ରେଙ୍ଗାଳି ଡ୍ୟାମ୍‌ରୁ ପ୍ରତି ସେକେଣ୍ଡକୁ ୨,୧୨୬ ଘନ ମିଟର ବନ୍ୟାଜଳ ନିଷ୍କାସିତ

କଣିହାଁ,୧୫।୯(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁସ୍ଥିତ ରେଙ୍ଗାଳି ଡ୍ୟାମ୍‌ରୁ ରବିବାର ସକାଳ ୯ ଟାରେ ବନ୍ୟାଜଳ ନିଷ୍କାସିତ ହୋଇଛି। ୭ ନମ୍ବର ଗେଟ୍‌ ଓ ପାଓ୍ବାର ହାଉସ୍‌ ଦ୍ୱାରା ପ୍ରତି ସେକେଣ୍ଡକୁ ୨,୧୨୬ ଘନ ମିଟର ଜଳ ନିଷ୍କାସିତ ହେଉଥିବା ବେଳେ ପ୍ରତି ସେକେଣ୍ଡରେ ୧୪୩୦ ଘନ ମିଟର ଜଳ ପ୍ରବେଶ କରୁଛି। ନିର୍ବାହୀ ଯନ୍ତ୍ରୀ, ରେଙ୍ଗାଳି ବନ୍ଧ ଖଣ୍ଡ ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କ ଉପସ୍ଥିତିରେ ଏହି ନିଷ୍କାସନ ହୋଇଛି। ତେବେ ବର୍ତ୍ତମାନ ରେଙ୍ଗାଳି ଜଳଭଣ୍ଡାରରେ ଜଳସ୍ତର ୧୨୩.୩୩ ମିଟର ରହିଥିବା ବେଳେ ଏହାର ସମ୍ପୂର୍ଣ୍ଣ ଜଳଧାରଣ କ୍ଷମତା ୧୨୩.୫୦ ମିଟର ଥିବା ସୂଚନା ମିଳିଛି।


All Right Reserved By Dharitri.Com

ରାସ୍ତାକଡ଼ରେ ଡିମିରି ଫଳର ପସରା

କେନ୍ଦୁଝର,୨୮।୫(ସ୍ବ.ପ୍ର.)-ବନବାସୀ ବର୍ଷ ତମାମ ଜଙ୍ଗଲ ଉପରେ ନିର୍ଭର କରି ବିଭିନ୍ନ ପ୍ରକାରର ଫଳମୂଳ ଓ କୋଳି ଆଦି ସଂଗ୍ରହ କରିଥାନ୍ତି। ଖରାଦିନେ ଗଛରେ ଡିମିରି ଫଳ...

ପରଶାନକେ ଦୁଖିନୀ ମା’ର ଆକୁଲ ନିବେଦନ:ରାଜ୍‌ର ଉଚ ଚିକିତ୍ସାରେ ଟଁକା ବାଧକ୍‌

କଲମପୁର,୧୯।୭ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ମଣ୍ଡଳ ପଁଚେତ୍‌ ଅଧୀନ ଭାଟିଗଁାର ନିସାହା ବିଧବା ମରୁଆ ଝାଙ୍କର(୪୬)କଁର ସାନ ପୁଓ ରାଜ ଝାଙ୍କର(୬)। କେହେନ୍‌ସି...

ଗୋପାଳପୁର ବେଳାଭୂମି ରାସ୍ତାରୁ ଜବରଦଖଲ ଉଚ୍ଛେଦ

ଗୋପାଳପୁର,୧୬।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମି ରାସ୍ତାକୁ ଦୀର୍ଘବର୍ଷ ଧରି ଜବରଦଖଲକାରୀ କବ୍‌ଜାରେ ରଖିଥିଲେ। ଏ ନେଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବେଳାଭୂମିର ଉନ୍ନତୀକରଣ...

୫ ହଜାର ଲାଞ୍ଚ ନେବା ବେଳେ ଦର୍ପନାରାୟଣପୁର ଫରେଷ୍ଟର, ଓ୍ବାଚ୍‌ର୍‌ ଭିଜିଲାନ୍ସ ଦ୍ୱାରା ଗିରଫ

ରଣପୁର,୨୩ ।୧୦(ସ୍ବ.ପ୍ର.)-ଜଙ୍ଗଲରୁ ଜାଳେଣି କାଠ ବିକ୍ରି ପାଇଁ ଲାଞ୍ଚ ନେଉଥିବାବେଳେ ନୟାଗଡ ବନଖଣ୍ଡ ପଞ୍ଚରିଡା ରେଞ୍ଜ ଦର୍ପନାରାୟଣପୁର ଫରେଷ୍ଟର ଆଲୋକ କୁମାର ଗୁରୁ ଓ ୱାଚର...

ବୌଦ୍ଧରେ ରଥଯାତ୍ରା ସମ୍ପନ୍ନ: ହରିଗୁଢି ରଥ ଟାଣିଲେ ମହିଳା ଭକ୍ତ

ବୌଦ୍ଧ, ୪।୭(ସ୍ବ.ପ୍ର): ବୌଦ୍ଧର ରଥଯାତ୍ରା ଗୁରୁବାର ସମ୍ପନ୍ନ ହୋଇଛି । ସକାଳେ ପ୍ରଥମେ ସୁଦର୍ଶନଙ୍କୁ ରଥାଋଢ କରିବା ପରେ ପହଣ୍ଡି ହୋଇଥିଲା। ତିନି ଠାକୁର ଗୋଟି...

ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ସ୍ତ୍ରୀ, ଜେଲ ଗଲେ ସ୍ବାମୀ

ଗଞ୍ଜାମ,୭।୭(ଡି.ଏନ.ଏ.)-ଗଞ୍ଜାମ ଥାନା ଗ୍ରାସୀମ ଇଣ୍ଡଷ୍ଟ୍ରିଜରେ କାର୍ଯ୍ୟରତ କର୍ମଚାରୀ ଅଧିକ ଯୌତୁକ ଦାବିକରି ନିଜ ସ୍ତ୍ରୀଙ୍କୁ ନିର୍ଯାତନା ଦେଉଥିବା ଅଭିଯୋଗରେ ଜେଲ ଯିବା ଘଟଣା ସ୍ଥାନୀୟ ଅଞ୍ଚଳରେ...

ବର୍ଷାରେ ଧୋଇଗଲା ପୋଲ ଉପର ରାସ୍ତା

ଦାରିଙ୍ଗବାଡ଼ି,୨୮ା୭(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ରାଇକିଆ ପୂର୍ତ୍ତବିଭାଗର ଗଦଡ଼ି ପୋଲ ରାସ୍ତା ପାର୍ଶ୍ୱ ଧୋଇଯିବା ଫଳରେ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି। ଫଳରେ ଉକ୍ତ ରାସ୍ତା ଦେଇ...

ଡେଙ୍ଗୁ ନିରାକରଣ ଚିନ୍ତା: ସଚେତନତା ଅଭିଯାନକୁ ବ୍ୟାପକ କରିବାକୁ ଗୁରୁତ୍ୱ

ସୋନପୁର,୧୯।୭(ନି.ପ୍ର.): ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଡେଙ୍ଗୁ ନିରାକରଣ ମାସ ଉପଲକ୍ଷେ ଜିଲାସ୍ତରୀୟ ସଚେତନତା ସଭା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସଭାରେ ଅଧ୍ୟକ୍ଷତା କରି...

Leave a comment

Your email address will not be published. Required fields are marked *