ଛାଡ଼ପତ୍ର ମାମଲାରେ ମହିଳାଙ୍କୁ ମିଳିବ ପେନସନ୍‌: ମନ୍ତ୍ରୀ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ଏଣିକି ଛାଡ଼ପତ୍ର ମାମଲା ଚାଲିଥିବା ବେଳେ ମହିଳାମାନଙ୍କୁ ପେନ୍‌ସନ ମିଳିବ। ଏନେଇ ପ୍ରକ୍ରିୟା ଚାଲିଥିବା ନେଇ ଶନିବାର ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି। ବାର୍ଷିକ ୪୦ହଜାରରୁ କମ୍‌ ଆୟ ଥିବା ମହିଳାମାନଙ୍କୁ ମଧୁବାବୁ ପେନ୍‌ସନ ଯୋଜନାରେ ଏହି ସୁବିଧା ମିଳିବ। ତେବେ ଛାଡ଼ପତ୍ର ମାମଲା ସମ୍ପର୍କିତ କାଗଜପତ୍ର ପ୍ରମାଣପତ୍ର ଭାବେ ଦେବାକୁ ପଡ଼ିବ ବୋଲି ସେ କହିଛନ୍ତି।


All Right Reserved By Dharitri.Com

ହାଓଡ଼ାରେ ଦୁର୍ଘଟଣା: ୪ ଓଡ଼ିଆ ମୃତ

ଭଦ୍ରକ ଅଫିସ, ୧୮।୭ : ପଶ୍ଚିମବଙ୍ଗର ହାଓଡ଼ା ଢୁଲାଗଡ ଟୋଲପ୍ଲାଜା ନିକଟରେ ବୁଧବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ କ୍ରିକେଟ...

୭ମ ରାଜ୍ୟ ଟେଲି ପୁରସ୍କାର:‘ରହିଛି ରହିବି ତୋରି ପାଇଁ’ ଶ୍ରେଷ୍ଠ ଧାରାବାହିକ

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):୨୦୧୮ ମସିହା ଲାଗି ମଙ୍ଗଳବାର ୭ମ ରାଜ୍ୟ ଟେଲି ପୁରସ୍କାର ଘୋଷଣା ହୋଇଛି। ଏଥର ଶ୍ରେଷ୍ଠ ଟେଲି ଧାରାବାହିକ ଭାବେ ପ୍ରଦ୍ୟୁମ୍ନ କୁମାର ଲେଙ୍କାଙ୍କ ‘ରହିଛି...

ବଦଳିଲେ ପୁରୀ ସିଡିଏମ୍‌ଓ, ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ଲାଗି ୪ ଡାକ୍ତର ନିଲମ୍ବିତ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଶନିବାର ବଦଳିଛନ୍ତି ପୁରୀ ସିଡିଏମ୍‌ଓ। ତାଙ୍କ ସ୍ଥାନରେ ଡା. ଅମରେନ୍ଦ୍ର ନାଥ ମହାନ୍ତିଙ୍କୁ ନିଯୁକ୍ତି ମିଳିଛି। ଏହାଛଡ଼ା ବାତ୍ୟା ‘ଫନୀ’ ସମୟରେ କାର୍ଯ୍ୟରେ ଅବହେଳାକୁ...

ବୃଦ୍ଧାଙ୍କଠାରୁ ୪ ଲକ୍ଷ ଠକେଇ: ସମ୍ପର୍କୀୟ ଗିରଫ

କଟକ ଅଫିସ,୪ା୭: ବୃଦ୍ଧାଙ୍କ ଠାରୁ ୪ ଲକ୍ଷ ଟଙ୍କା ଠକେଇ କରିବା ଅଭିଯୋଗରେ ମର୍କତନଗର ପୋଲିସ ବୁଧବାର ଜଣେ ସମ୍ପର୍କୀୟ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ...

୫୦୦ ଏଏସ୍‌ଓ ନିଯୁକ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ୫୦୦ ସଫଳ ପ୍ରାର୍ଥୀଙ୍କୁ ରାଜ୍ୟ ସଚିବାଳୟରେ ଆସିଷ୍ଟାଣ୍ଟ ସେକ୍ସନ ଅଫିସର(ଏଏସ୍‌ଓ) ପଦବୀରେ...

ପୋଲିସକୁ ଆକ୍ରମଣ: ୫ ଗିରଫ

ତିହିଡ଼ି,୧୭।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଦୋଳସାହି-ଗୁଆମାଳ ରାସ୍ତାପାର୍ଶ୍ୱରେ ଥିବା ବିଦେଶୀ ମଦ ଦୋକାନ ନିକଟରେ ଗୁରୁବାର ମଧ୍ୟାହ୍ନରେ ତିହିଡ଼ି ପୋଲିସକୁ...

ରାଷ୍ଟ୍ରପତିଙ୍କୁ ଭେଟିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୧।୬(ବ୍ୟୁରୋ):କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ରାଷ୍ଟ୍ରପତି ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଧର୍ମେନ୍ଦ୍ରଙ୍କ ସହ...

୧୫ ଯାଏ ହାଲୁକା ବର୍ଷା

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ ମୌସୁମୀ ବାୟୁ ଦୁର୍ବଳ ରହିଛି। କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେଉଥିବା ବେଳେ ଅନ୍ୟ କେତେକ ସ୍ଥାନରେ ଆଦୌ ବର୍ଷା...

Leave a comment

Your email address will not be published. Required fields are marked *