Posted inଜାତୀୟ

ପାଶଓ୍ବାନଙ୍କ ନୀତୀଶ ପ୍ରେମ

ପାଟନା,୧୬।୯: କେନ୍ଦ୍ରମନ୍ତ୍ରୀ ରାମ ବିଳାଶ ପାଶଓ୍ବାନ ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ନେଇ ଏକ ବଡ ବୟାନ ଦେଇଛନ୍ତି। ପାଶଓ୍ବାନ କହିଛନ୍ତି ନୀତୀଶ ସେପର୍ଯ୍ୟନ୍ତ ଆମର କ୍ୟାପଟେନ ହୋଇ ରହିବେ ଯେପର୍ଯ୍ୟନ୍ତ ଭାଜପା ତା’ର ନୂଆ କ୍ୟାପଟେନକୁ ମଇଦାନକୁ ଓହ୍ଲାଇନାହିଁ। ଏବେ ପାଶଓ୍ବାନଙ୍କ ଏହି ବୟାନ ରାଜ୍ୟରେ ବଦଳୁଥିବା ରାଜନୈତିକ ସମିକରଣକୁ ଦର୍ଶାଉଛି।


All Right Reserved By

ଜେଲ୍‌ରେ ବନ୍ଦୀ ଥିବା କଏଦୀଙ୍କ ବ୍ରେନ୍‌ଓ୍ବାଶ୍‌ କରି ଜେହାଦୀ କରୁଛନ୍ତି ଆତଙ୍କବାଦୀ ସଂଗଠନ

ନୂଆଦିଲ୍ଲୀ,୨୯।୭: ଦେଶର ବିଭିନ୍ନ ଜେଲ୍‌ରେ ବନ୍ଦୀ ଥିବା ମୁସଲମାନ୍‌ ଯୁବକଙ୍କୁ ଏବେ ଆତଙ୍କବାଦୀ ସଂଗଠନ ଟାର୍ଗେଟ୍‌ କରିଛନ୍ତି। ସେମାନଙ୍କର ବ୍ରେନ୍‌ଓ୍ବାଶ୍‌ କରାଯାଇ ଜେହାଦୀ କରାଯାଉଥିବା ଭାରତୀୟ...

ଟଏଲେଟ୍‌ ସହ ସେଲଫି ନେଲେ ମିଳିବ ୫୧ ହଜାର ଟଙ୍କା

ଭୋପାଳ,୧୦।୧୦:ଘରେ ଘରେ ପାଇଖାନା ଲାଗି ସଚେତନତା ସୃଷ୍ଟି ପାଇଁ ମଧ୍ୟପ୍ରଦେଶ ସରକାର ଏକ ଅଭିନବ ଉପାୟ ଆପଣାଇଛନ୍ତି। ବିବାହ ସ୍ଥିର ହୋଇଥିବା ବର ଯଦି ପାଇଖାନାରେ...

ଆଣ୍ଟି ରୋମିଓ ସ୍କ୍ବାର୍ଡ ଗଢିବାକୁ ଚାହୁଁଛନ୍ତି ମନୋଜ

ନୂଆଦିଲ୍ଲୀ,୨୯।୬:ରାଜଧାନୀ ଦିଲ୍ଲୀରେ ଆଣ୍ଟି ରୋମିଓ ସ୍କ୍ବାର୍ଡ ଗଢିବାକୁ ଚାହୁଁଛନ୍ତି ଦିଲ୍ଲୀ ଭାଜପା ମୁଖ୍ୟ ମନୋଜ ତିଓ୍ବାରୀ। ଉତ୍ତର ପ୍ରଦେଶରେ ଯୋଗୀ ଆଦିତ୍ୟନାଥ ଯେମିତି ରୋମିଓଙ୍କୁ ପାନେ...

ଅଧ୍ୟକ୍ଷ ପଦ ଛାଡ଼ିବେ ରାହୁଲ

ନୂଆଦିଲ୍ଲୀ,୨୮ା୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ଦଳର ଶୋଚନୀୟ ପରାଜୟ ପରେ ଅଧ୍ୟକ୍ଷ ପଦରେ ରହିବାକୁ ଚାହୁଁନାହାନ୍ତି ରାହୁଲ ଗାନ୍ଧୀ। ସେ ଇସ୍ତଫା ଦେବା ଲାଗି...

ସର୍ଦ୍ଦାର ପଟେଲଙ୍କ ନାମରେ ସର୍ବୋଚ୍ଚ ନାଗରିକ ସମ୍ମାନ ଆରମ୍ଭ କରିବେ ମୋଦି

ନୂଆଦିଲ୍ଲୀ,୨୫।୯: ରାଷ୍ଟ୍ରର ଏକତା ଓ ଅଖଣ୍ଡତା କ୍ଷେତ୍ରରେ ଯୋଗଦାନ ପାଇଁ କେନ୍ଦ୍ର ସରକାର ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ନାମରେ ସର୍ବୋଚ୍ଚ ନାଗରିକ ସମ୍ମାନର ଶୁଭାରମ୍ଭ କରିଛନ୍ତି।...

ଗୋଦ୍‌ରେଜ୍‌ ପରିବାରରେ ହେବ ସମ୍ପତ୍ତି ଭାଗବଣ୍ଟା: ୨୦ ହଜାର କୋଟି ଜମି ବିବାଦ

ନୂଆଦିଲ୍ଲୀ,୨୭।୬: ଦେଶର ଜଣାଶୁଣା ଶିଳ୍ପପତି ଗୋଦ୍‌ରେଜ୍‌ ପରିବାରରେ ଖୁବ୍‌ଶୀଘ୍ର ସମ୍ପତ୍ତି ଭାଗବଣ୍ଟା କରାଯିବ। ପରିବାରରେ ୨୦ ହଜାର କୋଟି ଟଙ୍କାର ଜମି ନେଇ ବିବାଦ ସୃଷ୍ଟି...

ନିୟମ ଉଲ୍ଲଂଘନ କଲେ ପୋଲିସ ଦେବେ ୨ ଗୁଣା ଜରିମାନା

ନୂଆଦିଲ୍ଲୀ,୫।୯: ନୂଆ ମୋଟର ଯାନ ନିୟମ ଅନୁଯାୟୀ ଏବେ ସାଧାରଣ ଜନତା ମୋଟା ଅଙ୍କର ଜରିମାନା ଗଣୁଥିବା ଦେଖିବାକୁ ମିଳିଛି। ହେଲେ ବୁଧବାର ଦିଲ୍ଲୀ ଜଏଣ୍ଟ...

ଦିଦିଙ୍କ ପାଖକୁ ‘ଗେଟ୍‌ ଓ୍ବେଲ୍‌ ସୁନ୍‌’ କାର୍ଡ ପଠାଇବ ଭାଜପା

କୋଲକତା,୩।୬: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କୁ ହରଡ଼ଘଣାରେ ପକାଇବା ପାଇଁ ଭାଜପା ପକ୍ଷରୁ ଉଦ୍ୟମ କରାଯାଉଛି। ଗତ ସପ୍ତାହରେ ଜୟ ଶ୍ରୀରାମ କାର୍ଡକୁ ନେଇ ଚର୍ଚ୍ଚା ହେଉଥିବାବେଳେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *