Posted inଜାତୀୟ

ଶରଦ ପାଓ୍ବାରଙ୍କ ପାକିସ୍ତାନ ପ୍ରେମ: କହିଲେ ପାକ୍‌କୁ ନେଇ ମୋଦି ସରକାର ମିଛ କହୁଛନ୍ତି

ନୂଆଦିଲ୍ଲୀ,୧୫।୯: ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି) ମୁଖ୍ୟ ଶରଦ ପାଓ୍ବାରଙ୍କ ପାକିସ୍ତାନ ପ୍ରେମ ଦେଖିବାକୁ ମିଳିଛି। ଶନିବାର ପାଓ୍ବାର କହିଛନ୍ତି ଶାସକ ଭାଜପା ବା ମୋଦି ସରକାର ରାଜନୈତିକ ଲାଭ ପାଇଁ ପାକିସ୍ତାନକୁ ନେଇ ମିଛ କହୁଛନ୍ତି। କାରଣ ଘଟଣା ପୁରା ଓଲଟା। ପାକିସ୍ତାନ କେବେ ବି ଭାରତକୁ ଶତ୍ରୁ ନଜରରେ ଦେଖୁନାହିଁ ବରଂ ସେ ଭାରତକୁ ବନ୍ଧୁ ଦୃଷ୍ଟିରେ ଦେଖୁଛି। ପାକିସ୍ତାନ ଗସ୍ତର ଅଭିଜ୍ଞତାରୁ ସେ ଏହା କହୁଛନ୍ତି ବୋଲି ଯୁକ୍ତି ରଖିଛନ୍ତି। କାରଣ ସେ ଯେେତେବେଳେ ପାକିସ୍ତାନ ଗସ୍ତ କରିଥିଲେ ସେତେବେଳେ ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ସେମାନେ କେବେ ବି ଭାରତ ବିରୋଧରେ କିଛି ବି ଆଲୋଚନା କରୁ ନାହାଁନ୍ତି। ବରଂ ଯେଉଁ ଭାରତୀୟମାନେ ସେମାନଙ୍କ ସମ୍ପର୍କୀୟଙ୍କ ନିକଟକୁ ପାକିସ୍ତାନ ଯାଉଛନ୍ତି ସେଠାରେ ସେମାନଙ୍କୁ ଉଚିତ୍‌ ସମ୍ମାନ ଦିଆଯାଉଛି। ଯଦିଓ ପାକିସ୍ତାନୀମାନେ ଭାରତ ଆସିପାରୁ ନାହାଁନ୍ତି ତାହା କେବଳ ଭୁଲ୍‌ ବୁଝାମଣା ବୋଲି ଶରଦ କହିଛନ୍ତି। ଅନ୍ୟପଟେ ପାକିସ୍ତାନୀଙ୍କ ପ୍ରତି ଅମାନବୀୟ ବ୍ୟବହାର ଓ ଅନ୍ୟାୟ ହେଉଥିବା ସେ ପ୍ରକାଶ କରିଛନ୍ତି।


All Right Reserved By Dharitri.Com

୧୦୫ ବର୍ଷରେ ଚତୁର୍ଥ ଶ୍ରେଣୀ ପରୀକ୍ଷା ଦେଲେ ଭାଗୀରଥି ଆମ୍ମା

ଥିରୁଭାନନ୍ତପୁରମ୍‌,୨୦।୧୧: ୧୦୫ ବର୍ଷରେ ଚତୁର୍ଥ ଶ୍ରେଣୀ ପରୀକ୍ଷା ଦେଇଛନ୍ତି ଭାଗୀରଥି ଆମ୍ମା। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। କେରଳରେ ଘଟିଛି ଏଭଳି ନିଆରା ଘଟଣା। କେରଳ...

ଆଦିତ୍ୟନାଥଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟିଂ:ହାର୍ଡ କୌରଙ୍କ ବିରୋଧରେ ଦେଶଦ୍ରୋହ ମାମଲା

ଲକ୍ଷ୍ନୌ,୨୧।୬:ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତଙ୍କ ବିରୋଧରେ ସୋସିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ପୋଷ୍ଟ କରିବା ଅଭିଯୋଗରେ ଗାୟକ ତାରଣ...

ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ୍‌: ସଂସଦ ଭବନ ସମ୍ମୁଖରେ ଦ୍ରୁତ ଗତିରେ ଅଡ଼ି କାର୍‌ କଲା ଷ୍ଟଣ୍ଟ୍‌

ନୂଆଦିଲ୍ଲୀ,୧୩।୭: ସଂସଦ ଭବନ ସମ୍ମୁଖରେ ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ୍‌ ଦେଇ ଏକ ଅଡ଼ି କାର୍‌ ଶନିବାର ଭୋର୍‌ ୪ଟାରେ ଷ୍ଟଣ୍ଟ୍‌ କରିଛି। କାରଟି ସଂସଦ ଭବନ...

ନକଲି ଆଇପିଏସ୍‌ ଅଫିସର ହୋଇ ଲୋକଙ୍କୁ ଲୁଟୁଥିବା ଦ୍ୱାଦଶ ଫେଲ୍‌ ଯୁବକ ଗିରଫ

ଜୟପୁର,୧।୬: ଜଣେ ନକଲି ଆଇପିଏସ୍‌ ଅଫିସରଙ୍କୁ ଏସଓଜି ଗିରଫ କରିଛି। ନକଲି ଆଇପିଏସ୍‌ ହୋଇ ଲୋକଙ୍କ ଲୁଟୁଥିବା ଅଭୟ ମୀଣା ଦ୍ୱାଦଶ ଫେଲ ହୋଇଥିଲେ ମଧ୍ୟ...

ବିବାହ ପାଇଁ ରାତି ୨ଟାରେ ମନ୍ଦିରରେ ପହଞ୍ଚିଥିଲେ କିରଣ ବେଦି

ନୂଆଦିଲ୍ଲୀ,୯।୬: ଦେଶର ପ୍ରଥମ ମହିଳା ଆଇପିଏସ୍‌ ଅଫିସର କିରଣ ବେଦି ରବିବାର ୭୦ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୪୯ ଜୁନ୍‌ ୯ରେ ପଞ୍ଜାବର ଅମୃତସରଠାରେ...

ମାଓବାଦୀଙ୍କ ଆଇଇଡି ବିସ୍ଫୋରଣରେ ଯବାନ ଆହତ

ବିଜାପୁର,୩୦।୮: ଛତିଶଗଡ଼ର ବିଜାପୁରରେ ଶୁକ୍ରବାର ମାଓବାଦୀଙ୍କ ଦ୍ୱାରା କରାଯାଇଥିବା ଆଇଇଡି ବସ୍ଫୋରଣରେ ଜଣେ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ(ଡିଆର୍‌ଜି)ର ଜଣେ...

ସ୍ତ୍ରୀଙ୍କ ଇଚ୍ଛାକୁ କରିବେ ପୂରଣ, ଚାକିରିରୁ ଅବସର ନେବା ଦିନ ହେଲିକପ୍ଟରରେ ଗାଁକୁ ଆସିବେ ଏହି ବ୍ୟକ୍ତି

ଗାଜିଆବାଦ୍‌,୩୦।୮: ସ୍ତ୍ରୀଙ୍କ ଇଚ୍ଛାକୁ ପୂରଣ କରିବାକୁ ଯାଇ ଚାକିରିରୁ ଅବସର ନେବା ଦିନ ହେଲିକପ୍ଟରରେ ଗାଁକୁ ଆସିବେ ଗାଜିଆବାଦ୍‌ର ଜଣେ ବ୍ୟକ୍ତି। ଏଥିପାଇଁ ଆଗୁଆ ୪ଲକ୍ଷ...

ରେଳମନ୍ତ୍ରୀଙ୍କ ଘରୁ ଚୋରି

ମୁମ୍ବାଇ,୩।୧୦: କେନ୍ଦ୍ର ରେଳ ମନ୍ତ୍ରୀ ପିୟୁଷ ଗୋଏଲଙ୍କ ଘରୁ ଚୋରି ହୋଇଯାଇଛି। ତାଙ୍କ ମୁମ୍ବାଇସ୍ଥିତ ବାସଭବନରୁ ଚୋରି ହୋଇଥିବା ସେ ପୋଲିସରେ ଅଭିଯୋଗ କରିଥିଲେ। ପୋଲିସ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *