Posted inଜାତୀୟ

ବିହାରରେ ମହିଳା ଅସୁରକ୍ଷିତ: ରାବ୍ରି

ପାଟନା,୧୬।୯: ଆର୍‌ଜେଡି ନେତ୍ରୀ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବୀ କହିଛନ୍ତି ବିହାରରେ ଏବେ ମହିଳା ଅସୁରକ୍ଷିତ। କାରଣ ନୀତୀଶ ସରକାରଙ୍କ ଶାସନରେ ଏବେ ଅପରାଧୀମାନେ ସବୁ ସୀମା ଅତିକ୍ରମ କରି ସାରିଲେଣି। ସରକାର ଏମାନଙ୍କୁ ସୁରକ୍ଷା ଓ ପ୍ରୋତ୍ସାହନ ଯୋଗାଉଥିବା ସେ ଅଭିଯୋଗ କରିଛନ୍ତି। ମୁଜାଫରପୁର ସେଲ୍‌ଟର ହୋମ୍‌ ବଳାତ୍କାର ମାମଲାର ଅଭିଯୁକ୍ତ ପୁଣିଥରେ ଗଣବଳାତ୍କାର କରିବା ବିହାରର ଆଇନ ଶୃଙ୍ଖଳା ପ୍ରତି ଅଙ୍ଗଳୁି ନିର୍ଦ୍ଦେଶ କରିଛି ବୋଲି ରାବ୍ରି କହିଛନ୍ତି।


All Right Reserved By Dharitri.Com

ପ୍ରେମ ପାଇଁ ଛାଡ଼ିଲେ ବନ୍ଧୁକ: ମାଓବାଦୀ ସଂଗଠନକୁ ପଛରେ ପକାଇ କଲେ ବିବାହ

ବସ୍ତର,୨।୩: ପ୍ରେମ କୌଣସି ପ୍ରତିବନ୍ଧକ ମାନେନା। ଏହାର ସଦ୍ୟତମ ଉଦାହରଣ ସୃଷ୍ଟି କରିଛନ୍ତି ମାଓବାଦୀ ସଂଗଠନରେ କାମ କରୁଥିବା ପ୍ରେମୀଯୁଗଳ। ମାଓବାଦୀ ସଂଗଠନରେ ପ୍ରେମ ଅବା...

ଲେଉଟି ଆସିଲା ସାମୁଦ୍ରିକ ଝଡ଼ ‘ବାୟୁ’: ୪୮ ଘଣ୍ଟାରେ ଗୁଜରାଟ ଉପକୂଳ ଛୁଇଁବ

ନୂଆଦିଲ୍ଲୀ,୧୬ା୬ : ସାମୁଦ୍ରିକ ବାତ୍ୟା ‘ବାୟୁ’ ଲୁଚକାଳି ଖେଳୁଛି। ଗତ ଗୁରୁବାର ଏହା ଗୁଜରାଟ ଉପକୂଳରେ ମାଡ଼ ହେବାର ଆଶଙ୍କା ଥିବାବେଳେ ବୁଧବାର ରାତିରେ ଏହାର...

ବିରୋଧୀ ଏକତାକୁ ଝଟକା

ନୂଆଦିଲ୍ଲୀ,୨୪-୫- :ଭାଜପାକୁ କ୍ଷମତାଠାରୁ ଦୂରେଇ ରଖିବା ଲାଗି ବିରୋଧୀ ଦଳଗୁଡିକ ପକ୍ଷରୁ ଶେଷ ପର୍ଯ୍ୟନ୍ତ ଉଦ୍ୟମ ଜାରି ରହିଥିଲା। ନିର୍ବାଚନ ପୂର୍ବରୁ ବିଭିନ୍ନ ମଞ୍ଚରେ କଂଗ୍ରେସ ସମେତ...

ଭାରତକୁ ଡବ୍ଲ୍ୟୁଏଚ୍‌ଓର ପ୍ରଶଂସା

ନୂଆଦିଲ୍ଲୀ, ୧୨ା୫: ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଭାରତକୁ ପ୍ରଶଂସା କରାଯାଇଛି। ଡବ୍ଲ୍ୟୁଏଚ୍‌ଓର ମୁଖ୍ୟ ବୈଜ୍ଞାନିକ ସୌମ୍ୟା ସ୍ବାମିନାଥନ୍‌ ସୋମବାର କହିଛନ୍ତି, ବର୍ତ୍ତମାନ କରୋନା ଭାଇରସ୍‌...

୭ ଶହ ବର୍ଷ ଧରି ରାଜପୁତ୍‌ ପରିବାର ଦରଘାରେ କରୁଛନ୍ତି ସେବା: ମୁସଲମାନ୍‌ ଯୁବକ ଛଟ୍‌ ଘାଟ କରନ୍ତି ସଫା

ଇନ୍ଦୋର,୧୦।୧୧: ଭାରତବାସୀଙ୍କ ମଧ୍ୟରେ ସବୁବେଳେ ଏକତା ଏବଂ ସାମ୍ପ୍ରଦାୟିକ ସଦ୍‌ଭାବର ଦୃଷ୍ଟାନ୍ତ ଦେଖିବାକୁ ମିଳେ। ମଧ୍ୟପ୍ରଦେଶ ଇନ୍ଦୋରର ନନ୍ଦଲାଲ୍‌ପୁରା ଛକରେଥିତ୍ବା ହଜରତ୍‌ ଦୁଲ୍ଲା ସୈୟଦ୍‌ ସରକାରଙ୍କ...

ଧାରଣାରେ ବସିଥିବା ଆର୍‌ଏଲ୍‌ଏସ୍‌ପି ଅଧ୍ୟକ୍ଷଙ୍କ ବିଗଡ଼ିଲା ସ୍ବାସ୍ଥ୍ୟାବସ୍ଥା

ପାଟନା,୨୭।୧୧: ବିହାରରେ ଶିକ୍ଷା ବ୍ୟବସ୍ଥାର ଖରାପ୍‌ ସ୍ଥିତିକୁ ନେଇ ଆମରଣ ଅନଶନରେ ବସିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ରାଷ୍ଟ୍ରୀୟ ଲୋକ ସମତା ପାର୍ଟି(ଆର୍‌ଏଲ୍‌ଏସ୍‌ପି)ର ଅଧ୍ୟକ୍ଷ ଉପେନ୍ଦ୍ର...

ଜିନ୍ନା ଥିଲେ ଧର୍ମନିରପେକ୍ଷ ନେତା; କଂଗ୍ରେସ ଯୋଗୁ ହୋଇଥିଲା ଦେଶ ବିଭାଜନ

କୋଲକାତା,୨୨।୧: ଭାରତ ବିଭାଜନ ନେଇ ସୁଭାଷ ଚନ୍ଦ୍ର ବୋଷଙ୍କ ନାତି ତଥା ପଶ୍ଚିମବଙ୍ଗ ଭାଜପା ଉପାଧ୍ୟକ୍ଷ ଚନ୍ଦ୍ର କୁମାର ବୋଷ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ...

ପାର୍ଲାମେଣ୍ଟ ଶୀତ ଅଧିବେଶନ ନଭେମ୍ବର ୧୮ରୁ

ନୂଆଦିଲ୍ଲୀ,୧୭ା୧୦ (ଆଇଏଏନ୍‌ଏସ୍‌): ପାର୍ଲାମେଣ୍ଟର ଶୀତ ଅଧିବେଶନ ନଭେମ୍ବର ୧୮ରୁ ଆରମ୍ଭ ହୋଇ ଡିସେମ୍ବର ୨୩ ଯାଏ ଚାଲିବ। ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ...

Coronavirus Update


selfi corner

Archives

Model This Week

Why Dharitri

Leave a comment

Your email address will not be published. Required fields are marked *