Posted inଜାତୀୟ

୮୬୦ କୋଟି ଟଙ୍କାର ହେରୋଇନ୍‌ ଜବତ

ନୂଆଦିଲ୍ଲୀ, ୯।୫: ଦିଲ୍ଲୀ ପୋଲିସ ଶନିବାର ଆଫଗାନ ଦମ୍ପତିଙ୍କଠାରୁ ୧୨୫ କିଲୋଗ୍ରାମ ହେରୋଇନ୍‌ ଜବତ କରିଛି, ଯାହାର ଆନୁମାନିକ ମୂଲ୍ୟ ୮୬୦ କୋଟି ଟଙ୍କା ହେବ। ଏହି ଦମ୍ପତି ଓ୍ବାଜିରାବାଦର ଏକ ଭଡ଼ାଘରେ ରହୁଥିଲେ। ସେମାନଙ୍କୁ ଗିରଫ କରାଯାଇଛି। ଏତେ ପରିମାଣରେ ମାଦକଦ୍ରବ୍ୟ ଜବତ କରିବା ଦିଲ୍ଲୀ ପୋଲିସ ପାଇଁ ଏକ ବଡ଼ ସଫଳତା ବୋଲି କୁହାଯାଉଛି। ରାଜଧାନୀରେ ନିଶା ଚୋରା କାରବାର ସମ୍ପର୍କରେ ପଶ୍ଚିମ ଦିଲ୍ଲୀର ବିଭିନ୍ନ ଥାନାକୁ ସୂଚନା ମିଳିଥିଲା। ଏହାକୁ ଆଧାର କରି ଏସିପି ଜଗପାଲ ସିଂଙ୍କ ନେତୃତ୍ୱରେ ଏକ ଟିମ୍‌ ନିଶାବେପାରୀଙ୍କୁ ଧରିବା ଲାଗି ଜାଲ ବିଛାଇଥିଲା। ଖୟାଲାରେ ଥିବା ଏକ ଗ୍ୟାସ୍‌ ଏଜେନ୍ସି ନିକଟକୁ ହେରୋଇନ୍‌ ବେପାରୀମାନେ ଆସୁଥିବା ଖବର ପାଇ ପୋଲିସ ଉକ୍ତ ଅଞ୍ଚଳ ଉପରେ ନଜର ରଖିଥିଲା। ଗଣ୍ଡା ନାଲା ନିକଟରେ ଏକ କାର୍‌ରେ ଅପେକ୍ଷା କରିଥିବା ଆଫଗାନ ଦମ୍ପତିଙ୍କୁ ସନ୍ଦେହ କରି ପୋଲିସ ଟିମ୍‌ ସେମାନଙ୍କ କାର ତଲାସି କରିବାରୁ ୧୨୫ କିଲୋଗ୍ରାମ ହେରୋଇନ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟର ପରିଚୟପତ୍ରରେ ସଂଯୋଗ ହେବ ଆଧାର: ଜନପ୍ରତିନିଧି ଆଇନରେ ସଂଶୋଧନ ପାଇଁ ପ୍ରସ୍ତୁତି

ନୂଆଦିଲ୍ଲୀ,୨୫ା୧(ଆଇଏଏନ୍‌ଏସ୍‌): ଭୋଟର ପରିଚୟପତ୍ର ସହ ଆଧାର ନମ୍ବରକୁ ସଂଯୋଗ କରାଯିବ। ଏଥିପାଇଁ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ନୂଆ ଆଇନ ପ୍ରସ୍ତୁତ କରୁଥିବା ଜଣାପଡିଛି। ଅନେକେ ଏକାଧିକ...

ମୂଲ୍ୟାୟନ ସୂତ୍ରକୁ ବିରୋଧ

ନୂଆଦିଲ୍ଲୀ, ୨୨ା୬: କରୋନା ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହୋଇଥିବାବେଳେ ସିବିଏସ୍‌ଇ ଏବଂ ସିଆଇଏସ୍‌ସିଇର ଫଳାଫଳ ମୂଲ୍ୟାୟନ ସୂତ୍ରକୁ ନେଇ କେତେଜଣ ଛାତ୍ରୀଛାତ୍ର...

ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନରେ ଉତ୍‌କ୍ଷୀପ୍ତ ହୋଇ ସ୍କୁଲରେ ନିଆଁ ଲଗାଇଲେ ଛାତ୍ର

ଇମ୍ଫାଲ୍‌,୨୭।୪: ମଣିପୁରରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ୬ ଜଣ ଛାତ୍ର ସ୍ଥାନୀୟ କାଥଲିକ୍‌ ସ୍କୁଲର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନରେ ଉତ୍‌କ୍ଷୀପ୍ତ ହୋଇ ସ୍କୁଲରେ ନିଆଁ...

ମାର୍ଚ୍ଚ ୩୧ରେ ‘ମହଙ୍ଗା ମୁକ୍ତ ଭାରତ’ ଅଭିଯାନ…

ନୂଆଦିଲ୍ଲୀ, ୨୬।୩ : କଂଗ୍ରେସ ପକ୍ଷରୁ ମାର୍ଚ୍ଚ ୩୧ରେ ‘ମହଙ୍ଗା ମୁକ୍ତ ଭାରତ’ ଅଭିଯାନ ଆରମ୍ଭ କରାଯିବାର ଯୋଜନା ପ୍ରସ୍ତୁତ କରାଯାଇଛି। କଂଗ୍ରେସର ମହାସଚିବ ଏବଂ...

ପ୍ରବାସୀ ଶ୍ରମିକଙ୍କ ସଞ୍ଚୟ ଖାତାକୁ ସରକାର ପଠାଇବେ ଟଙ୍କା…

ନୂଆଦିଲ୍ଲୀ,୪।୮: କରୋନା ମହାମାରୀ ସଂକ୍ରମଣ ସଙ୍କଟ ଯୋଗୁ ଦେଶରେ ପ୍ରବାସୀ ଶ୍ରମିକଙ୍କ ଆର୍ଥିକ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଏପରିସ୍ଥଳେ ସରକାର ସେମାନଙ୍କର ସଞ୍ଚୟ ଖାତାକୁ ଟଙ୍କା...

କୁଖ୍ୟାତ ଆତଙ୍କବାଦୀ ଏଜାଜ ଅହଂଗରଙ୍କୁ ଜେଲରୁ ମୁକୁଳାଇଲା ତାଲିବାନ, ସୁରକ୍ଷା ଏଜେନ୍ସି ଆଲର୍ଟ

ନୂଆଦିଲ୍ଲୀ,୨୦ ।୯: ଆଫଗାନିସ୍ତାନରେ ତାଲିବାନ ଶାସନ ପରେ ଭାରତୀୟ ସୁରକ୍ଷା ଏଜେନ୍ସି ପାଇଁ ସୁରକ୍ଷା ଚିନ୍ତା ବଢି ଯାଇଛି । ଆମେରିକା ସେନା ଫେରିଯିବା ପରେ...

ଜରୁରୀ ବୈଠକ ଡକାଇଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୧୬।୪: କଂଗ୍ରେସକୁ ପୁଣି ଥରେ ଟ୍ରାକ୍‌କୁ ଫେରାଇ ଆଣିବା ପାଇଁ ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଶନିବାର ମଧ୍ୟାହ୍ନରେ ଦଳର ଏକ ଜରୁରୀ ବୈଠକ ଡକାଇଥିଲେ।...

ଚରିତ୍ର ସଂହାର କରିବାରୁ କଂଗ୍ରେସରୁ ଇସ୍ତଫା ଦେଲେ ଫାରହା ନଇମ

ବଡାଉନ,୨୮ ।୧: କଂଗ୍ରେସର କଳି ଏବେ ପ୍ରାୟ ସବୁ ରାଜ୍ୟରେ ଦେଖିବାକୁ ମିଳିଲାଣି । ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀପତ୍ର ଘୋଷଣା କରାଯାଇଥିବା...

Advertisement
Archives

Model This Week