Posted inରାଜ୍ୟ

ସୁସ୍ଥ ହେଲେ ୮୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧।୩ : ରାଜ୍ୟରେ ୮୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୪୦୮ରେ ପହଞ୍ଚିଛି। କଟକରୁ ସର୍ବାଧିକ ୧୬, ସୁନ୍ଦରଗଡ଼ରୁ ୧୩, ସମ୍ବଲପୁରରୁ ୧୨, ଖୋର୍ଦ୍ଧାରୁ ୮, ମୟୁରଭଞ୍ଜରୁ ୬, ବାଲେଶ୍ୱର ଓ ଝାରୁସୁଗୁଡ଼ାରୁ ୫, ନବରଙ୍ଗପୁର, ପୁରୀ ଓ ସୋନପୁରରୁ ୪, ବରଗଡ଼ରୁ ୩, ଅନୁଗୁଳ, ନୟାଗଡ଼ ଓ ଷ୍ଟେଟ୍‌ ପୁଲରୁ ୨ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼...

ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର: ପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ

ପୁରୀ,୨୭।୧୨: ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। CEC ପରିବାର ସହ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ପହଞ୍ଚିଛନ୍ତି। କଡ଼ା ସୁରକ୍ଷା ମଧ୍ୟରେ ଶ୍ରୀମନ୍ଦିର ଭିତରେ...

ବନ୍ଧାହେଲେ କୋଟିପତି ଫରେଷ୍ଟର

ଭୁବନେଶ୍ୱର,୨୭।୧୨: କୋରାପୁଟ ଜିଲା ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri