Posted inUncategorized

୬୯ ବର୍ଷରେ ମୋଦି

ନୂଆଦିଲ୍ଲୀ,୧୭।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୬୯ ବର୍ଷରେ ପାଦ ଦେଇଛନ୍ତି। ଜନ୍ମଦିନରେ ମୋଦି ଗୁଜରାଟ ନର୍ମଦା ଜିଲାର ସର୍ଦ୍ଦାର ସରୋବର ଡ୍ୟାମ୍‌ ନିକଟରେ ଇକୋ ଟୁରିଜିମ୍‌ ପାର୍କରେ ପହଞ୍ଚିଛନ୍ତି। ମୋଦି ୧୯୫୦ ସେପ୍ଟେମ୍ବର ୧୭ରେ ଭାଡନଗରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ନାମ ନରେନ୍ଦ୍ର ଦାମୋଦରଦାସ ମୋଦି ଥିଲା। ୧୯୬୮ରେ ସେ ଯଶୋଦା ବେନ୍‌ଙ୍କୁ ବିବାହ କରିଥିଲେ। ୧୯୭୮ରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଡିଗ୍ରୀ ହାସଲ ପରେ ୧୯୮୩ ଗୁଜରାଟ ବିଶ୍ୱବିଦ୍ୟାଳୟରୁ ଡିଗ୍ରୀ ହାସଲ କରିଥିଲେ।


All Right Reserved By Dharitri.Com

Posted inUncategorized View All

ଜୁନାଗଡରେ ପଞ୍ଚାୟତ ସମିତି ବୈଠକ: ନିମ୍ନମାନର ଛତୁଆ ଯୋଗାଣକୁ ନେଇ ଅସନ୍ତୋଷ

ଜୁନାଗଡ,୨୯।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ସଭାଗୃହଠାରେ ଗୁରୁବାର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଥିଲା। ବ୍ଲକ ଅଧ୍ୟକ୍ଷା ନୁର୍ଯ୍ୟ ମାଝିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ...

କଏଦୀଙ୍କୁ କରୋନା ଭୟ: ମୁକୁଳିଲେ ୩୫ଶହ

କଟକ ଅଫିସ୍‌,୧୮ା୪: ରାଜ୍ୟରେ ଥିବା ଜେଲ୍‌ଗୁଡ଼ିକରେ ଅନ୍ତେବାସୀମାନେ କରୋନା ଭୂତାଣୁରେ ଆକ୍ରାନ୍ତ ହେବାର ଆଶଙ୍କା ସୃଷ୍ଟି ହୋଇଥିଲା। ଏଣୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଉଚ୍ଚସ୍ତରୀୟ କମିଟି...

ଝରକା ବାଟେ ବାହାରକୁ ଗରମ ପାଣି ଫିଙ୍ଗିଲେ ସହାୟିକା, ଅଙ୍ଗନଓ୍ବାଡି ଶିଶୁ ଗୁରୁତର

ସୋନପୁର/ବୀରମହାରାଜପୁର,୧୪।୫(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଜଟିଆପାଲି ଅଙ୍ଗନୱାଡି କେନ୍ଦ୍ରରେ ମଙ୍ଗଳବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି। କେନ୍ଦ୍ରର ସହାୟିକା ବେଦମତୀ ମହାକୁର ଶିଶୁକନ୍ୟା...

ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: କାରଣ ଅସ୍ପଷ୍ଟ, ପୋଲିସର ତଦନ୍ତ ଆରମ୍ଭ

ନବରଙ୍ଗପୁର, ୩।୩(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଅନ୍ତର୍ଗତ ଚଡିଆପାରା ଗ୍ରାମର ଏକ ଶାଳଗଛରୁ ମଙ୍ଗଳବାର ପ୍ରେମୀ ଯୁଗଳଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି।...

ରାଜ୍ୟର ପ୍ରଥମ ବିଦେଶ ଡାକଘର ଉଦ୍‌ଘାଟିତ: ଏଣିକି ବିଦେଶରେ ଶୀଘ୍ର ପହଞ୍ଚିବ ଚିଠି, ପାର୍ସଲ

ଭୁବନେଶ୍ୱର, ୨୧।୭ (ବ୍ୟୁରୋ): ଓଡ଼ିଶାରୁ ବିଦେଶକୁ ପଠାଯାଉଥିବା ଚିଠି ଓ ପାର୍ସଲ କୋଲକାତାସ୍ଥିତ ଫରେନ ପୋଷ୍ଟ ଅଫିସ୍‌ର କଷ୍ଟମ ବିଭାଗରେ ଯାଞ୍ଚ ହୁଏ। ଏହାଦ୍ୱାରା ଚିଠି...

ଦେଶରେ ବଢୁଛି ଆର୍ଥିକ ଅସମାନତା

ମୁମ୍ବାଇ,୧୮-୧୦: ଦେଶରେ ଲୋକମାନଙ୍କ ମଧ୍ୟରେ ଆୟର ଆକାଶ ପାତାଳ ତାରତମ୍ୟ ରହିଥିବା ଆଲୋଚନା ହେଉଥିବା ବେଳେ ଏହାକୁ ନେଇ ଅକେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଥାଏ। ଅତି...

Leave a comment

Your email address will not be published. Required fields are marked *