ସାପୁଆ ନଦୀରେ ଭାସି ବୃଦ୍ଧା ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ଭାପୁର,୧୫।୯(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ସାପୁଆ ନଦୀରେ ଭାସି ଯାଇ ଜଣେ ବୃଦ୍ଧା ନିଖୋଜ ଅଛନ୍ତି। ସେ ହେଲେ ଗୋଡ଼ିସାହିର ସତୀ ଘଡେଇ (୮୩)। ରବିବାର ସକାଳେ ସତୀ ନଦୀକୁ ଗାଧୋଇବାକୁ ଯାଇ ଭାସି ଯାଇଥିଲେ। ପରିବାର ଲୋକେ ୨ ଘଣ୍ଟା ଧରି ନଦୀରେ ଖୋଜାଖୋଜି କରିବା ପରେ ଭାପୁର ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।


All Right Reserved By Dharitri.Com

ବିପଦସଙ୍କୁଳ ଅବସ୍ଥାରେ ଟ୍ରାନ୍ସଫର୍ମର : ଅଭିଯୋଗ ସତ୍ତ୍ୱେ ଧ୍ୟାନ ଦେଉନାହାନ୍ତି ଅଧିକାରୀ

କେସିଙ୍ଗା,୧୨।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ରେଲ୍‌ଓ୍ବେ ଗେଟ୍‌ ନିକଟରେ ୧୦୦ କେଭି ବିଶିଷ୍ଟ ବିଦ୍ୟୁତ୍‌ ଟାନ୍ସଫର୍ମର ସ୍ଥାପନ କରାଯାଇଛି। ଜାତୀୟ ରାଜପଥର ପୂର୍ବ ଦିଗରେ...

ନିଲମ୍ବନର ପ୍ରତିବାଦ: ଗୁରୁଦିବସରେ ଆତ୍ମ ଉତ୍ସର୍ଗ କରିବେ ଜାଗୁଳାଇପାଟଣା ବିଦ୍ୟାଳୟର ପ୍ରଧାନ ଶିକ୍ଷକ

ଖୋର୍ଦ୍ଧା ଅଫିସ, ୩।୯: ନିଲମ୍ବନର ପ୍ରତିବାଦ କରି ଗୁରୁଦିବସରେ ସର୍ବଶିକ୍ଷା ଅଭିଯାନର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ (ଡିପିସି)ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଖୋର୍ଦ୍ଧା ବ୍ଲକ ଜାଗୁଳାଇପାଟଣା ବିଦ୍ୟାଳୟର...

ଗୁଣି ଗାରେଡ଼ି ସନ୍ଦେହରେ ବାପା-ପୁଅଙ୍କୁ ହତ୍ୟା, ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

ମାଥିଲି,୨।୧୧(ଡି.ଏନ୍‌.ଏ.): ଗୁଣିଗାରେଡି ସନ୍ଦେହରେ ବାପାପୁଅଙ୍କୁ ହତ୍ୟା। ଏପରି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଉଦୁଲିବେଡ଼ା ପଞ୍ଚାୟତ ଅଧୀନ ମାଳିଗୁଡ଼ା...

କବିତା ପାଠତ୍ସୋବ, ଆଧ୍ୟାତ୍ମିକ ଆଲୋଚନାଚକ୍ର: ମାନବ ସେବା ହିଁ ମାଧବ ସେବା

ଖଡିଆଳ,୧୨।୮(ଡି.ଏନ.ଏ.) ନୂଆପଡା ଜିଲା ଖଡିଆଳ ବ୍ଲକ ଦମାପଲା ଗ୍ରାମରେ କବିତା ପାଠତ୍ସୋବ ଏବଂ ଆଧ୍ୟାତ୍ମିକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଶିକ୍ଷାବିତ ବଳଭଦ୍ର ମହାଉତିଙ୍କ ଅଧ୍ୟକ୍ଷତାରେ...

ଯୋଗାଣ ସହାୟକଙ୍କୁ ମାଡ଼, ଥାନାରେ ଏତଲା

କୁକୁଡାଖଣ୍ଡି,୧ା୧୧(ଡି.ଏନ.ଏ.)- କୁକୁଡାଖଣ୍ଡି ବ୍ଲକ କଙ୍କିଆ ପଞ୍ଚାୟତର ଯୋଗାଣ ସହାୟକଙ୍କୁ ଗ୍ରାମର ଏକ ପରିବାର ଆକ୍ରମଣ କରିଥିବା ଗୋଳନ୍ଥରା ଥାନାରେ ଅଭିଯୋଗ ହୋଇଛି। ପ୍ରକାଶ ଯେ, କଙ୍କିଆ...

ମଦ ଦୋକାନ ବନ୍ଦ ଲାଗି ଅଣ୍ଟା ଭିଡିଲେ ମହିଳା

ଆସିକା,୧୭।୫(ଡି.ଏନ୍‌.ଏ.)- ଆସିକା ବ୍ଲକ ହରିଡାପଦର ଗ୍ରାମର ଅସବର୍ଣ୍ଣ ବସ୍ତିରେ ଏକ ଚୋରା ମଦ ଦୋକାନକୁ କେନ୍ଦ୍ର କରି ଶୁକ୍ରବାର ସମ୍ପୃକ୍ତ ବସ୍ତିରେ ତୀବ୍ର ଉତ୍ତେଜନା ପ୍ରକାଶ...

ବଟି ମାଗି ଯୁବକ ଗିରଫ:ବାଇକ ଜବତ

ବଡ଼ସାହି,୨୭ା୭(ସ୍ବ.ପ୍ର)- ଦୋକାନୀଙ୍କୁ ବଟି ମାଗିବା ଅଭିଯୋଗରେ ବଡ଼ସାହି ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି ା ଅଭିଯୁକ୍ତ ଜଣଙ୍କ ହେଲେ...

ବିପଜ୍ଜନକ ଅବସ୍ଥାରେ ଘାଟି ରାସ୍ତା

ପାରଳାଖେମୁଣ୍ଡି, ୬ା୬ (ସ୍ବ.ପ୍ର.) – ଗଜପତି ଜିଲା ଗୁମ୍ମା ବ୍ଲକ ନାମନଗଡ଼ରୁ ଅଜୟଗଡ଼ ଦୀର୍ଘ ୧୦କିମି ଘାଟି ରାସ୍ତା ଧୋଇ ହୋଇ ଏବେ ବିପଜ୍ଜନକ ଅବସ୍ଥାରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *