୮୬ ପ୍ରତିଶତ ବିନା ଲକ୍ଷଣ ବ୍ୟକ୍ତି ସାଜୁଛନ୍ତି କରୋନାର ‘ସାଇଲେଣ୍ଟ୍‌ ସ୍ପ୍ରେଡର’

ଲଣ୍ଡନ, ୧୦।୧୦: କରୋନା ମହାମାରୀ ସଂକ୍ରମଣରେ ବିନା ଲକ୍ଷଣ ବ୍ୟକ୍ତି ‘ସାଇଲେଣ୍ଟ୍‌ ସ୍ପ୍ରେଡର’ ସାଜୁଛନ୍ତି। ଏନେଇ ବ୍ରିଟେନ୍‌ର ଲଣ୍ଡନ କଲେଜ ୟୁନିଭରସିଟିର ଗବେଷକଙ୍କ ପକ୍ଷରୁ ପ୍ରକାଶିତ ହୋଇଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ପ୍ରାୟ ୮୬.୧ ପ୍ରତିଶତ ଲୋକଙ୍କଠାରେ କରୋନାର ସାଧାରଣ ଲକ୍ଷଣ ପ୍ରକାଶ ପାଉନାହିଁ। ଏପ୍ରିଲ୍‌ଠାରୁ ଜୁନ୍‌ ମଧ୍ୟରେ ରାଷ୍ଟ୍ରୀୟ ପରିସଂଖ୍ୟାନ କାର୍ଯ୍ୟାଳୟରୁ ସଂଗ୍ରହ କରାଯାଇଥିବା ଡାଟା ଆଧାରରେ ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଛି। କେବଳ ୧୩.୯ ପ୍ରତିଶତଙ୍କଠାରେ କରୋନା ସଂକ୍ରମଣ ଳକ୍ଷଣ ପ୍ରକାଶ ପାଉଥିବା ଏଥିରେ ଦର୍ଶାଯାଇଛି। ଏହାଦ୍ୱାରା କରୋନା ସଂକ୍ରମଣକୁ ସହଜରେ ରୋକା ଯାଇ ପାରୁ ନ ଥିବା ମହାମାରୀ ବିଜ୍ଞାନ ଏବଂ ସ୍ବାସ୍ଥ୍ୟ ସୂଚନା ବିଭାଗର ପ୍ରଫେସର ଏରିନ୍‌ ପିଟରସନ୍‌ ସୂଚନା ଦେଇଛନ୍ତି। ଲକ୍ଷଣ ପ୍ରକାଶ ପାଉ ନ ଥିବା ଲୋକ ନିଜ ଅଜାଣତରେ କରୋନା ସଂକ୍ରମଣ କରିଚାଲିଥାନ୍ତି। ଏଭଳି ଲୋକଙ୍କ ସମ୍ପର୍କରେ ସଠିକ୍‌ ସୂଚନା ସଂଗ୍ରହ କରାଗଲେ ମହାମାରୀକୁ ନିୟନ୍ତ୍ରଣ କରିବା ସହଜ ହୋଇପାରିବ। ଏହି ରିପୋର୍ଟ କ୍ଲିନିକାଲ ଏପିଡିମିଲୋଜିଓ ପତ୍ରିକାରେ ପ୍ରକାଶିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା ପରେ କନ୍ଦାଉଛି ଜମି ଯାଇଥିବା ପାଣି କାଦୁଅ, ISRO ଫଟୋ ଦେଲା ବଡ଼ ତଥ୍ୟ, ଭାରତ ଉପରେ ରହିଛି ବିପଦ!

କାଠମାଣ୍ଡୁ,୩୧।୮: ନେପାଳରେ ହୋଇଥିବା ବିନାଶକାରୀ ବନ୍ୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଚିତ୍ର ପ୍ରକାଶ ପାଇଛି। ପ୍ରଥମେ ପ୍ରବଳ ବର୍ଷା ଏବଂ ହିମସ୍ଖଳନକୁ ପ୍ରାଥମିକ କାରଣ ଭାବରେ ବିବେଚନା…

ପାର୍ବଣ ଋତୁ ପୂର୍ବରୁ ବଡ଼ ଖୁସି ଖବର; କମିବ ଚିନି ଦର! ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୩୧।୮: ଆଗାମୀ ପାର୍ବଣ ଋତୁ ପୂର୍ବରୁ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ବଜାରରେ ଚିନିର ଦର ନିୟନ୍ତ୍ରଣ କରିବା ସହ କଳାବଜାରୀ ରୋକିବା ପାଇଁ କେନ୍ଦ୍ର…

୫ ଓ ୬ରେ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ: ପଞ୍ଚାୟତ ନିର୍ବାଚନ ପାଇଁ ହେବ ରୋଡ୍‌ମ୍ୟାପ୍‌

ଭୁବନେଶ୍ବର,୩୧।୮: ସେପ୍ଟେମ୍ବର ୫ ଓ ୬ ତାରିଖରେ ରାଜ୍ୟ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଚଳିତଥର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଢେଙ୍କାନାଳରେ ହେବା ନେଇ…

ନେପାଳ ବନ୍ୟା: ୯୦୦ ଟପିଲା ମୃତ୍ୟୁ ସଂଖ୍ୟା, ୩ହଜାରରୁ ଅଧିକ ନିଖୋଜ

କାଠମାଣ୍ଡୁ,୩୧।୮: ନେପାଳରେ ଭୟଙ୍କର ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୯୦୦ ରେ ପହଞ୍ଚିଛି। ଏହି ସମୟରେ, ଭୋଟେ କୋଶି ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ନୂତନ…

‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସି ଅଧ୍ୟକ୍ଷ ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର…

ମହିଳା ଏସିଆ କପ୍ ୨୦୨୬: ଇତିହାସ ରଚିଲେ ସ୍ମୃତି ମନ୍ଧାନା, ୨ୟ ସର୍ବାଧିକ…

ନୂଆଦିଲ୍ଲୀ,୩୧।୮: ମହିଳା ଏସିଆ କପ୍‌ ୨୦୨୬ରେ ଭାରତୀୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି । ପ୍ରଥମ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଥାଇଲାଣ୍ଡକୁ ୯୪ ରନ୍‌ରେ…

ଗ୍ଲୋବାଲ ୱାର୍ମିଂ ଭାଙ୍ଗୁଛି ୨ ମହାସାଗରର ଜଳବାୟୁ ସମ୍ପର୍କ

ୱାଶିଂଟନ/ଲଣ୍ଡନ, ୩୧ା୮ ଗ୍ଲୋବାଲ ୱାର୍ମିଂ (ବିଶ୍ୱତାପନ ବୃଦ୍ଧି) ଏବଂ ମାନବକୃତ କାରଣ ଯୋଗୁ ପ୍ରଶାନ୍ତ ମହାସାଗର ଏବଂ ଭାରତ ମହାସାଗର ମଧ୍ୟରେ ଶତାବ୍ଦୀ ଶତାବ୍ଦୀ ଧରି ରହିଆସିଥିବା…

ତୁଳା ରାଶିକୁ ଗୋଚର କରିବେ ଶୁକ୍ର; ୨ ସେପ୍ଟେମ୍ବରରେ ସୃଷ୍ଟି ହେବ ଅଦ୍ଭୁତ ଯୋଗ, ୪ରାଶିର ବଢ଼ିବ ଧନ

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଦେବଙ୍କୁ ପ୍ରେମ, ବିବାହ, ସୌନ୍ଦର୍ଯ୍ୟ, ସୁଖ-ସମୃଦ୍ଧି, କଳା, ଯାନବାହନ ଏବଂ ଧନର କାରକ ବୋଲି ବିଚାର କରାଯାଏ। ୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri