ସୌଦି ଆରମକୋ ଅଏଲ ପ୍ଲାଣ୍ଟରେ ଡ୍ରୋନ୍‌ ଆକ୍ରମଣ: ଲାଗିଲା ନିଆଁ

ରିୟାଦ,୧୪।୯: ସୌଦି ଆରବରେ ଥିବା ବିଶ୍ୱର ସବୁଠାରୁ ବଡ ସୌଦି ଆରମକୋ ଅଏଲ ପ୍ଲାଣ୍ଟରେ ଶନିବାର ଡ୍ରୋନ୍‌ ଆକ୍ରମଣ ଫଳରେ ନିଆଁ ଲାଗି ଯାଇଛି। ସୌଦି ଆରବର ଗୃହମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ଡ୍ରୋନ୍‌ ଆକ୍ରମଣ ଫଳରେ ପ୍ଲାଣ୍ଟରେ ବଡ ଧରଣର ୨ଟି ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ଏହି ଆକ୍ରମଣ ପାଇଁ ଏପର୍ଯ୍ୟନ୍ତ କୌଣସି ସଂଗଠନ ନିଜକୁ ଦାୟୀ କରି ନାହାଁନ୍ତି।


All Right Reserved By

ଆମେରିକାରେ ଗ୍ରୀଷ୍ମ ପ୍ରବାହ: ୧୫୦ ନିୟୁତ ଲୋକେ ପ୍ରଭାବିତ

ଓ୍ବାଶିଂଟନ,୨୧।୭: ଆମେରିକାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହାଦ୍ୱାରା ୧୫୦ ନିୟୁତରୁ ଅଧିକ ଲୋକ ବ୍ୟତିବ୍ୟସ୍ତ ହେଉଥିବା କୁହାଯାଉଛି। ନ୍ୟୁୟର୍କ, ଫିଲାଡେଲଫିହା ତଥା ଓ୍ବାଶିଂଟନରେ ତାପମାତ୍ରା...

ପାକିସ୍ତାନ ସହ ଆଲୋଚନାକୁ ଜୟଶଙ୍କରଙ୍କ ଖଣ୍ଡନ

ଲଣ୍ଡନ,୩ା୯(ପି.ଟି.): ପାକିସ୍ତାନ ଖୋଲାଖୋଲି ଭାବେ ଆତଙ୍କବାଦୀ କାର୍ଯ୍ୟକଳାପ ଜାରି ରଖିଛି। ଆତଙ୍କବାଦୀଙ୍କୁ ନିଯୁକ୍ତି, ପ୍ରଶିକ୍ଷଣ ଓ ଆର୍ଥତ୍କ ସହାୟତା ଯୋଗାଇ ଆସୁଛି। ଏଥିରୁ ବିରତ ନ...

ଶ୍ରୀଲଙ୍କା ସରକାର କହିଲେ ମୃତକଙ୍କ ସଂଖ୍ୟା ୩୫୯ ନୁହେଁ ୨୫୩

କଲମ୍ବୋ,୨୬।୪: ଶ୍ରୀଲଙ୍କାରେ ଇଷ୍ଟର ସନ୍‌ ଡେ’ରେ ହୋଇଥିବା ସିରିଏଲ ବୋମା ବିସ୍ଫୋରଣରେ ଏପର୍ଯ୍ୟନ୍ତ ୩୫୯ଜଣଙ୍କ ମୃତ୍ୟୁ ହୋଇଥିବା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଛି। ହେଲେ ଏହି...

ଚାଇନା କୋଇଲା ଖଣିରେ ଅଘଟଣ: ୯ ମୃତ, ୧୦ ଆହତ

ବେଜିଂ,୧୦।୬: ଚାଇନାର ଉତ୍ତର ପୂର୍ବରେ ଥିବା ଜିଲିନ୍‌ ଅଞ୍ଚଳରେ ଏକ କୋଇଲା ଖଣିରେ ଦୁର୍ଘଟଣା ଘଟି ୯ ଜଣ ଶ୍ରମିକଙ୍କ ମୃତ୍ୟୁ ହେବା ସହ ୧୦...

ଶହେ ବର୍ଷରେ ପୃଥିବୀକୁ ଧକ୍କା ଦେବେ ୯ଶହ ଗ୍ରହାଣୁ

ଓ୍ବାଶିଂଟନ,୧୬।୯ : ଆସନ୍ତା ଶହେ ବର୍ଷ ମଧ୍ୟରେ ପୃଥିବୀକୁ ୯ ଶହ ଗ୍ରହାଣୁ ଧକ୍କା ଦେବାର ସମ୍ଭାବନା ରହିଛି। ଏହାଦ୍ୱାରା ପୃଥିବୀର ଜୀବଜଗତ ଉପରେ ନକାରାତ୍ମକ...

ଶିରୀନ୍‌ ହେବେ ଆମେରିକା ବିଚାରପତି

ଓ୍ବାଶିଂଟନ,୨ା୯(ପି.ଟି.): ଭାରତୀୟ ବଂଶୋଦ୍ଭବ ଆଟର୍ନି ଶିରୀନ୍‌ ମାଥ୍ୟୁସ୍‌ ଆମେରିକାର ଏକ ଜିଲା କୋର୍ଟ ବିଚାରପତି ହେବାକୁ ଯାଉଛନ୍ତି। କାଲିଫର୍ନିଆ ସଦର୍ନ ଜିଲା କୋର୍ଟର ବିଚାରପତି ଭାବେ...

ଇମ୍ରାନଙ୍କୁ ଉବେର୍‌ ଡ୍ରାଇଭର୍‌ କହିଲେ ପାକିସ୍ତାନ ମହିଳା ଏମ୍‌ପି

ଇସଲାମାବାଦ୍‌,୨୬।୮:ପାକିସ୍ତାନର ଆର୍ଥିକ ସ୍ଥିତି ଦିନକୁ ଦିନ ଦେବାଳିଆ ହେବାରେ ଲାଗିଛି। ଏଥିପାଇଁ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ନିଜ ଦେଶରେ ଗାଳି ପଡୁଛି। କିଛିଦିନ ତଳେ ମହିଳା...

ସ୍ମୃତିର ଅବଧି ୨ ଘଣ୍ଟା

ଶିକାଗୋ: ମିଷ୍ଟର ପରଫେକ୍ସୋନିଷ୍ଟ ଆମୀର ଖାନ୍‌ଙ୍କ ଅଭିନୀତ ବ୍ଲକବଷ୍ଟର ଫିଲ୍ମ ‘ଗଜନୀ’। ଖଳନାୟକ ଗଜନୀଙ୍କ ମରଣାନ୍ତକ ଆକ୍ରମଣରେ ଚଳଚ୍ଚିତ୍ରର ନାୟକ ସଞ୍ଜୟ ସିଙ୍ଘାଣିଆ ଓରଫ୍‌ ଆମୀର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *