ଜୁଏଲଙ୍କୁ ନୂଆ ଦାୟିତ୍ୱ: ହେଲେ ସଂସଦ ପ୍ରତିରକ୍ଷା କମିଟି ଅଧ୍ୟକ୍ଷ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ସୁନ୍ଦରଗଡ଼ର ଭାଜପା ଏମ୍‌ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କୁ ନୂତନ ଦାୟିତ୍ୱ ମିଳିଛି। ତାଙ୍କୁ ସଂସଦୀୟ ପ୍ରତିରକ୍ଷା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଦିଆଯାଇଥିବା ନେଇ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କମିଟିରେ ଓଡ଼ିଶାରୁ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ ଏବଂ ବିଜେଡି ଏମ୍‌ପି ରାଜଶ୍ରୀ ମଲ୍ଲିକ ପ୍ରମୁଖ ମଧ୍ୟ ସ୍ଥାନ ପାଇଛନ୍ତି।


All Right Reserved By Dharitri.Com

ପୂଜାରେ ଟ୍ରେନ୍‌, ଷ୍ଟେଶନ ହେବ ଫେରିବାଲା ଶୂନ୍ୟ

ଭୁବନେଶ୍ୱର,୪ା୧୦(ବ୍ୟୁରୋ): ଟ୍ରେନ ଏବଂ ଷ୍ଟେଶନ ପରିସରରେ ବୁଲା ବିକାଳି ଓ ଫେରିବାଲାଙ୍କ ପ୍ରାଦୁର୍ଭାବ ଦୂର ପାଇଁ ପୂର୍ବତଟ ରେଳପଥ ଦ୍ୱିତୀୟ ପର୍ଯ୍ୟାୟ ଚଢ଼ାଉ ଆରମ୍ଭ କରିଛି।...

ବିଦ୍ୟୁତ୍‌ ଖୁଣ୍ଟରୁ ପଡ଼ି ଶ୍ରମିକଙ୍କ ଗଲା ଜୀବନ: ସେସୁ କର୍ମଚାରୀଙ୍କୁ ଘେରିଲେ ଗ୍ରାମବାସୀ

ନିରାକାରପୁର,୨୦ା୪(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ବିଦ୍ୟୁତ୍‌ ବିଭାଗ ଅଧୀନ ଲେଣ୍ଡୋ ପଞ୍ଚାୟତ ଭଗବତୀପଡ଼ାଠାରେ ଖୁଣ୍ଟରେ କାମ କରୁଥିବାବେଳେ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଶୁୁକ୍ରବାର ପୂର୍ବାହ୍ନ...

ଫାଇନାନ୍ସ କର୍ମଚାରୀଙ୍କଠାରୁ ୩ଲକ୍ଷ ଲୁଟ୍‌

ନିଆଳି,୫ା୧୦(ଡି.ଏନ୍‌.ଏ): ନିଆଳି ବ୍ଲକ ନିକଟରୁ ଶୁକ୍ରବାର ୩ ଲୁଟେରା ଏକ ଫାଇନାନ୍ସ ସଂସ୍ଥାର ଦୁଇ କର୍ମଚାରୀଙ୍କୁ ମାଡ଼ ମାରି ୩ଲକ୍ଷ ୧୮ହଜାର ୧୩୦ଟଙ୍କା ଲୁଟି ନେଇଥିବା...

ବାଦାମବାଡ଼ି ଥାନା ଅଧିକାରୀଙ୍କ ଅନୁଭୂତି: ଆଖି ସାମ୍ନାରେ ମାଓବାଦୀଙ୍କ ଗୁଳିରେ ଟଳିଥିଲେ ସାଥୀ

ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ପୋଲିସର ପ୍ରମୁଖ ଦାୟିତ୍ୱ। ଏହି ଦାୟିତ୍ୱ ସମ୍ପାଦନରେ ଅନେକ ପୋଲିସ କର୍ମଚାରୀ ନିଜ ଜୀବନ ଉତ୍ସର୍ଗ କରିଥିବା ନଜିର ରହିଛି। ଅନେକେ...

ଶିଶିର ସରସ-୨୦୨୦: ଜାନୁୟାରୀ ୪ରୁ ଆରମ୍ଭ, ୧୧ ଦିନ ଚାଲିବ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଆସନ୍ତାବର୍ଷ ଜାନୁୟାରୀ ପ୍ରଥମ ସପ୍ତାହରୁ ଆରମ୍ଭ ହେବ ଜାତୀୟସ୍ତରୀୟ ମେଳା ‘ଶିଶିର ସରସ’। ଏହି ମେଳା ଜାନୁୟାରୀ ୪ରୁ ୧୪ ତାରିଖ ଯାଏ ଭୁବନେଶ୍ୱର...

ମଧ୍ୟରାତ୍ରିରେ ଉତ୍ସବ, ଜନ୍ମନେଲେ ଯିଶୁ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଖ୍ରୀଷ୍ଟ୍ରିୟାନ ଧର୍ମାବଲମ୍ବୀଙ୍କ ବଡ଼ପର୍ବ ଖ୍ରୀଷ୍ଟମାସ ପାଳନ ପାଇଁ ଉତ୍ସବମୁଖର ହୋଇ ଉଠିଛି ରାଜଧାନୀ। ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିବସକୁ ପାଳନ କରିବା ଓ ତାଙ୍କ ଜନ୍ମମୁହୂର୍ତ୍ତରେ ଉତ୍ସବ ମନାଇବାକୁ...

ବିଦ୍ୟୁତ୍‌ ସଂଯୋଗ ଦାବିରେ ରାସ୍ତାରୋକୋ

ନିମାପଡ଼ା,୧୩ା୬(ଡି.ଏନ୍‌.ଏ.): ବାତ୍ୟାକୁ ୪୦ଦିନ ବିତିଯାଇଥିଲେ ହେଁ ନିମାପଡ଼ା ବ୍ଲକ ଅନ୍ତର୍ଗତ ଶଗଡା, ଆଙ୍କୁଶୁପୁର, ଶଗଡ଼ା ହେଉଳି ଆଦି ଅଞ୍ଚଳକୁ ବିଦ୍ୟୁତ୍‌ ସଂଯୋଗ କି ପୁନରୁଦ୍ଧାର କାର୍ଯ୍ୟ...

କୋଇଲା ଖଣିରେ ଶ୍ରମିକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: କ୍ଷତିପୂରଣ ଦାବିରେ ଆନ୍ଦୋଳନ

ତାଳଚେର,୨୮।୫(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ସ୍ଥିତ ଏମ୍‌ସିଏଲ ବଳରାମ କୋଇଲା ଖଣିରେ ସୋମବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟି ଜଣେ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି।...

Leave a comment

Your email address will not be published. Required fields are marked *