ରାଜ୍ୟରେ ୮୫୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ରହିଛନ୍ତି ୧୦୦ଜଣ ପିଲା

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୫୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୯୬ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩୫୭ ଲୋକାଲ କେସ୍‌ ରହିଛି। ତେବେ ଆକ୍ରାନ୍ତଙ୍କ ମଧ୍ୟରେ ୧୦୦ଜଣ ୧୮ ବର୍ଷରୁ କମ୍‌ ବର୍ଗର। ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦,୦୦,୯୩୭କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୯୮୪୨୨୪ ସୁସ୍ଥ ହୋଇଛନ୍ତି। ୯୩୦୨ଜଣ ଆକ୍ରାନ୍ତ ଏବେ ଚିକିତ୍ସାଧୀନ ଅଛନ୍ତି। ଏନେଇ ରବିବାର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରଲୋକରେ ବିଶିଷ୍ଟ ଲେଖକ ମନୋଜ ଦାସ

ଭୁବନେଶ୍ୱର,୨୭।୪ : ବିଶିଷ୍ଟ ଲେଖକ ମନୋଜ ଦାସଙ୍କର ମଙ୍ଗଳବାର ମୃତ୍ୟୁ ଘଟିଛି। ତାଙ୍କୁ ୮୭ ବର୍ଷ ହୋଇଥିଲା। ଦୀର୍ଘ ଦିନ ହେଲା ସେ ଅସୁସ୍ଥ ଥିଲେ।...

ରାଜ୍ୟରେ ଭାଜପା-ବିଜେଡି ସରକାର ଚାଲିଛି: ତାରା

ଭୁବନେଶ୍ୱର,୩୧।୭(ବ୍ୟୁରୋ): କେନ୍ଦ୍ର ସରକାର ମଙ୍ଗଳବାର ପାର୍ଲାମେଣ୍ଟରେ ‘ତିନି ତଲାକ୍‌ ବିଲ୍‌’ ପାସ୍‌ କରିଛନ୍ତି। ଏହି ବିଲ୍‌କୁ ସମର୍ଥନ କରିବା ପାଇଁ ବିଜେଡି ହୁଇପ୍‌ ଜାରି କରିଥିଲା।...

ବନ୍ୟଜନ୍ତୁ, ପକ୍ଷୀ ପ୍ରେମରେ ପରିବାରର ୪ ସଦସ୍ୟ

ପାରାଦୀପ, ୯।୧(ସ୍ବ.ପ୍ର.): ବନ୍ୟପ୍ରାଣୀ ଓ ପକ୍ଷୀ ବହୁ ସମୟରେ ଶିକାରୀମାନଙ୍କ ଶିକାର ହେଉଥିବା ବେଳେ ସେମାନଙ୍କ ସୁରକ୍ଷା ପ୍ରତି ଲୋକେ ଯତ୍ନବାନ ହେଉନାହାନ୍ତି। ଏପରିସ୍ଥଳେ ଜଗତ୍‌ସିଂହପୁର...

କ୍ୟାପିଟାଲ ହାଇସ୍କୁଲର ୨ ଛାତ୍ରଙ୍କୁ କରୋନା

ଭୁବନେଶ୍ୱର,୯।୧୨(ବ୍ୟୁରୋ): ରାଜଧାନୀର କ୍ୟାପିଟାଲ ହାଇସ୍କୁଲର ଦୁଇ ଛାତ୍ର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଉଭୟ ଛାତ୍ର ନବମ ଶ୍ରେଣୀରେ ପାଠ ପଢୁଥିବା ନେଇ ସୂଚନା ମିଳିଛି।...

ଏସ୍‌ଓଜିର କୋମ୍ବିଂ ଅପରେଶନ୍‌: ଗନ୍ଧମାର୍ଦ୍ଧନ ପାହାଡ଼ରେ ମାଓବାଦୀ କ୍ୟାମ୍ପ ଠାବ

ଖପ୍ରାଖୋଲ, ୫।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଗନ୍ଧମାର୍ଦ୍ଧନ ପାହାଡ଼ରେ ଶନିବାର ସକାଳେ ଏସ୍‌ଓଜିର କୋମ୍ବିଂ ଅପରେଶନ୍‌ ବେଳେ ମାଓବାଦୀ କ୍ୟାମ୍ପ ଠାବ ହୋଇଛି। ପୋଲିସ...

ରିଲିଜ୍‌ ହୋଇ ପାରୁନି ନୂଆ ସିନେମା

ଭୁବନେଶ୍ୱର,୧୨।୪(ବ୍ୟୁରୋ): କରୋନା ସଂକ୍ରମଣ ସଙ୍କଟ ଭିତରେ କଲବଲ ହେଉଛି ଓଡ଼ିଆ ଚଳଚ୍ଚିତ୍ର ଜଗତ। ଗତବର୍ଷଠାରୁ ମାସ ମାସ ଧରି ଲକ୍‌ଡାଉନ୍‌ ଓ ଶଟ୍‌ ଡାଉନ୍‌ ଯୋଗୁ...

ଆଜି ବି ବିଧାନସଭା ଆରମ୍ଭରୁ ହଟ୍ଟଗୋଳ: ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ୱର,୩ା୯(ବ୍ୟୁରୋ): ଆଜି ବି ବିଧାନସଭା ଆରମ୍ଭରୁ ହଟ୍ଟଗୋଳ। ବିଧାନସଭାର ତୃତୀୟ ଦିନରେ ବିରୋଧୀଙ୍କ ହଟ୍ଟଗୋଳ ଓ ନାରାବାଜି ଯୋଗୁ ଗୃହକାର୍ଯ୍ୟ ଅଚଳ ହୋଇଛି। ଷ୍ଟାଫ୍‌ ସିଲେକ୍ସନ...

ଆଜି ଦୀପାବଳି: ପୟା ଶ୍ରାଦ୍ଧ ଲାଗି ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ ଅଫିସ,୨୭।୧୦: ପବିତ୍ର ଦୀପାବଳି ଅବସରରେ ରବିବାର ଶ୍ରୀକ୍ଷେତ୍ରରେ ପୟା ଶ୍ରାଦ୍ଧ ଦେବା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହିଛି । ବାଇଶି ପାହାଚରେ ଶ୍ରାଦ୍ଧ...

Advertisement
Archives

Model This Week