ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ସ୍ଥାନାନ୍ତରକୁ ବିରୋଧ: ଧାରଣାରେ ବସିଲେ ୪ ପଞ୍ଚାୟତର ଗ୍ରାମବାସୀ

ବାହାନଗା,୧୫।୯(ଡି.ଏନ୍‌.ଏ.): ବାଲେଶ୍ବର ଜଲା ବାହାନଗା ବ୍ଲକ ଅଞ୍ଜି ଗ୍ରାମରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କକୁ ଅନ୍ୟତ୍ର ସ୍ଥାନାନ୍ତର ନେଇ ରବିବାର ୪ ଟି ପଞ୍ଚାୟତର ଗ୍ରାମବାସୀ ବ୍ୟାଙ୍କ ସମ୍ମୁଖ ଅଞ୍ଜି-ଖରାସ୍ତାପୁର ରାସ୍ତାରେ ଧାରଣାରେ ବସିଛନ୍ତି।
ସୂଚନାଯୋଗ୍ୟ, ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖାକୁ ଅନ୍ୟତ୍ର ସ୍ଥାନାନ୍ତର ହେବା ନେଇ ଗ୍ରାମବାସୀ ଖବର ପାଇଥିଲେ। ଏ ନେଇ ସେମାନେ ରାସ୍ତା ଅବରୋଧ କରି ଧାରଣାରେ ବସିଛନ୍ତି। ଏହା ସହ ଶାଖା ପରିଚାଳକଙ୍କ ବିରୋଧରେ ସ୍ବର ଉତ୍ତୋଳନ କରି ତାଙ୍କୁ ଅନ୍ୟତ୍ର ବଦଳି କରିବାକୁ ଦାବି କରିଛନ୍ତି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ସୋରର ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି।


All Right Reserved By Dharitri.Com

୬ ଫୁଟ ଲମ୍ବର ବୋଡ଼ା ଉଦ୍ଧାର

ଠାକୁରମୁଣ୍ଡା,୧୮ା୯(ଡି.ଏନ୍‌.ଏ.)- ଠାକୁରମୁଣ୍ଡା ବ୍ଲକ ଅନ୍ତର୍ଗତ ଚମ୍ପାଝର ଗ୍ରାମରୁ ମଙ୍ଗଳବାର ସକାଳୁ ଏକ ୬ ଫୁଟ ଲମ୍ବର ବୋଡା ସାପ ଉଦ୍ଧାର ହୋଇଛି। ଗ୍ରାମର ଗଙ୍ଗାଧର ମହାନ୍ତଙ୍କ...

ଜମ୍ଭୀରା ପ୍ରକଳ୍ପର ସମୀକ୍ଷା କଲେ ସରୋଜିନୀ, କାର୍ଯ୍ୟ ଶେଷ କରିବା ଉପରେ ଗୁରୁତ୍ୱ

ବାରିପଦା ଅଫିସ,୩୧ା୮-ବାରିପଦା ସହରର ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସଭା ସଦସ୍ୟା ସରୋଜିନୀ ହେମ୍ବ୍ରମ ଜମ୍ଭୀରା ଜଳ ପ୍ରକଳ୍ପର ଅଗ୍ରଗତି କାର୍ଯ୍ୟ ସମୀକ୍ଷା...

ଗଛ ଲଗାଇ ସଚେତନତା ବାର୍ତ୍ତା

ଭଦ୍ରକ ଅଫିସ, ୨୭।୮- ଗଛବୃଚ୍ଛ ନ ରହିଲେ ପରିବେଶ ଉଜୁଡ଼ି ଯିବ। ୧୯୯୯ ମହାବାତ୍ୟାରେ ବହୁ ସଂଖ୍ୟାରେ ଗଛ ଭାଙ୍ଗି ପଡ଼ିବା ପରେ ବୃକ୍ଷରୋପଣକୁ ନିଜ...

ପୋଲିସ ଜାଲରେ ନକଲୀ ମାଓବାଦୀ ଗ୍ୟାଙ୍ଗ: ବନ ଅଧିକାରୀଙ୍କ ସମେତ ୨ ଭାଇଗିରଫ

ବରଗଡ଼ ଅଫିସ୍‌,୧୪।୭: ବରଗଡ଼ ଜିଲା ଭଟଲି ପୋଲିସ ହାତରେ ରବିବାର ନକଲୀ ମାଓବାଦୀ ଗ୍ୟାଙ୍ଗ ଧରାପଡ଼ିଛନ୍ତି । ପୋଲିସ ଉକ୍ତ ଗ୍ୟାଙ୍ଗର ୩ ଅଭିଯୁକ୍ତଙ୍କୁ ଗିରଫ...

କଳାହାଣ୍ଡି ଏମ୍‌ପିଙ୍କ ଗୋଲାମୁଣ୍ଡା ବ୍ଲକ ଗସ୍ତ

ଗୋଲାମୁଣ୍ଡା,୨୧।୮(ଡି.ଏନ.ଏ.): କଳାହାଣ୍ଡି ଏମ୍‌ପି ତଥା ରାଜ୍ୟ ଭାଜପା ସଭାପତି ବସନ୍ତ ପଣ୍ଡା ବୁଧବାର ଗୋଲାମୁଣ୍ଡା ବ୍ଲକ ଗସ୍ତ କରିଛନ୍ତି । ଏହି ଅବସରରେ ଗୋଲାମୁଣ୍ଡା ସଭା...

ଗାନ୍ଧିଜୀଙ୍କ ମୃତ୍ୟୁକୁ ନେଇ ପ୍ରକାଶିତ ଭୁଲତଥ୍ୟ ପ୍ରତିବାଦରେ ବିକ୍ଷୋଭ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

କଣ୍ଟାପଡା,୧୬।୧୧(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ଓଡ଼ିଆ ପତ୍ରିକା ‘ଆମ ବାପୁଜୀ ଏକ ଝଲକ’ରେ ଗାନ୍ଧିଜୀଙ୍କ ମୃତ୍ୟକୁ ଆକସ୍ମିକ ବୋଲି...

ଦିନକର କାହାଣୀ :ସଭିଏ ଲାଗନ୍ତି ଆପଣାର

ବାହାନଗା, ୧୬।୭(ଡି.ଏନ.ଏ.)-ଏକାକୀ ଚାଲିବାର ସଂକଳ୍ପ ନେଇ ଜୀବନରେ କର୍ମପ୍ରବଣତାକୁ ଆଦରି ନେଇଛନ୍ତି କାଳେନ୍ଦ୍ରୀ ମାଝି (୪୪)। ସରଳ, ସାଦାସିଧା ଓ ମେଳାପି ସ୍ବଭାବର ହୋଇଥିବାରୁ ସମସ୍ତେ...

ଆମ୍ବୁଲାନ୍ସ ଚକା ଖରାପ ଯୋଗୁ ଅଧଘଣ୍ଟା ବିଳମ୍ବରେ ଡାକ୍ତରଖାନାରେ ପହଞ୍ଚିଲେ ରୋଗୀ

ମୁନିଗୁଡ଼ା,୩।୧୧(ଡି.ଏନ.ଏ.): ୧୦୮ ଆମ୍ବୁଲାନ୍ସକୁ ନେଇ ରାୟଗଡା ଜିଲାରେ ଅନେକ ଥର ଅବ୍ୟବସ୍ଥା ଦେଖା ଦେଇଥିବା ବେଳେ ରବିବାର ପୁଣି ଏକ ଚିତ୍ର ସାମ୍ନାକୁ ଆସିଛି ।...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *