Posted inଜାତୀୟ

୮୬ ମିନିଟ୍‌ର ଭାଷଣ: ୩୦ ଥର ଆତ୍ମନିର୍ଭର ଶବ୍ଦର ଉଚ୍ଚାରଣ

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୪ ତମ ସ୍ବାଧୀନତା ଦିବସ ଅବସରରେ ଲାଲ୍‌ କିଲ୍ଲାରୁ ଦେଶ ଉଦ୍ଦେଶ୍ୟରେ ୮୬ ମିନିଟ୍‌ର ଭାଷଣ ଦେଇଛନ୍ତି। ଏହି ସମୟରେ ସେ ଆତ୍ମନିର୍ଭର, ଆତ୍ମନିର୍ଭର ଭାରତ, କରୋନା ସଙ୍କଟ, ଆତଙ୍କବାଦ, ରିଫର୍ମ, ମଧ୍ୟମବର୍ଗ ଏବଂ କଶ୍ମୀର ଆଦି ଶବ୍ଦର ଉଚ୍ଚାରଣ କରିଛନ୍ତି। ଭାଷଣ ମଧ୍ୟରେ ସେ ୩୦ ଥର ଆତ୍ମନିର୍ଭର ଶବ୍ଦର ପ୍ରୟୋଗ କରିଛନ୍ତି। କରୋନା ସଙ୍କଟ ଆତ୍ମନିର୍ଭର ଭାରତର ସଂକଳ୍ପ ରୋକିବାକୁ ସକ୍ଷମ ହୋଇ ପାରିବ ନାହିଁ। ଦେଶର ୧୩୦ କୋଟି ଜନସାଧାରଣ ମହାମାରୀ ସମୟରେ ଆତ୍ମନିର୍ଭର ହେବାର ସଂକଳ୍ପ ନେଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। ଭାରତବାସୀ ମେକ୍‌ ଇନ୍‌ ଇଣ୍ଡିଆ ସହିତ ମେକ୍‌ ଫର ଓ୍ବାଲର୍‌ଡ ମନ୍ତ୍ର ନେଇ ଆଗକୁ ବଢ଼ିବାର ଆବଶ୍ୟକତା ରହିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନରେ ଜିତିଲେ ମାଗଣାରେ ୨ ଏଲପିଜି ସିଲିଣ୍ଡର, ଛାତ୍ରୀଙ୍କୁ ସ୍କୁଟି ଦେବ ଭାଜପା

ଇମ୍ଫାଲ,୧୭ ।୨: ମଣିପୁର ବିଧାନସଭା ନିର୍ବାଚନକୁ ଆଉ ଅଳ୍ପ ଦିନ ବାକି ରହିଛି । ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ଜେ ପି ନଡ୍ଡା...

ଦେଶରେ ଦାରିଦ୍ର୍ୟତା ୧୨.୩ ପ୍ରତିଶତ ହ୍ରାସ ପାଇଛି, ବିଶ୍ୱବ୍ୟାଙ୍କ ରିପୋର୍ଟ…

ନୂଆଦିଲ୍ଲୀ, ୧୭।୪ : ଦେଶରେ ଦାରିଦ୍ର୍ୟତା ୧୨.୩ ପ୍ରତିଶତ ହ୍ରାସ ପାଇଛି। ବିଶ୍ୱବ୍ୟାଙ୍କର ନୀତି ଅନୁସନ୍ଧାନର ଏକ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ରିପୋର୍ଟରେ କୁହାଯାଇଛି...

୨ ବିସ୍ଫୋରଣରେ ୧୪ ମୃତ

ବଡ଼ୋଦରା/ପାଲଘର,୧୨ା୧(ପି.ଟି.): ଗୁଜରାଟ ଓ ମହାରାଷ୍ଟ୍ରରେ ଶନିବାର ଦୁଇଟି ବିସ୍ଫୋରଣରେ ୧୪ ଜଣଙ୍କ ଜୀବନ ଯାଇଛି ଓ ଅନେକ ଆହତ ହୋଇଛନ୍ତି। ଗୁଜରାଟର ବଡ଼ୋଦରା ଜିଲାରେ ଥିବା...

୩ ବର୍ଷରେ କରୋନା ନେଲାଣି ୬୦ ଲକ୍ଷ ଜୀବନ

ବ୍ୟାଙ୍କକ୍‌,୬।୩ କୋଭିଡ୍‌ ମହାମାରୀ ତୃତୀୟ ବର୍ଷରେ ପହଞ୍ଚତ୍ଥିବା ବେଳେ ରବିବାର ରାତି ସୁଦ୍ଧା ବିଶ୍ୱରେ ମୃତ୍ୟୁସଂଖ୍ୟା ୬୦ ଲକ୍ଷ ଅତିକ୍ରମ କରିଛି। ଆମେରିକାରେ କୋଭିଡ୍‌ ମୃତ୍ୟୁସଂଖ୍ୟା...

ରାଜ୍ୟ ସଭା ନିର୍ବାଚନ, ୫୭ ଆସନ ନେଇ ଅଙ୍କକଷା…

ନୂଆଦିଲ୍ଲୀ, ୨୮।୫ : ରାଜ୍ୟ ସଭାର ୫୭ ଟି ଆସନ ପାଇଁ ନିର୍ବାଚନ ଜୁନ ୧୦ରେ ହେବ। ଏଥିଲାଗି ନାମାଙ୍କନ ପାଇଁ ମେ ୩୧ ଶେଷ...

ଭାରତୀୟ ବାୟୁସେନାର ୯୦ତମ ପ୍ରତିଷ୍ଠା ଦିବସ, ଚଣ୍ଡିଗଡ଼ରେ ଦେଖାଯିବ ବାୟୁବୀରଙ୍କ ଶକ୍ତି

ଚଣ୍ଡିଗଡ଼,୮ ।୧୦: ଭାରତୀୟ ବାୟୁସେନା ଶନିବାର ତା’ର ୯୦ ତମ ପ୍ରତିଷ୍ଠା ଦିବସ ପାଳନ କରୁଛି । ଗୁରୁତ୍ୱପୂର୍ଣ୍ଣ କଥା ହେଲା ପ୍ରଥମଥର ଲାଗି କୌଣସି...

କର୍ନାଟକରେ ପ୍ରଥମ ନିର୍ବାଚନ ରାଲିକୁ ସମ୍ବୋଧିତ କଲେ ମୋଦି

ବିଦର,୨୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କର୍ନାଟକରେ ତାଙ୍କର ପ୍ରଥମ ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି। ତାଙ୍କର ପ୍ରଥମ ରାଲି ବିଦର ହୁମନାବାଦରେ ଅନୁଷ୍ଠିତ ହୋଇଛି।...

ମନି ଲଣ୍ଡରିଂ ମାମଲାରେ ବୈଧତାକୁ ଚ୍ୟାଲେଞ୍ଜ କରି ଜାମିନ ଆବେଦନ ପ୍ରବୃତ୍ତି ଭୁଲ: ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୩୦।୫ : ମନି ଲଣ୍ଡରିଂ ମାମଲା(ପିଏମଏଲଏ)ରେ ବୈଧତାକୁ ଚ୍ୟାଲେଞ୍ଜ କରିବା ଉଦ୍ଦେଶ୍ୟରେ ଜାମିନ ଆବେଦନ ପ୍ରବୃତ୍ତି ଭୁଲ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଜଷ୍ଟିସ ବେଲା ଏମ...

Advertisement
Archives

Model This Week