗୀଙ୍କ ପାଇଁ ଉପକାରୀ ଗାଜର ରସ

ଟାଇଫଏଡ୍‌ ଏକ ବିପଦଜନକ ଜ୍ୱର। ଏପରି ସ୍ଥିତିରେ କିଛି ବିଶେଷ କଥା ଉପରେ ଧ୍ୟାନ ରଖିଲେ ନା କେବଳ ଏଥିରୁ ରକ୍ଷା ପାଇ ପାରିବେ, ଏହାର...

ଜାପାନର ନୂତନ ଯୁଗ

ଟୋକିଓ,୧।୫: ଜାପାନ ଏବେ ପରିବର୍ତ୍ତନ ଆଡ଼କୁ ମୁହାଁଇଛି। ସମ୍ରାଟ୍‌ ଆକିହିତୋ ମଙ୍ଗଳବାର ରାଜଗାଦି ତ୍ୟାଗକରି ବୁଧବାର ତାଙ୍କର ପୁତ୍ର ରାଜକୁମାର ନାରୁହିତୋଙ୍କୁ ନୂତନ ରାଜାଭାବରେ ଅଭିଷିକ୍ତ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *