ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮,୫୨୦ ଆକ୍ରାନ୍ତ, ଅଛନ୍ତି ୯୩୭ ପିଲା

ଭୁବନେଶ୍ୱର,୨୩।୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮,୫୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୪,୯୪୧ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩,୫୭୯ ଲୋକାଲ କେସ୍‌ ରହିଛି । ସେହିଭଳି ୯୩୭ ପିଲା ସଂକ୍ରମିତ ଅଛନ୍ତି। ଏନେଇ ରବିବାର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨,୨୬୨ ଜଣ କରୋନା ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧୪୨, ବାଲେଶ୍ୱରରୁ ୩୪୬, ବରଗଡ଼ରୁ ୧୪୧, ଭଦ୍ରକରୁ ୧୧୨, ବଲାଙ୍ଗୀରରୁ ୨୧୭, ବୌଦ୍ଧରୁ ୮୬, କଟକରୁ ୭୮୯, ଦେଓଗଡ଼ରୁ ୭୫, ଢେଙ୍କାନାଳରୁ ୯୦, ଗଜପତିରୁ ୯୮, ଗଞ୍ଜାମରୁ ୮୮, ଜଗତସିଂହପୁରରୁ ୧୬୫, ଯାଜପୁରରୁ ୨୫୩, ଝାରସୁଗୁଡ଼ାରୁ ୧୧୮, କଳାହାଣ୍ଡିରୁ ୨୨୬, କନ୍ଧମାଳରୁ ୧୦୦, କେନ୍ଦ୍ରାପଡ଼ାରୁ ୧୩୪, କେନ୍ଦୁଝରରୁ ୧୨୬, କୋରାପୁଟରୁ ୧୫୭, ମାଲକାନଗିରିରୁ ୫୮, ମୟୁରଭଞ୍ଜରୁ ୧୮୦, ନବରଙ୍ଗପୁରରୁ ୧୯୨, ନୟାଗଡ଼ରୁ ୨୧୬, ନୂଆପଡ଼ାରୁ ୧୯୯, ପୁରୀରୁ ୧୪୯, ରାୟଗଡ଼ାରୁ ୧୮୭, ସମ୍ବଲପୁରରୁ ୧୨୭, ସୋନପୁରରୁ ୮୯, ସୁନ୍ଦରଗଡ଼ରୁ୯୩୨ ଓ ଷ୍ଟେଟ ପୁଲରୁ ୪୬୬ ଜଣ କରୋନା ଆକ୍ରାନ୍ତ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ଟିଭ୍‌ କେସ୍‌ ସଂଖ୍ୟା ୮୫,୩୨୦କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନ୍‌ମେଣ୍ଟ ଜୋନ୍‌ରୁ ହଟିଲା ପଟାପୋଲ

କଟକ ଅଫିସ୍‌,୧୩ା୪: କଟକ ସହରର ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଗତ ୪ ତାରିଖରେ ପଟାପୋଲ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା...

ଜମି ଦେବାକୁ କହି ୫୫ଲକ୍ଷ ଠକେଇ: ବିଲ୍‌ଡର୍‌ ଗିରଫ

ଭୁବନେଶ୍ୱର,୩ା୨(ବ୍ୟୁରୋ): ଜମି ଦେବାକୁ କହି ୫୫ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଶହୀଦନଗର ଥାନା ପୋଲିସ ଜଣେ ବିଲ୍ଡରଙ୍କୁ ଗିରଫ କରିଛି। ଗିରଫ ବିଲ୍ଡର ଜଣଙ୍କ ହେଲେ...

ବେଲପଡାରେ ଡବଲ ମର୍ଡର: ଗାଁରେ ଉତ୍ତେଜନା, ପୋଲିସ ମୁତୟନ

ବେଲପଡା,୧୧ା୭(ଡି.ଏନ.ଏ.)-ବଲାଙ୍ଗୀର ଜିଲା ବେଲପଡା ଥାନା ଅଧୀନ ମୁଣ୍ଡାଗଁାରେ ଏକ ଡବଲ ମର୍ଡର ଘଟଣା ଘଟିଛି ା ଟଙ୍କା ଦେଣନେଣକୁ କେନ୍ଦ୍ର କରି ଶନିବାର ଅପରାହ୍ନରେ ଏହି...

ଆରମ୍ଭରୁ ହଟ୍ଟଗୋଳ: ଶନିବାର ଯାଏ ବିଧାନସଭା ମୁଲତବୀ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଶୁକ୍ରବାର ଆରମ୍ଭ ହୋଇଛି ବିଧାନସଭା ବଜେଟ ଅଧିବେଶନ। ପ୍ରାରମ୍ଭରୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଅଭିଭାଷଣ ରଖିବା ପରେ ଶୋକ ପ୍ରସ୍ତାବ ନେଇ ଆଲୋଚନା...

‘ବିଜେଡି ଅହଂକାରୀ ହୋଇଯାଇଛି’

ଅନୁଗୋଳ ଅଫିସ,୧୫।୩ ରାଜ୍ୟରେ ବିଜେଡିର ଗୁଣ୍ଡାଗର୍ଦ୍ଦି ଓ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଲୋକଙ୍କ ଉପରେ ଜାଣିଶୁଣି ଗାଡି ଚଢ଼େଇଦେବା ଘଟଣାର ପ୍ରତିବାଦରେ ଅନୁଗୋଳ ଜିଲା...

ନୀଳାଚଳ ଅର୍ବାନ ହାଟ ପ୍ରତି ପ୍ରଶାସନର ଅଣଦେଖା: ଅସ୍ତିତ୍ୱ ହରାଉଛି ସାଢ଼େ ୩କୋଟିର ପ୍ରକଳ୍ପ

ପୁରୀ ଅଫିସ, ୨୯।୯: ଓଡ଼ିଶା ହସ୍ତଶିଳ୍ପ ଓ ହସ୍ତକଳାର ବିକାଶ ହେବ। ହସ୍ତଶିଳ୍ପୀଙ୍କ ଆର୍ଥିକ ମାନଦଣ୍ଡ ସୁଧୁରିବ। ଓଡ଼ିଶା ହସ୍ତକଳା, ହସ୍ତଶିଳ୍ପ ସାମଗ୍ରୀ ଦେଶ ବିଦେଶରେ...

୭ ଜିଲାକୁ ସୁନାମି ଭୟ

ଭୁବନେଶ୍ୱର,୩।୭(ବ୍ୟୁରୋ):ରାଜ୍ୟକୁ ବାତ୍ୟା, ବନ୍ୟା, ବଜ୍ରପାତ, ମରୁଡ଼ି ଭଳି ସୁନାମି ଆଉ ଏକ ବିପତ୍ତି ଭାବେ ଉଭାହେଲାଣି। କେଉଁ ସମୟରେ ସୁନାମି ଉପକୂଳକୁ କ୍ଷତି ପହଞ୍ଚାଇବ ତାହା...

୯ବର୍ଷ ବିତିଲା: ସରୁନି ୩୦ ଫୁଟିଆ ରାସ୍ତା କାମ

ପୁରୁଣା ଭୁବନେଶ୍ୱର, ୯ା୧(ଡି.ଏନ.ଏ.): ଭୁବନେଶ୍ୱରର କଟକ-ପୁରୀ ରାସ୍ତାରୁ ଟ୍ରାଫିକ୍‌ ସମସ୍ୟା, ଦୁର୍ଘଟଣା କମ୍‌ କରିବା ଲକ୍ଷ୍ୟ ନେଇ ୨୦୧୦ ଅକ୍ଟୋବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୟା...

Advertisement
Archives

Model This Week