Posted inଜାତୀୟ

୮୪,୫୬୦ କୋଟିର ପ୍ରତିରକ୍ଷା କ୍ରୟକୁ ମଞ୍ଜୁରୀ

ନୂଆଦିଲ୍ଲୀ,୧୭।୨(ପି.ଟି.) : ସଶସ୍ତ୍ର ବଳର ଆକ୍ରମଣ କ୍ଷମତା ବଢ଼ାଇବା ପାଇଁ ମଲ୍ଟିମିଶନ ବିମାନ ସମେତ ୮୪,୫୬୦ କୋଟି ଟଙ୍କାର ସାମରିକ ସରଞ୍ଜାମ କ୍ରୟ ପ୍ରସ୍ତାବକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ଶୁକ୍ରବାର ମଞ୍ଜୁରୀ ପ୍ରଦାନ କରିଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ ପ୍ରତିରକ୍ଷା ଅଧିଗ୍ରହଣ ପରିଷଦ (ଡିଏସି) ପ୍ରତିରକ୍ଷା ସାମଗ୍ରୀ କ୍ରୟ ପ୍ରସ୍ତାବକୁ ଅନୁମୋଦନ କରିଥିଲା। କ୍ରୟ ହେବାକୁ ଥିବା ସାମଗ୍ରୀ ମଧ୍ୟରେ ନୂଆ ପିଢ଼ିର ଟ୍ୟାଙ୍କ ବିଧ୍ୱଂସୀ ମାଇନ୍ସ, ଏୟାର ଡିଫେନ୍ସ ଟାକ୍ଟିକାଲ କଣ୍ଟ୍ରୋଲ ରାଡାର, ଓଜନଦାର ଟାର୍ପେଡୋସ୍‌, ମଧ୍ୟମ ଦୂରଗାମୀ ସାମୁଦ୍ରିକ ପାଟ୍ରୋଲିଂ ଏବଂ ମଲ୍ଟିମିଶନ ବିମାନ, ଆକାଶମାର୍ଗରେ ଯୁଦ୍ଧବିମାନରେ ଇନ୍ଧନ ଭରିବା ପାଇଁ ବିମାନ ଏବଂ ସଫ୍ଟଓ୍ବେର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ହାଇ ଆଲର୍ଟ: ମାଡ଼ିଆସୁଛି ୨ଟି ଭୟଙ୍କର ବାତ୍ୟା; ୩ ଦେଶକୁ କରିବ ଛାରଖାର!

ନୂଆଦିଲ୍ଲୀ,୨୭।୬: ପ୍ରଶାନ୍ତ ମହାସାଗରର ଉତ୍ତର-ପଶ୍ଚିମ ଭାଗରେ ସୃଷ୍ଟି ହୋଇଥିବା ଶକ୍ତିଶାଳୀ କ୍ରାନ୍ତୀୟ ବାତ୍ୟା (ଟାଇଫୁନ୍) ‘ମେଖଲା’ ଜାପାନ ଏବଂ ଏହାର ଆଖପାଖ ଦ୍ୱୀପପୁଞ୍ଜ ଆଡ଼କୁ ମାଡ଼ି ଚାଲିଛି।…

ବିଷ ବୋତଲ ଧରି ଧାରଣାରେ ଚାଷୀ, ଟୋକନ ନ ମିଳିଲେ ପିଇବାକୁ ଦେଲେ ଧମକ

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳିନାହିଁ। ଏହାକୁ…

ପୁଣି ଧକ୍କା ଦେଲା ଆମବସ୍‌, ରଙ୍ଗ୍‌ରୁଟ୍‌ରେ ଆସି ବାପ-ଝିଅଙ୍କୁ…

ଭୁବନେଶ୍ୱର,୨୭ା୬: ପୁଣି ଧକ୍କା ଦେଇଛି ଆମବସ୍‌। ପ୍ରତିଦିନ ଆମବସ୍‌ କେଉଁଠି ନା କେଉଁଠି ଦୁର୍ଘଟଣା ଘଟାଉଥିବା ଖବର ଆସୁଛି। ଶନିବାର ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଅଞ୍ଚଳରେ ବାପ-ଝିଅଙ୍କୁ ଧକ୍କାଦେଇଛି…

FIFA World Cup 2026ରେ ଇତିହାସ ରଚିଲା କେପ ଭର୍ଡେ: ନକ୍‌ଆଉଟ୍‌ ପହଞ୍ଚିବାରେ ବିଶ୍ୱର ସବୁଠୁ ଛୋଟ ଦେଶ

ଫିଲାଡେଲଫିଆ,୨୭।୬:୨୦୨୬ ଫିଫା ବିଶ୍ୱକପ୍‌ରେ ରାଉଣ୍ଡ ଅଫ ୩୨ ପୂର୍ବରୁ କେପ ଭର୍ଡେ ଏକ ଚମତ୍କାର ପ୍ରଦର୍ଶନ ସହିତ ଇତିହାସ ରଚିଛି। ପ୍ରାୟ ୫୫୦,୦୦୦ ଜନସଂଖ୍ୟା ବିଶିଷ୍ଟ ଆଫ୍ରିକାର…

ଆଧାର କାର୍ଡ଼ ଦେଖାଇଲେ ମିଳିବ କି ଫ୍ରି ଏସି? ଜାଣନ୍ତୁ ସତ…

ନୂଆଦିଲ୍ଲୀ,୨୭।୬: ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକଙ୍କ ପାଇଁ “ମାଗଣା ଏସି ଯୋଜନା”…

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ…

ଚନ୍ଦ୍ରିକା ମୃତ୍ୟୁ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ; OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

ଭୁବନେଶ୍ୱର, ୨୭।୬:  ବହୁ ଚର୍ଚ୍ଚିତ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ରାଜ୍ୟ ସରକାର ପକ୍ଷରୁ ବଡ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। OTAS (Odisha Tahasildar Administrative Service) ଅଧିକାରୀ…

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri