ଆଜି ରାଜ୍ୟରୁ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୬।୮(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୨୮୦୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୪,୦୫୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୯୨ ଜଣ ଚିହ୍ନଟ ହୋଇଥିବା ବେଳେ ୩୫୭ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୧୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୧୫ ଏବଂ ବାଲେଶ୍ୱରରୁ ୪୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧୯, ବରଗଡ଼ ୧୫, ଭଦ୍ରକ ୯, ବୌଦ୍ଧ ୧, ଦେବଗଡ଼ ୯, ଢେଙ୍କାନାଳ ୧୪, ଗଜପତି ୧, ଗଞ୍ଜାମ ୬, ଜଗତସିଂହପୁର ୪୨, ଯାଜପୁର ୪୨, ଝାରସୁଗୁଡ଼ା ୧, କଳାହାଣ୍ଡି ୩, କନ୍ଧମାଳ ୧, କେନ୍ଦ୍ରାପଡ଼ା ୨୪, କେନ୍ଦୁଝର ୮, କୋରାପୁଟ ୫, ମାଲକାନଗିରି ୨, ନବରଙ୍ଗପୁର ୨୬, ନୟାଗଡ଼ ୧୯, ନୂଆପଡ଼ା ୧, ପୁରୀ ୨୨, ରାୟଗଡ଼ା ୨, ସମ୍ବଲପୁର ୨୦, ସୋନପୁରରୁ ୧ ଏବଂ ସୁନ୍ଦରଗଡ଼ରୁ ୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୬୫।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୦୪,୦୫୯ରେ ପହଞ୍ଚିଥିବା ବେଳେ ୯,୮୮,୦୯୦ଜଣ ସୁସ୍ଥ ହୋଇଛନ୍ତି। ୮୨୮୮ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନିବୀରଙ୍କ ପାଇଁ ଏସ୍‌ଏସ୍‌ବିରେ ୫୦% କନ୍‌ଷ୍ଟେବଲ ପଦବୀ ସଂରକ୍ଷିତ

ନୂଆଦିଲ୍ଲୀ,୩୦ା୭: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସଶସ୍ତ୍ର ସୀମା ବଳ (ଏସ୍‌ଏସ୍‌ବି) (ଯୁଦ୍ଧ ପାଇଁ ପ୍ରସ୍ତୁତ ସାଧାରଣ ଡ୍ୟୁଟି) ଗ୍ରୁପ୍‌ ‘ସି’ ପଦବୀ ନିଯୁକ୍ତି ନିୟମାବଳୀ, ୨୦୨୬ ଉପରେ…

ପରିବହନ ପ୍ରଦୂଷଣରୁ ପ୍ରତି ୬ ମିନିଟ୍‌ରେ ଜଣକ ଅକାଳ ମୃତ୍ୟୁ

ନୂଆଦିଲ୍ଲୀ,୩୦ା୭: ସଡ଼କ ପରିବହନଜନିତ ପ୍ରଦୂଷଣ ଭାରତରେ ଜନସ୍ବାସ୍ଥ୍ୟ ପ୍ରତି ବଡ଼ ସମସ୍ୟା ସୃଷ୍ଟି କରିଛି। ୨୦୨୪ରେ ଗାଡ଼ିମୋଟରଜନିତ ପ୍ରଦୂଷଣ କାରଣରୁ ପ୍ରତି ୬ ମିନିଟ୍‌ରେ ଜଣେ ବ୍ୟକ୍ତିଙ୍କ…

‘ମହାପ୍ରଭୁ ଜଗନ୍ନାଥ’ ଆନିମେଶନ ଚଳଚ୍ଚିତ୍ର ରିଲିଜ୍‌କୁ ସୁପ୍ରିମକୋର୍ଟଙ୍କ ସବୁଜ ସଙ୍କେତ: କେତେଜଣଙ୍କ ଆପତ୍ତି ପାଇଁ …

ନୂଆଦିଲ୍ଲୀ,୩୦ା୭ : ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’ର ମୁକ୍ତିଲାଭ ଉପରେ ରୋକ ଲଗାଇବାକୁ ଓଡ଼ିଶା ସରକାର କରିଥିବା ଆବେଦନକୁ ବୁଧବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। କେତେଜଣ ବ୍ୟକ୍ତିଙ୍କ…

ଭୁଶୁଡ଼ିଲା ପଥରଗଡ଼ ଡ୍ୟାମ୍‌ ହୁଡ଼ା: ୧ଶହ ଏକର ଚାଷ ଜମି ବାଲିଚର

ଲୋଇସିଂହା,୩0୦।୭(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ରେକର୍ଡ ପରିମାଣର ବର୍ଷା ହୋଇଛି। ବୁଧବାର ଦିନକ ଭିତରେ ୨୬୪ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ଜିଲାରେ ସର୍ବାଧିକ…

୩ ମନ୍ତ୍ରୀଙ୍କୁ ବନ୍ୟା ମୁକାବିଲା ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୭ (ସୁନିତ୍‌ ମିଶ୍ର): ରାଜ୍ୟର ପ୍ରତ୍ୟେକ ନାଗରିକଙ୍କ ଜୀବନ ଓ ସୁରକ୍ଷା ସରକାରଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ । ଲଗାଣ ବର୍ଷା ଓ କେତେକ ନଦୀରେ ସୃଷ୍ଟି ହୋଇଥିବା…

ପ୍ରେମିକା ପାଇଁ ମନ୍ଦିର ଉପରେ ପ୍ରେମିକ: ଆଉ ତା’ପରେ ଘଟିଲା…

କେନ୍ଦୁଝର,୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ହରିଚନ୍ଦନପୁରରେ ବୁଧବାର ଏକ ହାଇଡ୍ରାମା ଦେଖିବାକୁ ମଳିଛି। ପ୍ରେମିକାଙ୍କୁ ପାଇବା ପାଇଁ କାଳିଆଦୁମା ଗ୍ରାମର ପ୍ରେମିକ ଏକ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କୂଳ ଲଙ୍ଘୁଛି କେନାଲ: ସତ ହେଲା ଆଶଙ୍କା

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟ ପାଇଁ କରାଯାଇଥିବା କାର୍ଯ୍ୟ)ନିର୍ମାଣରେ ହୋଇଥିବା ଅନିୟମିତତା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ମଙ୍ଗଳବାର…

ଜିମ୍ବାୱେରେ ମିଳିଲା ୨୧ କୋଟି ବର୍ଷ ପୁରୁଣା ଡାଇନୋସର କଙ୍କାଳ

ହାରାରେ, ୩୦ା୭ (ଏଜେନ୍ସି): ଜିମ୍ବାଓ୍ବେରେ ୨୧ କୋଟି (୨୧୦ ନିୟୁତ) ବର୍ଷ ପୁରୁଣା ନୂତନ ପ୍ରଜାତିର ଡାଇନୋସର କଙ୍କାଳ ଆବିଷ୍କୃତ ହୋଇଛି। ଏହି ପ୍ରାଚୀନ ଆବିଷ୍କାର ପୃଥିବୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri