Posted inଖେଳ

କ୍ରିକେଟରେ ଗୋଟିଏ ଦଳ ପାଇଁ ଖେଳୁଛନ୍ତି ସ୍ତ୍ରୀ-ସ୍ବାମୀ

କ୍ରିକେଟରେ ଭାଇ-ଭାଇ ଏକାଠି ଖେୁଥିବାର ତ ଆପଣ ଦେଖିଥିବେ। କିନ୍ତୁ ସ୍ବାମୀ-ସ୍ତ୍ରୀ ଗୋଟିଏ ଦଳ ପାଇଁ ଏକତ୍ର ଖେଳିବା କଥାଟା ଶୁଣିଲେ କିମ୍ବା ଦେଖିଲେ ଆଶ୍ଚର୍ଯ୍ୟ ଲାଗିବ ନିଶ୍ଚୟ। ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ ଦଳର ଅଧିନାୟକ ହେଉଛନ୍ତି ଡେନ ଭାନ ନିଏକେର୍କ। ସେ ଦଳର ଅନ୍ୟ ଜଣେ ଖେଳାଳି ମାରିଜେନ କାପଙ୍କୁ ସମଲିଙ୍ଗୀ ବିବାହ କରିଛନ୍ତି। ଉଭୟ ୨୦୧୮ରେ ବିବାହ କରିଥିଲେ। ନିଏକେର୍କ ଏବଂ କାପ୍‌ ଏକାଠି ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକାକୁ ଅନେକ ମ୍ୟାଚ୍‌ ଜିତାଇଛନ୍ତି। କେବଳ ଏ ଦୁହେଁ ନୁହେଁ, ପୂର୍ବରୁ ନ୍ୟୁଜିଲାଣ୍ଡ ଖେଳାଳି ଆମୀ ସଟର୍ଥଓ୍ବେଟ ସାଥୀ ଖେଳାଳି ଲିଆ ତହୁହୁଙ୍କୁ ବିବାହ କରିଛନ୍ତି।


All Right Reserved By Dharitri.Com

Posted inଖେଳ View All

ଇଣ୍ଡିଆ-ସି ୧୦ରନରେ ବିଜୟୀ

କଟକ ଅଫିସ,୭।୧- ବାରବାଟୀ ଷ୍ଟାଡିୟମରେ ଚାଲିଥିବା ସିନିୟର ମହିଳା ଟି୨୦ ଚ୍ୟାଲେଞ୍ଜର ଟ୍ରଫିରେ ସୋମବାର ଇଣ୍ଡିଆ-ସି ଦଳ ୧୦ରନରେ ଇଣ୍ଡିଆ-ଏ’କୁ ପରାସ୍ତ କରିଛି। ଇଣ୍ଡିଆ-ସି ପକ୍ଷରୁ...

ହାର୍ଦ୍ଦିକଙ୍କୁ ଭେଟିଲେ ନୀତା ଅମ୍ବାନି

ଲଣ୍ଡନ,୧୧।୧୦:ନିକଟରେ ସଫଳତାର ସହ ଅଣ୍ଟାରେ ଅସ୍ତ୍ରୋପଚାର କରାଇଥିବା ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏଠାରେ ଗୁରୁବାର ଭେଟିଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ମାଲିକିଆଣୀ ନୀତା ଅମ୍ବାନି। ଏ...

ପାକିସ୍ତାନକୁ ହରାଇଲା ଭାରତ

ମାଞ୍ଚେଷ୍ଟର, ୧୭।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପର ରବିବାର ଅନୁଷ୍ଠିତ ପାକିସ୍ତାନ ବିପକ୍ଷ ମହା ମୁକାବିଲାରେ ଭାରତର ବିଜୟ ଧ୍ୱଜା ଉଡ଼ିଛି। ରୋହିତ ଶର୍ମାଙ୍କ ଶତକ, ଅଧିନାୟକ...

୧୩୧ ବଲ ବୋଲିଂ କରି ଇଂଲଣ୍ଡକୁ କୌଣସି ରନ୍‌ କରିବାର ସୁଯୋଗ ବି ଦେଇ ନ ଥିଲେ ବାପୁ ନାଦକର୍ଣ୍ଣୀ

ଚେନ୍ନାଇ,୧୨।୧: ଟେଷ୍ଟ୍‌ କ୍ରିକେଟରେ ଜଣେ କଞ୍ଜୁସ୍‌ ବୋଲର ଭାବେ ବାପୁ ନାଦକର୍ଣ୍ଣୀଙ୍କ ନାମରେ ରେକର୍ଡ ରହିଛି। ୫୬ ବର୍ଷ ତଳେ ଜାନୁୟାରୀ ୧୨ରେ ନାଦକର୍ଣ୍ଣୀ ଏକ...

ଶାଲଓ୍ବାର କମିଜ୍‌ ଉପରେ ବ୍ଲେଜର ପିନ୍ଧି ଲୋକହସା ହେଲେ ପାକ୍‌ କ୍ୟାପଟେନ୍‌

ବକିଂଘମ୍‌,୩୧।୫: ପାକିସ୍ତାନ କିକ୍ରେଟ ଟିମ୍‌ର କ୍ୟାପଟେନ ସରଫରାଜ ଅହମ୍ମଦ ବକିଂଘମ୍‌ ପ୍ୟାଲେସରେ ମହାରାଣୀଙ୍କୁ ପାରମ୍ପରିକ ପୋଷାକ ପିନ୍ଧି ଭେଟିବାକୁ ଯାଇଥିଲେ। ଏହି ପୋଷାକ ପାଇଁ ତାଙ୍କୁ...

ଆଇଏସ୍‌ଏଲ୍‌: ମୁମ୍ବାଇ-ନର୍ଥଇଷ୍ଟ ମ୍ୟାଚ୍‌ ଡ୍ର

ଗୁଆହାଟୀ, ୨୮।୧୧ (ପି.ଟି.)- ଇଣ୍ଡିଆନ୍‌ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌)ରେ ବୁଧବାର ମୁମ୍ବାଇ ଏଫ୍‌ସି ଓ ନର୍ଥଇଷ୍ଟ ୟୁନାଇଟେଡ୍‌ ଏଫ୍‌ସି ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ ଡ୍ର’ରେ ସମାପ୍ତ...

ଅବସର ନେବେ ନାହିଁ ହାଫିଜ୍‌

କରାଚୀ, ୧୧।୭ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରି ଲିଗ୍‌ ପର୍ଯ୍ୟାୟରୁ ବିଦାୟ ନେଇଥିଲେ ମଧ୍ୟ ପାକିସ୍ତାନ ଭେଟେରାନ ଅଲ୍‌ରାଉଣ୍ଡର ମହମ୍ମଦ ହାଫିଜ...

ଇନ୍ଦୋର ଟେଷ୍ଟ: ଭାରତର ଇନିଂସ ବିଜୟ: ୩ ଦିନରେ ଖେଳ ଶେଷ, ଅଗ୍ରଓ୍ବାଲ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌

ଇନ୍ଦୋର,୧୬।୧୧(ପି.ଟି.): ଯୁବ ଓପନର ମୟଙ୍କ ଅଗ୍ରଓ୍ବାଲଙ୍କ ଦ୍ୱିଶତକ ଓ ପରେ ଦ୍ରୁତ ବୋଲରଙ୍କ ଦମ୍‌ଦାର ପ୍ରଦର୍ଶନ ବଳରେ ଭାରତୀୟ କ୍ରିକେଟ ଦଳ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ...

Leave a comment

Your email address will not be published. Required fields are marked *