Posted inଜାତୀୟ

ଗରିବଙ୍କୁ ମାଗଣା ଇଡ୍‌ଲି ପରସୁଛନ୍ତି ୭୦ ବର୍ଷୀୟା ବୃଦ୍ଧା

ଚେନ୍ନାଇ,୧୫।୯: ତାମିଲନାଡୁ ରାମେଶ୍ୱରମର ଅଗ୍ନି ତୀର୍ଥମଠାରେ ଜଣେ ୭୦ ବର୍ଷୀୟା ବୃଦ୍ଧା ଗରିବଙ୍କୁ ମାଗଣାରେ ଇଡ୍‌ଲି ଖାଇବାକୁ ଦେଇ ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ରାଣୀ ନାମକ ଏହି ବୃଦ୍ଧା ଜଣକ ରାତି ପାହିଲେ କାଠ ଚୁଲିରେ ନିଜ ହାତରେ ପ୍ରସ୍ତୁତ କରନ୍ତି ଇଡ୍‌ଲି ଆଇ ତରକାରୀ। ଆଉ ଏହାକୁ ଖାଇବାକୁ ତାଙ୍କ ଦୋକାନରେ ଭିଡ ମଧ୍ୟ ଲାଗିଥାଏ। ସେ କୁହନ୍ତି ଇଡ୍‌ଲି ଗୋଟିଏ ପ୍ଲେଟର ଦାମ୍‌ ରଖାଯାଇଛି ୩୦ଟଙ୍କା। ହେଲେ ଯିଏ ଟଙ୍କା ଦେଇ ନ ପାରିଲେ ସେମାନଙ୍କୁ ଏହା ମାଗଣାରେ ଯୋଗାଇ ଦିଆଯାଇଥାଏ।


All Right Reserved By

୫ ଲକ୍ଷ ଫଲୋଅର୍ସ ଥିବା ଟିକ୍‌ଟକ୍‌ ସେଲିବ୍ରିଟିଙ୍କୁ ହତ୍ୟା

ନୂଆଦିଲ୍ଲୀ, ୨୨।୫: ଦିଲ୍ଲୀର ନଜଫଗଡରେ ଜଣେ ଟିକ୍‌ଟକ୍‌ ସେଲିବ୍ରିଟିଙ୍କୁ ଗୁଳି ମାରି ହତ୍ୟା କରାଯାଇଛି। ମୃତକଙ୍କ ଜଣଙ୍କ ହେଲେ ମୋହିତ। ପେଶାରେ ସେ ଜଣେ ଜିମ୍‌...

୨୨ ବର୍ଷ ତଳର ବିବାହ ସମୟର ଫଟୋ ଶେୟାର କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୭।୭: ଏବେ ସୋସିଆଲ୍‌ ମିଡ଼ିଆରେ କେତେକ ଶାଢ଼ି ପିନ୍ଧିଥିବା ଫଟୋ ଶେୟାର କରୁଛନ୍ତି। ଏଥିରୁ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ ବାଦ୍‌...

ଆଇସିୟୁରୁ ବାହାରିଲେ ଉନ୍ନାଓ ବଳାତ୍କାର ପୀଡିତା

ନୂଆଦିଲ୍ଲୀ,୧।୯: ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ଚିକିତ୍ସାଧୀନ ଥିବା ଉନ୍ନାଓ ବଳାତ୍କାର ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡିଛି। ଏବେ ତାଙ୍କୁ...

ହାତକାଟି ପ୍ରେମିକାଙ୍କ ମୁଣ୍ଡରେ ଲଗାଇଲେ ରକ୍ତସିନ୍ଦୁର, ସେଲ୍ଫି ନେବା ପରେ କଲେ ହତ୍ୟା

ପୁଣେ, ୨୧।୭: ମହାରାଷ୍ଟ୍ର କଲ୍ୟାଣ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତି ହାତକାଟି ନିଜ ପ୍ରେମିକାଙ୍କ ମୁଣ୍ଡରେ ରକ୍ତସିନ୍ଦୁର ଲଗାଇ ସେଲ୍ଫି ନେବା...

ଜମ୍ମୁରୁ ହଟିଲା ୧୪୪ ଧାରା: କଶ୍ମୀରରେ ରହିବ ଜାରି; ସୂଚନା ଦେଲେ ଏଡିଜି

ଶ୍ରୀନଗର,୧୪।୮: ଜମ୍ମୁରୁ ୧୪୪ ଧାରା ସହିତ ଅନ୍ୟ ପ୍ରତିବନ୍ଧକ ହଟାଇ ନିଆଯାଇଛି। ତେବେ କଶ୍ମୀରରେ ଏହା ପୂର୍ବବତ୍‌ ଜାରି ରହିବ। ସ୍ଥିିତିରେ ସୁଧାର ହେଲେ କିଛି...

ପିଓକେରେ ଭାରତୀୟ ସେନାର ମିନି ସର୍ଜିକାଲ ଷ୍ଟ୍ରାଇକ୍‌: ଧ୍ୱଂସ ହେଲା ଆତଙ୍କବାଦୀ ଶିବିର

ଶ୍ରୀନଗର,୨୦।୧୦: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ରବିବାର ଭାରତୀୟ ସେନା ପକ୍ଷରୁ ମିନି ସର୍ଜିକାଲ୍‌ ଷ୍ଟ୍ରାଇକ୍‌ କରାଯାଇଛି। ଜମ୍ମୁ-କଶ୍ମୀର କୁପଓ୍ବାରାର ତଙ୍ଗଧାର୍‌ ପାକିସ୍ତାନ ଆର୍ମି ଦ୍ୱାରା ଅନୁପ୍ରବେଶ...

ପ୍ରତୀକ୍ଷାର ଅନ୍ତ: ଜୁଲାଇ ୧୫ରେ ଲଞ୍ଚ୍‌ ହେବ ଚନ୍ଦ୍ରଯାନ-୨

ବେଙ୍ଗାଲୁରୁ, ୧୨।୬: ଜୁଲାଇ ୧୫ ତାରିଖରେ ଚନ୍ଦ୍ରଯାନ-୨ ଲଞ୍ଚ କରାଯିବ ବୋଲି ଭାରତୀୟ ଗବେଷଣା କେନ୍ଦ୍ର(ଇସ୍ରୋ) ପକ୍ଷରୁ ଘୋଷଣା କରାଯାଇଛି। ଗତ ୧୦ବର୍ଷ ଭିତରେ ଦ୍ୱିତୀୟଥର...

ମହାଗୁନ ବିଲଡର ଅଫିସରେ ଡକାୟତି, ୬ଶହ କେଜି ଟ୍ରେଜେରୀକୁ ଉଠାଇନେଲେ ଦୁର୍ବୃତ୍ତ

ନୂଆଦିଲ୍ଲୀ,୨୯।୪: ନୂଆଦିଲ୍ଲୀର ଗ୍ରେଟର ନୋଏଡା ସେକ୍ଟରରେ ଥିବା ମହାଗୁନ ବିଲଡର ଅଫିସରେ ଡକାୟତି ହୋଇଛି। ଶନିବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ କାନ୍ଥ ଡେଇଁ ଅଫିସ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *