Posted inଜାତୀୟ

ମେନ୍ଧର ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ପୁଞ୍ଚ,୧୪।୯: ଜମ୍ମୁ-କଶ୍ମୀର ପୁଞ୍ଚ ଜିଲାର ମେନ୍ଧର ସେକ୍ଟରରେ ପାକିସ୍ତାନ ଶନିବାର ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ସକାଳ ପ୍ରାୟ ୯ଟା ୩୦ରେ ମୋର୍ଟାର ମାଡ କରିବା ସହ ପାକିସ୍ତାନ ପକ୍ଷରୁ ଗୁଳିଗୋଳା ବର୍ଷଣ କରାଯାଇଥିଲା। ଭାରତୀୟ ସେନା ମଧ୍ୟ ଏହାର କଡା ଜବାବ ଦେଇଛି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ନିଆଯିବା ପରଠାରୁ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରି ଚାଲିଛି।


All Right Reserved By Dharitri.Com

ଖୋଲିବ ୪୬୨ ଏକଲବ୍ୟ ସ୍କୁଲ

ରାଞ୍ଚି,୧୦ା୯(ଆଇଏଏନ୍‌ଏସ୍‌): ଦେଶର ଆଦିବାସୀ ଛାତ୍ରୀଛାତ୍ରଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨ ତାରିଖରେ ଏକଲବ୍ୟ ସ୍କୁଲ ଶୁଭାରମ୍ଭ କରିବେ। କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ...

ଭାଜପା ପାଇଁ ସଙ୍କଟମୋଚନ ହେବ କି ଏନ୍‌ସିପି

ନୂଆଦିଲ୍ଲୀ,୨୮।୧୦: ମହାରାଷ୍ଟ୍ରରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଚାଲିଛି ଟଣାଓଟରା। ଏହି ସମୟରେ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି...

କେନ୍ଦ୍ରରେ ସରକାର ଗଢ଼ିବ ଭାଜପା: ନିଜ ଟୁଇଟର୍‌ ପୃଷ୍ଠାରୁ ‘ଚୌକିଦାର’ ଶବ୍ଦ ହଟାଇଲେ ମୋଦି

ନୂଆଦିଲ୍ଲୀ,୨୩।୫: ୨୦୧୯ ସାଧାରଣ ନିର୍ବାଚନରେ ଭାଜପା ବୃହତ ବିଜୟ ଆଡ଼କୁ ଅଗ୍ରସର ହେଉଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ନିର୍ବାଚନ ରଣନୀତି ଯୋଗୁ ଭାଜପା...

୨୧ ବର୍ଷରେ ବିଚାରପତି

ଜୟପୁର,୨୨-୧୧:ରାଜସ୍ଥାନ ରାଜଧାନୀ ଜୟପୁରର ମାନସରୋବର ବାସିନ୍ଦା ୨୧ ବର୍ଷୀୟ ମୟଙ୍କ ପ୍ରତାପ ସିଂ ଦେଶର ସର୍ବକନିଷ୍ଠ ବିଚାରପତି ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ସେ ପ୍ରଥମ...

ଜଷ୍ଟିସ୍‌ କୁରେଶୀଙ୍କ ପଦୋନ୍ନତି ଅଟକାଉଛି କେନ୍ଦ୍ର

ନୂଆଦିଲ୍ଲୀ,୨୨ା୬: ନ୍ୟାୟପାଳିକାର ନିରପେକ୍ଷତା ଲାଗି ଏହାକୁ ରାଜନୈତିକ ପ୍ରଭାବରୁ ମୁକ୍ତରଖାଯିବା ଉଚିତ ବୋଲି ବିଭିନ୍ନ ସମୟରେ ମତପ୍ରକାଶ ପାଇଆସୁଛି। ଏହା ସତ୍ତ୍ୱେ ନ୍ୟାୟପାଳିକା ଯେ ରାଜନୈତିକ...

ଆଇଏସ୍‌ଆଇଠାରୁ ଟଙ୍କା ନେଇଛି ଭାଜପା

ଭୋପାଳ,୨ା୯: ପାକିସ୍ତାନର ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇଠାରୁ ଭାଜପା ଓ ବଜରଙ୍ଗ ଦଳ ଟଙ୍କା ନେଇଥିବା ବରିଷ୍ଠ କଂଗ୍ରେସ ନେତା ତଥା ରାଜ୍ୟ ସଭା ସଦସ୍ୟ ଦିଗ୍‌ବିଜୟ...

ଅଫଜଲ ଗୁରୁଙ୍କ ଶ୍ରାଦ୍ଧ ବାର୍ଷିକୀ: ଜମ୍ମୁ-କଶ୍ମୀରରେ ପୁଣି ୨ଜି ସେବା ବନ୍ଦ; ହାଇ ଆଲର୍ଟ ଜାରି

ଶ୍ରୀନଗର,୯।୨: ଆତଙ୍କବାଦୀ ଅଫଜଲ ଗୁରୁଙ୍କ ଶ୍ରାଦ୍ଧ ବାର୍ଷିକୀ ରବିବାର ପାଳନ କରିବାକୁ ଜମ୍ମୁ-କଶ୍ମୀରରେ ତତ୍ପରତା ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଏଠାରେ ୨ଜି ଇଣ୍ଟରନେଟ୍‌...

ଦେଶରେ ଥମୁନି ଲଜ୍ଜା

ନୂଆଦିଲ୍ଲୀ,୨ା୧୨: ଦୁଇବର୍ଷ ବିଳମ୍ବ ପରେ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି) ପକ୍ଷରୁ ଗତ ଅକ୍ଟୋବର ୨୮ରେ ପ୍ରକାଶ ପାଇଥିଲା ଭାରତର ବାର୍ଷିକ ଅପରାଧ ରିପୋର୍ଟ-୨୦୧୭।...

Leave a comment

Your email address will not be published. Required fields are marked *