ଏମ୍‌-କ୍ୟାପ୍‌ରେ ୮୬ ହଜାର କୋଟି ଯୋଗ

ନୂଆଦିଲ୍ଲୀ,୨୧।୨: ଗତ ସପ୍ତାହରେ ଟପ୍‌-୧୦ ମୂଲ୍ୟବାନ ଫାର୍ମଗୁଡିକ ମଧ୍ୟରୁ ୫ଟି ଫାର୍ମ ଏକତ୍ର ବଜାର ମୂଲ୍ୟାଙ୍କନରେ ପ୍ରାୟ ୮୬ ହଜାର କୋଟି ( ୮୫,୭୧୨.୫୬) ଟଙ୍କା ଯୋଡିଛନ୍ତି। ସେଥିମଧ୍ୟରୁ ଟାଟା କନ୍ସଲ୍ଟାନ୍ସି ସର୍ଭିସେସ୍‌ (ଟିସିଏସ୍‌) ସର୍ବାଧିକ ଲାଭବାନ ହୋଇଛି। ଟିସିଏସ୍‌ର ବଜାର ମୂଲ୍ୟାଙ୍କନରେ ୩୬, ୬୯୪.୫୯ କୋଟି ଟଙ୍କା ବୃଦ୍ଧି ପାଇ ୧୪,୦୩,୭୧୬.୦୨ କୋଟିରେ ପହଞ୍ଚିଛି। ଏଥିସହିତ ରିଲିୟାନ୍ସ ଇଣ୍ଡଷ୍ଟ୍ରୀଜ୍‌(ଆର୍‌ଆଇଏଲ୍‌)ର ବଜାର ମୂଲ୍ୟାଙ୍କନରେ ୩୨,୦୧୪.୪୭ କୋଟି ବୃଦ୍ଧି ପାଇ ୧୬,୩୯,୮୭୨.୧୬ କୋଟି ଟଙ୍କା ହୋଇଛି। ସେହିପରି ହିନ୍ଦସ୍ତାନ ୟୁନିଲିଭର ମୂଲ୍ୟାଙ୍କନ ୧୨,୭୮୧.୭୮ କୋଟି ଟଙ୍କା ବୃଦ୍ଧି ପାଇ ୫,୪୩,୨୨୫.୫ କୋଟିରେ ପହଞ୍ଚିଛି। ଏହାଛଡା, ଏଚ୍‌ଡିଏଫ୍‌ସି ବଜାର ମୂଲ୍ୟାଙ୍କନରେ ୨,୭୦୩.୬୮ କୋଟି ବୃଦ୍ଧି ପାଇ ୪,୪୨,୧୬୨.୯୩ କୋଟିରେ ପହଞ୍ଚିଥିବା ବେଳେ ବଜାଜ ଫାଇନାନ୍ସର ମୂଲ୍ୟାଙ୍କନରେ ୧,୫୧୮.୦୪ କୋଟି ଟଙ୍କା ବୃଦ୍ଧି ଘଟି ୪,୨୪,୪୫୬.୬ କୋଟିରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

୨୫ ବର୍ଷ ମଧ୍ୟରେ ଯାହା ହୋଇନଥିଲା ତାହା ଏବେ ଘଟୁଛି… କାହିଁକି ଦ୍ରୁତ ଗତିରେ ସୁନା ବିକ୍ରି କରୁଛି ରୁଷିଆ? ଜାଣିଲେ…

ନୂଆଦିଲ୍ଲୀ,୩୦।୩: ରୁଷିଆ ୨୫ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଏହାର କେନ୍ଦ୍ରୀୟ ବ୍ୟାଙ୍କ ଭଣ୍ଡାରରୁ ସୁନା ବିକ୍ରୟ ଆରମ୍ଭ କରିଛି। ବର୍ଲିନ ସ୍ଥିତ ଏକ ଖବର ସଂସ୍ଥାର…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

‘ଭଲ ଉତ୍ପାଦ ଏହାର ଗୁଣବତ୍ତା ଦ୍ୱାରା ଆଦୃତ ହୁଏ’

ଭୁବନେଶ୍ୱରସ୍ଥିତ ଜୟବାବା ଅଟୋମୋବାଇଲ୍ସର ମ୍ୟାନେଜିଂ ପାର୍ଟନର ହର୍ଷିତ ଲୋଧା ଜଣେ ସଫଳ ଉଦ୍ୟୋଗୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ୨୦୨୩ରେ ପ୍ରତିଷ୍ଠିତ ‘ଜୟବାବା ଟ୍ରାଇବ୍‌’ର ପ୍ରତିଷ୍ଠାତା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ଏପ୍ରିଲ ୧ରୁ ବଦଳୁଛି ଏହି ନିୟମ, ଜାଣନ୍ତୁ ନୂଆ…

ନୂଆଦିଲ୍ଲୀ,୨୯।୩: ଟ୍ରେନ ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରନ୍ତି ଏବଂ ଟିକେଟ କ୍ୟାନସଲ କରିବାକୁ ପଡ଼େ, ତେବେ ଭାରତୀୟ ରେଳବାଇର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri