ଆଜି ରାଜ୍ୟରୁ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୬।୮(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୨୮୦୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୪,୦୫୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୯୨ ଜଣ ଚିହ୍ନଟ ହୋଇଥିବା ବେଳେ ୩୫୭ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୧୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୧୫ ଏବଂ ବାଲେଶ୍ୱରରୁ ୪୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧୯, ବରଗଡ଼ ୧୫, ଭଦ୍ରକ ୯, ବୌଦ୍ଧ ୧, ଦେବଗଡ଼ ୯, ଢେଙ୍କାନାଳ ୧୪, ଗଜପତି ୧, ଗଞ୍ଜାମ ୬, ଜଗତସିଂହପୁର ୪୨, ଯାଜପୁର ୪୨, ଝାରସୁଗୁଡ଼ା ୧, କଳାହାଣ୍ଡି ୩, କନ୍ଧମାଳ ୧, କେନ୍ଦ୍ରାପଡ଼ା ୨୪, କେନ୍ଦୁଝର ୮, କୋରାପୁଟ ୫, ମାଲକାନଗିରି ୨, ନବରଙ୍ଗପୁର ୨୬, ନୟାଗଡ଼ ୧୯, ନୂଆପଡ଼ା ୧, ପୁରୀ ୨୨, ରାୟଗଡ଼ା ୨, ସମ୍ବଲପୁର ୨୦, ସୋନପୁରରୁ ୧ ଏବଂ ସୁନ୍ଦରଗଡ଼ରୁ ୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୬୫।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୦୪,୦୫୯ରେ ପହଞ୍ଚିଥିବା ବେଳେ ୯,୮୮,୦୯୦ଜଣ ସୁସ୍ଥ ହୋଇଛନ୍ତି। ୮୨୮୮ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri