ଓଲଟିଲା ମାଛ ବୋଝେଇ ଟ୍ରକ୍‌

ଟାଙ୍ଗୀ(ଖୋର୍ଦ୍ଧା),୨୨ା୫(ଡି.ଏନ.ଏ.)-୧୬ ନଂ ଜାତୀୟ ରାଜପଥ ଚମ୍ପାଗଡ଼ଠାରେ ମଙ୍ଗଳବାର ଏକ ମାଛ ବୋଝେଇ ଟ୍ରକ୍‌ ଓଲଟି ପଡ଼ିଛି । ତେବେ ଦୁର୍ଘଟଣାରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି। ବିପରିତ ଦିଗରୁ ଆସୁ
ଥିବା ଭ୍ୟାନ୍‌ ସହ ଟ୍ରକ୍‌ର ଧକ୍କା ହେବା ଫଳରେ ଟ୍ରକ୍‌ଟି ଭାରସମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିଥିଲା। ତେବେ ଦୁର୍ଘଟଣା ପରେ ଭ୍ୟାନ୍‌ ଚାଳକ ଓ ଏଥିରେ ବସିଥିବା ଜନୈକ ବ୍ୟକ୍ତି ଘଟଣାସ୍ଥଳରୁ ଫେରାର୍‌ ହୋଇଯାଇଛନ୍ତି। ଚାନ୍ଦପୁର ପୋଲିସ ଦୁର୍ଘଟଣାର ତଦନ୍ତ ଜାରି ରଖିଛି ।


All Right Reserved By Dharitri.Com

ପୁରୁଣା ହସ୍ତଶିଳ୍ପ ଉଜ୍ଜୀବିତ ପାଇଁ ଗୁରୁତ୍ୱନିଖିଳ ଉକତ୍ଳ କଂସାରି ସମାଜର ୪୭ ତମ ଅଧିବେଶନ ଉଦ୍‌ଯାପିତ

ଖଣ୍ଡପଡା,୧୧।୬(ସ୍ବ.ପ୍ର.)-ଖଣ୍ଡପଡା ବ୍ଲକ ଅନ୍ତର୍ଗତ କଣ୍ଟିଲୋ କଲ୍ୟାଣ ମଣ୍ଡପଠାରେ ଗତ ଶନିବାରଠାରୁ ଆରମ୍ଭ ହୋଇଥିବା ନିଖିଳ ଉକତ୍ଳ କଂସାରି ସମାଜ କେନ୍ଦ୍ରାଞ୍ଚଳ ଶାଖାର ୪୭ ତମ ବାର୍ଷିକ...

ନୟାଗଡ଼ର ୪ ବିଧାନସଭାରେ ବିଜେଡି ଆଗୁଆ

ନୟାଗଡ ଅଫିସ,୨୩ା୫- ନୟାଗଡ଼ ଜିଲାର ୪ ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀମାନେ ସେମାନଙ୍କ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ଆଗରେ ଅଛନ୍ତି। ୧୦ ରାଉଣ୍ଡ ଗଣତି ପରେ ନୟାଗଡ଼ ନିର୍ବାଚନମଣ୍ଡଳୀରେ ବିଜେଡି...

ପାଟକୁରା ନିର୍ବାଚନ ଫଳାଫଳ: ପ୍ରଥମ ରାଉଣ୍ଡରେ ବିଜେଡି ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ଗତ ସାଧାରଣ ନିର୍ବାଚନରେ ସ୍ଥଗିତ ରହିଥିବା ପାଟକୁରା ବିଧାନସଭା ଆସନର ଭୋଟ ଗ୍ରହଣ ଗତ ୨୦ ତାରିଖରେ ହୋଇଥିଲା। କେନ୍ଦ୍ରାପଡ଼ା ସ୍ବଂୟ...

ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର : ବିଭିନ୍ନ ସମସ୍ୟା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଧର୍ମଶାଳା,୮ା୬(ଡି.ଏନ.ଏ.)- ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ଧରି ଡାକ୍ତର ପଦବୀ ଖାଲି ପଡିଥିବାବେଳେ ଜନଅସନ୍ତୋଷ ଦେଖାଦେଇଛି। ଏ ନେଇ ଧର୍ମଶାଳାର ପୂର୍ବତନ ବିଧାୟକ ରବି ଲାବଣ୍ୟ...

ଗାଁ ମାଟିରୁ ଅର୍ଥ ସାଉଁଟୁଛନ୍ତି ନଡିଆ ତୋଳାଳୀ ବୈକୁଣ୍ଠ

ଓଡ଼ଗାଁ ,୨୩।୭(ଆଦର୍ଶ କୁମାର ପଟ୍ଟନାୟକ)-ଗ୍ରାମର ଅନ୍ୟମାନଙ୍କ ଭଳି ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଇ ରୋଜଗାର କରିବାକୁ ଉଚିତ ମନେ କଲେନି ସେ। ଗଁାରେ ରହି...

ରଜ ମହୋତ୍ସବ ଉଦ୍‌ଯାପିତ

ବରୀ/ରତ୍ନଗିରି,୧୬।୬(ସ୍ବ.ପ୍ର./ଡି.ଏନ୍‌.ଏ.)- ଆଧୁନିକ ଚାକଚକ୍ୟରେ ଐତିହ୍ୟ, ସଂସ୍କୃତି, ପରମ୍ପରା, ସାହିତ୍ୟକଳା, ଲୋକଗୀତ ଓ ଭାଇଚାରା ହଜିଯାଉଛି। ଏସବୁ ଫେରିଲେ ବରୀ ହସିବା ସହ ରାଜ୍ୟ ହସିଉଠିବ ବୋଲି...

ସେବାୟତଙ୍କ ମଧ୍ୟରେ ବିବାଦ: ୪ ଦିନ ଧରି ବନ୍ଦ ରହିଥିଲା ମା’ ହରଚଣ୍ଡୀ ମନ୍ଦିର, ଦେବୋତ୍ତର ବିଭାଗ ହସ୍ତକ୍ଷେପ ପରେ ନୀତିକାନ୍ତି ଆରମ୍ଭ

ନିଶ୍ଚିନ୍ତକୋଇଲି,୧୬।୫(ସ୍ବ.ପ୍ର.): ନିଶ୍ଚିନ୍ତକୋଇଲି ବ୍ଲକ କେରିଲୋ ପଞ୍ଚାୟତ ଛପଚିକଣା ମା’ ହରଚଣ୍ଡୀଙ୍କ ପୀଠରେ ନାଜିବନ୍ତ ସେବାୟତଙ୍କ ଦୁଇ ଗୋଷ୍ଠୀ ମଧ୍ୟରେ ଅନ୍ତର୍ଦ୍ୱନ୍ଦ୍ୱକୁ କେନ୍ଦ୍ରକରି ଗତ ସୋମବାରଠାରୁ ମନ୍ଦିରରେ...

କଣ୍ଟିଲୋ: ପରିବେଶକୁ ଅଧିକ ଉତ୍ତପ୍ତ କରୁଛି ଇଟାଭାଟି, ଜନଜୀବନ ଅସ୍ତବ୍ୟସ୍ତ

ଖଣ୍ଡପଡ଼ା,୨୬ା୫(ସ୍ବ.ପ୍ର.)-ସମ୍ପ୍ରତି ଟାଣ ଖରା ସମୟରେ ଖଣ୍ଡପଡ଼ା ବ୍ଲକର କଣ୍ଟିଲୋ ଅଞ୍ଚଳରେ ଇଟାଭାଟି ସଂଖ୍ୟା ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଉଛି । ଭାଟିରୁ ନିର୍ଗତ ଧୂଆଁ ପରିବେଶକୁ...

Leave a comment

Your email address will not be published. Required fields are marked *