ଓସାମାଙ୍କ ପୁଅ ହମ୍‌ଜା ନିହତ

ଓ୍ବାଶିଂଟନ,୧୫।୯: ଅଲ୍‌-କାଏଦାର ପ୍ରତିଷ୍ଠାତା ଓସାମା ବିନ ଲାଡେନଙ୍କ ପୁଅ ହମ୍‌ଜା ନିହତ ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଶନିବାର ସ୍ପଷ୍ଟ କରିଛନ୍ତି। ପାକ୍‌-ଆଫଗାନିସ୍ତାନ ସୀମାରେ ଆତଙ୍କବାଦ ନିରୋଧୀ ଅଭିଯାନ ବେଳେ ହମ୍‌ଜା ନିହତ ହୋଇଥିଲେ। ଫଳରେ ଅଲ୍‌ କାଏଦା ଜଣେ ଗୁରୁତ୍ୱପୂର୍ଣ୍ଣ ନେତାଙ୍କୁ ହରାଇଛି ବୋଲି ହ୍ବାଇଟ୍‌ ହାଉସ ପକ୍ଷରୁ କୁହାଯାଇଛି। ହାମ୍‌ଜା ବିନ୍‌ ଲାଡେନ ନିହତ ହୋଇଥିବା ନେଇ ଗୋଇନ୍ଦା ଅଧିକାରୀଙ୍କ ସୂଚନାକ୍ରମେ ଅଗଷ୍ଟରେ ଆମେରିକା ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଥିଲା। ଦୁଇବର୍ଷ ପୂର୍ବେ ଆମେରିକାର ଆତଙ୍କ ନିରୋଧୀ କାର୍ଯ୍ୟାନୁଷ୍ଠାନରେ ହମ୍‌ଜା ମରିଥିବା ନେଇ ପରରାଷ୍ଟ୍ର ସଚିବ ମାର୍କ ଏସ୍‌ପର ମଧ୍ୟ ଗତମାସରେ ସୂଚନା ଦେଇଥିଲେ। ହମ୍‌ଜା ହେଉଛନ୍ତି ଓସାମାଙ୍କ ତୃତୀୟ ସ୍ତ୍ରୀଙ୍କ ପୁଅ।


All Right Reserved By Dharitri.Com

ଆଇସ୍‌ ଏଜ୍‌ ସମୟର ୪୬ ହଜାର ବର୍ଷ ତଳର ପକ୍ଷୀ ଅବଶେଷର ମିଳିଲା ସନ୍ଧାନ

ସାଇବେରିଆ,୨୨।୨: ସମ୍ପ୍ରତି ସାଇବେରିଆରୁ ଆଇସ୍‌ ଏଜ୍‌ ସମୟର ପକ୍ଷୀ ଅବଶେଷର ସନ୍ଧାନ ମିଳିଛି। ଏହା ୪୬ ହଜାର ବର୍ଷ ତଳର ବୋଲି ଗବେଷକ କହିଛନ୍ତି। ଏହା...

ଇରାନ ଉପରେ କଠୋର କଟକଣା

ଓ୍ବାଶିଂଟନ,୯ା୧: ଇରାନ ଉପରେ ଆମେରିକା ପୂର୍ବରୁ କେତେକ କଟକଣା ଜାରି କରିଥିବାବେଳେ ବୁଧବାର ରାତିରେ ଆହୁରି କେତୋଟି କଠୋର କଟକଣା ଲାଗୁ କରିବା ପାଇଁ ଘୋଷଣା...

ପ୍ରବଳ ଗରମ ସହି ନ ପାରି ବିନା ପୋଷାକ ସ୍କୁଟି ଚଳାଇଲେ ଜର୍ମାନୀ ନାଗରିକ: ଭିଡ଼ିଓ ଭାଇରାଲ

ବର୍ଲିନ୍‌,୩୦।୬: ପ୍ରବଳ ଗରମ ସହି ନ ପାରି ଜଣେ ନର୍ମାନୀ ନାଗରିକ ରାସ୍ତାରେ ବିନା ପୋଷାକରେ ସ୍କୁଟି ଚଳାଉଥିବା ଭିଡ଼ିଓ ଏବେ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ...

ଗ୍ଲୋବାଲ ଓ୍ବାର୍ମିଂର ପ୍ରଭାବ: ଅଣ୍ଟାର୍କଟିକାରେ ଧ୍ୱଂସ ହେବାରେ ଲାଗିଛି ପେଙ୍ଗୁଇନ୍‌ ଆଶ୍ରୟ ସ୍ଥଳ

ଓ୍ବାଶିଂଟନ,୨୭।୪: ଗ୍ଲୋବାଲ ଓ୍ବାର୍ମିଂର ପ୍ରଭାବରେ ଜଳଜୀବ ପ୍ରଜାତି ସମେତ ପେଙ୍ଗୁଇନ୍‌ ବଂଶ ଏବେ ବିଳୁପ୍ତି ଦ୍ୱାରା ଦେଶରେ ପହଞ୍ଚିଛି। ଇତିମଧ୍ୟରେ କେତେକ ପ୍ରଜାତିର ଜଳଜୀବ ଏବଂ...

ଆମେରିକା ପ୍ରତିବନ୍ଧକ ବିରୋଧରେ ଲଢ଼ିବାକୁ ସଂକଳ୍ପ ନେଲେ କିମ୍‌

ସିଓଲ,୧୬।୧୦: ଆମେରିକା ଲଗାଇଥିବା ପ୍ରତିବନ୍ଧକ ବିରୋଧରେ ଲଢ଼ିବାକୁ ସଂକଳ୍ପ ନେଇଛନ୍ତି ଉତ୍ତର କୋରିଆନ ନେତା କିମ୍‌ ଜଙ୍ଗ ଅନ୍‌। ସଂକଳ୍ପ ନେବା ସହ ପ୍ରତିବନ୍ଧକ ଯୋଗୁ...

ବର୍ଷରେ ୮ ମାସ ପାଣିରେ ବୁଡ଼ି ରହେ ଗାଁ: ବୋଟ୍‌ ସ୍କୁଲରେ ପଢ଼ନ୍ତି ଛାତ୍ରୀଛାତ୍ର

ଢ଼ାକା,୨୪।୨: ଉତ୍ତରପୂର୍ବ ବାଂଲାଦେଶରେ ରହିଛି ହାଉର ଗାଁ। ଏହି ଗାଁଟି ବର୍ଷରେ ୮ମାସ ପାଣିରେ ବୁଡ଼ି ରୁହେ। ତେଣୁ ପିଲାଙ୍କ ପଢ଼ିବା ପାଇଁ ବୋଟ୍‌ରେ ସ୍କୁଲର...

ବଦଳିବ ଇଣ୍ଡୋନେସିଆର ରାଜଧାନୀ

ଜାକର୍ତ୍ତା,୯।୮: ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତା ବଦଳରେ ବୋର୍ଣ୍ଣିଓ ଦ୍ୱୀପକୁ ଉଠାଇ ନିଆଯିବା ପାଇଁ ଯୋଜନା ଚାଲିଛି ବୋଲି ରାଷ୍ଟ୍ରପତି ଜୋକୋ ୱିଡୋଡୋ ସୂଚନା ଦେଇଛନ୍ତି। ଏହା...

ହ୍ବାଇଟ ହାଉସ ପହଞ୍ଚିଲା କରୋନା

ଓ୍ବାଶିଂଟନ,୯।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କରୋନା ସଂକ୍ରମଣର ଶେଷ ପର୍ଯ୍ୟାୟକୁ ଅପେକ୍ଷା ରଖିଛନ୍ତି। ଯେତେଶୀଘ୍ର କରୋନାର ପ୍ରକୋପ କମ୍‌ ହେବ ସେତେଶୀଘ୍ର ସେ ଲକ୍‌ଡାଉନ...

Leave a comment

Your email address will not be published. Required fields are marked *