Posted inଜାତୀୟ

ୟୁପିରେ ଅନର କିଲିଂ: ଦଳିତ ଯୁବକଙ୍କୁ ଜିଅନ୍ତା ଜାଳିଦେଲେ

ହର୍ଦୋଇ, ୧୭ା୯ (ପି.ଟି.): ଅନ୍ୟ ଜାତିର ଯୁବତୀଙ୍କ ସହ ସମ୍ପର୍କ ରଖିଥିବା ଅଭିଯୋଗରେ ଜଣେ ଦଳିତ ଯୁବକଙ୍କୁ ଜିଅନ୍ତା ଜାଳି ଦିଆଯାଇଛି। ଉତ୍ତରପ୍ରଦେଶର ହର୍ଦୋଇ ଜିଲା ଅନ୍ତର୍ଗତ ଭଦେଶାରେ ଏଭଳି ଘଟଣା ଘଟିଛି। ଅଭିଷେକ ଓରଫ୍‌ ମୋନୁ(୨୦)ଙ୍କୁ ଏକ ଘରେ ବାନ୍ଧିଦିଆଯାଇ ଶେଷରେ ଜିଅନ୍ତା ଜାଳିଦିଆଯାଇଥିବା ଏସ୍‌ପି ଆଲୋକ ପ୍ରିୟଦର୍ଶୀ ପ୍ରକାଶ କରିଛନ୍ତି। ଏହି ଖବର ଶୁଣି ମୃତ ଯୁବକଙ୍କ ମା’ ହୃଦ୍‌ଘାତରେ ଆଖି ବୁଜିଦେଇଥିବା ଜଣାପଡ଼ିଛି। ମା’ଙ୍କ ଚିକିତ୍ସା ଲାଗି ମୋନୁ ୨୫ ହଜାର ଟଙ୍କା ଯୋଗାଡ଼ କରି ଫେରୁଥିବାବେଳେ ତାଙ୍କୁ ହତ୍ୟା କରାଯାଇଥିବା ତାଙ୍କ ମାମୁ ରାଜୁ ପୋଲିସକୁ କହିଛନ୍ତି। ଏନେଇ ପୋଲିସ ମାମଲା ରୁଜୁ କରିଥିବାବେଳେ ତଦନ୍ତ ଜାରିରହିଥିବା ପ୍ରକାଶ।


All Right Reserved By Dharitri.Com

ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ: ରାଷ୍ଟ୍ରପତି ଶାସନ ବିକଳ୍ପ !

ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଘନେଇବାରେ ଲାଗିଛି। ଫଳରେ ରାଷ୍ଟ୍ରପତି ଶାସନ ଏକ ମାତ୍ର ବିକଳ୍ପ ରହିଥିବା କୁହାଯାଉଛି। ଭାଜପା ସରକାର ଗଠନରୁ ଓହରିବା ପରେ...

ବାୟାବନ୍ଧନ ଯୋଜନା ଲାଗି ଆଧାର ଅନିବାର୍ଯ୍ୟ

ନୂଆଦିଲ୍ଲୀ,୨୭-୧୨: ବରିଷ୍ଠ ନାଗରିକଙ୍କ ପେନସନ ସ୍କିମ ପ୍ରଧାନମନ୍ତ୍ରୀ ବାୟାବନ୍ଧନ ଯୋଜନା ଲାଗି ସରକାର ଆଧାରକୁ ଅନିବାର୍ଯ୍ୟ କରିଛନ୍ତି। ଏହି ଯୋଜନାରେ ୮% ନିଶ୍ଚିତ ସୁଧହାର ପ୍ରଦାନ...

ପୁଲଓ୍ବାମାରେ ଆତଙ୍କବାଦୀଙ୍କ ଆକ୍ରମଣ: ସ୍ଥାନୀୟ ଦୋକାନୀ ମୃତ

ଶ୍ରୀନଗର,୧୩।୧୧: ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲା ଅବନ୍ତିପୁରା ଅଞ୍ଚଳର ଜଣେ ସ୍ଥାନୀୟ ଦୋକାନୀଙ୍କୁ ବୁଧବାର ସନ୍ଧ୍ୟାରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ତାଙ୍କର ମୃତ୍ୟୁ ହୋଇଛି।...

ନଳିନୀଙ୍କ ପାରୋଲ ଅବଧି ବୃଦ୍ଧି ପାଇଁ ମନା କଲେ କୋର୍ଟ

ଚେନ୍ନାଇ,୧୨।୯: ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ହତ୍ୟାକାଣ୍ଡର ଦୋଷୀ ନଳିନୀଙ୍କ ପାରୋଲ ଅବଧି ବୃଦ୍ଧି କରିବାକୁ ମାଡ୍ରାସ ହାଇକୋର୍ଟ ମନା କରି ଦେଇଛନ୍ତି। ପୂର୍ବରୁ...

ଅର୍ଦ୍ଧନଗ୍ନ ହୋଇ ପ୍ରାର୍ଥିପତ୍ର ଦାଖଲ କଲେ ଲୋକସଭା ପ୍ରାର୍ଥୀ ଅଞ୍ଜନୀ ପାଣ୍ଡେ

ରାଞ୍ଚି,୧୯।୪: ସ୍ବାଧିନ ପ୍ରାର୍ଥୀ ତଥା ଆଦିବାସୀ କିଶାନ ମଜଦୁର ପାର୍ଟି(ଏକେଏମ୍‌ପି) ନେତା ଅଞ୍ଜନୀ ପାଣ୍ଡେ ଏବେ ଚର୍ଚ୍ଚାରେ। କାରଣ ଗୁରୁବାର ସେ ରାଞ୍ଚି ଲୋକ ସଭା...

ବର୍ଷା ପାଇଁ କର୍ନାଟକରେ ବେଙ୍ଗୁଲୀ-ବେଙ୍ଗ ବାହାଘର

ଉଡ୍ଡୁପି,୯।୬: ବର୍ଷା ପାଇଁ କର୍ନାଟକ ଉଡ୍ଡୁପିରେ କରାଯାଇଛି ଏକ ନିଆରା ବାହାଘର। ଏଠାରେ ପରମ୍ପରା ଅନୁସାରେ ପ୍ରତିବର୍ଷ ବେଙ୍ଗୁଲୀ-ବେଙ୍ଗ ବାହାଘର ହୋଇଥାଏ। ଚଳିତ ବର୍ଷ ମଧ୍ୟ...

ରାଶନ ଦୋକାନରେ ଶସ୍ତାରେ ମିଳିବ ପିଆଜ

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀରେ ପିଆଜ ଦର ଏବେ ଆକାଶ ଛୁଆଁ ହୋଇଛି। ତେବେ କଳାବଜାରିକୁ ରୋକିବା ପାଇଁ କେନ୍ଦ୍ର ସରକାର ଦିଲ୍ଲୀର ରାଶନ ଦୋକାନରେ ଶାସ୍ତା...

ଲକ୍‌ଡାଉନ୍‌ ପରେ ବି ଚାଲି ଚାଲି ଘରକୁ ଫେରିବାକୁ ଚାହୁଁଛନ୍ତି ଲୋକେ

ନୂଆଦିଲ୍ଲୀ,୨୮।୩: କରୋନା ସଂକ୍ରମଣକୁ ରୋକିବାକୁ ସାରା ବିଶ୍ୱ ଏକ ପ୍ରକାର ଲକ୍‌ ଡାଉନ୍‌ ହୋଇଯାଇଛି। ଭାରତ ଏବେ ଏହି ଲକ୍‌ଡାଉନ୍‌ ମାଧ୍ୟମରେ କରୋନା ସହ ଲଢି...

Leave a comment

Your email address will not be published. Required fields are marked *