ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮,୫୨୦ ଆକ୍ରାନ୍ତ, ଅଛନ୍ତି ୯୩୭ ପିଲା

ଭୁବନେଶ୍ୱର,୨୩।୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮,୫୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୪,୯୪୧ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩,୫୭୯ ଲୋକାଲ କେସ୍‌ ରହିଛି । ସେହିଭଳି ୯୩୭ ପିଲା ସଂକ୍ରମିତ ଅଛନ୍ତି। ଏନେଇ ରବିବାର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨,୨୬୨ ଜଣ କରୋନା ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧୪୨, ବାଲେଶ୍ୱରରୁ ୩୪୬, ବରଗଡ଼ରୁ ୧୪୧, ଭଦ୍ରକରୁ ୧୧୨, ବଲାଙ୍ଗୀରରୁ ୨୧୭, ବୌଦ୍ଧରୁ ୮୬, କଟକରୁ ୭୮୯, ଦେଓଗଡ଼ରୁ ୭୫, ଢେଙ୍କାନାଳରୁ ୯୦, ଗଜପତିରୁ ୯୮, ଗଞ୍ଜାମରୁ ୮୮, ଜଗତସିଂହପୁରରୁ ୧୬୫, ଯାଜପୁରରୁ ୨୫୩, ଝାରସୁଗୁଡ଼ାରୁ ୧୧୮, କଳାହାଣ୍ଡିରୁ ୨୨୬, କନ୍ଧମାଳରୁ ୧୦୦, କେନ୍ଦ୍ରାପଡ଼ାରୁ ୧୩୪, କେନ୍ଦୁଝରରୁ ୧୨୬, କୋରାପୁଟରୁ ୧୫୭, ମାଲକାନଗିରିରୁ ୫୮, ମୟୁରଭଞ୍ଜରୁ ୧୮୦, ନବରଙ୍ଗପୁରରୁ ୧୯୨, ନୟାଗଡ଼ରୁ ୨୧୬, ନୂଆପଡ଼ାରୁ ୧୯୯, ପୁରୀରୁ ୧୪୯, ରାୟଗଡ଼ାରୁ ୧୮୭, ସମ୍ବଲପୁରରୁ ୧୨୭, ସୋନପୁରରୁ ୮୯, ସୁନ୍ଦରଗଡ଼ରୁ୯୩୨ ଓ ଷ୍ଟେଟ ପୁଲରୁ ୪୬୬ ଜଣ କରୋନା ଆକ୍ରାନ୍ତ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ଟିଭ୍‌ କେସ୍‌ ସଂଖ୍ୟା ୮୫,୩୨୦କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri