ଆଜି ରାଜ୍ୟରୁ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ, ଚିନ୍ତା ବଢ଼ାଉଛି ଖୋର୍ଦ୍ଧା

ଭୁବନେଶ୍ୱର,୩ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୮୪୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୦,୦୭୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୯୫ ଜଣ ଚିହ୍ନଟ ହୋଇଥିବା ବେଳେ ୩୫୪ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୪୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୧୭ ଏବଂ ବାଲେଶ୍ୱରରୁ ୫୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୨୦, ବରଗଡ଼ ୩, ଭଦ୍ରକ ୧୧, ବଲାଙ୍ଗୀର ୪, ବୌଦ୍ଧ ୧, ଦେବଗଡ଼ ୮, ଢେଙ୍କାନାଳ ୨୬, ଗଜପତି ୧, ଗଞ୍ଜାମ ୧, ଜଗତସିଂହପୁର ୧୨, ଯାଜପୁର ୩୨, ଝାରସୁଗୁଡ଼ା ୪, କଳାହାଣ୍ଡି ୪, କନ୍ଧମାଳ ୧, କେନ୍ଦ୍ରାପଡ଼ା ୯, କେନ୍ଦୁଝର ୧୨, ମାଲକାନଗିରି ୧, ମୟୂରଭଞ୍ଜ ୨୧, ନବରଙ୍ଗପୁର ୪, ନୟାଗଡ଼ ୭, ନୂଆପଡ଼ା ୧, ପୁରୀ ୩୧, ରାୟଗଡ଼ା ୧୨, ସମ୍ବଲପୁର ୧୬, ସୋନପୁରରୁ ୩ ଏବଂ ସୁନ୍ଦରଗଡ଼ରୁ ୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୭୮।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୧୦,୦୭୨ରେ ପହଞ୍ଚିଥିବା ବେଳେ ୯,୯୪,୬୩୯ଜଣ ସୁସ୍ଥ ହୋଇଛନ୍ତି। ୭୩୪୫ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୁକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୁକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୁକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୁକ ଯୁବତୀ(୨୧)ଙ୍କୁ…

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri