Posted inଜାତୀୟ

ଫାରୁକ୍‌ଙ୍କ ଗିରଫ ହେବା ନେଇ ଶାହଙ୍କୁ ପ୍ରଶ୍ନ କଲେ ସିବଲ୍‌

ନୂଆଦିଲ୍ଲୀ,୧୭।୯: ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବଦୁଲାଙ୍କ ଗିରଫ ନେଇ କଂଗ୍ରେସ ବରିଷ୍ଠ ସଦସ୍ୟ କପିଲ୍‌ ସିବଲ୍‌ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ମଙ୍ଗଳବାର ଟୁଇଟ୍‌ କରି ପ୍ରଶ୍ନ କରିଛନ୍ତି। ଯଦି ଜମ୍ମୁ-କଶ୍ମୀର ସ୍ଥିତିରେ ସୁଧାର ଆସିଛି ତେବେ ଫାରୁକ୍‌ଙ୍କୁ କାହିଁକି ଗିରଫ କରାଯାଇଛି ବୋଲି ସେ କହିଛନ୍ତି। ସରକାର ଜାଣିଶୁଣି ମିଛ କହୁଥିବା ସେ ଅଭିଯୋଗ କରିଛନ୍ତି। ସ୍ଥାନୀୟ ଅଞ୍ଚଳରେ ଦୀର୍ଘ ୪୩ ଦିନ ଧରି ସାଧାରଣ ସ୍ଥିତି ସୃଷ୍ଟି ହୋଇ ପାରି ନ ଥିବା ସିବଲ୍‌ କହିଛନ୍ତି। ଏହାଦ୍ୱାରା ସ୍ଥାନୀୟ ଲୋକେ ହଇରାଣ ହରକତ ହେଉଥିବା ସେ କହିଛନ୍ତି।


All Right Reserved By

ରାଷ୍ଟ୍ରପତି ଶାସନ ୬ ମାସ ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୯ା୬(ପି.ଟି): ଜମ୍ମୁ-କଶ୍ମୀରରେ ଆତଙ୍କବାଦର ମୂଳୋତ୍ପାଟନକୁ ସରକାର ସର୍ବାଧିକ ପ୍ରାଥମିକତା ଦେଉଥିବା ଶୁକ୍ରବାର ଲୋକ ସଭାରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ କହିଛନ୍ତି। ସେଠାରେ ରାଷ୍ଟ୍ରପତି ଶାସନ...

ବିହାରରେ ଜାପାନୀ ଜ୍ୱର ଆତଙ୍କ: ଗଲାଣି ୩୧ ଶିଶୁଙ୍କ ଜୀବନ

ପାଟନା, ୧୨।୬: ବିହାରରେ ଏବେ ଜାପାନୀ ଜ୍ବର ବା ଏନ୍ସେଫାଲାଇଟିସ ଜ୍ବର ଆତଙ୍କ ସୃଷ୍ଟି କରିଛି। ଏଥିରେ ଆକ୍ରାନ୍ତ ହୋଇ ୩୧ ଶିଶୁ ପ୍ରାଣ ହରାଇଲେଣି।...

ସୀମା ପାର ହୋଇ ବର ଯାଉଛନ୍ତି ସତ ହେଲେ ସାଙ୍ଗରେ କନ୍ୟାକୁ ଧରି ଫେରି ପାରୁନାହାଁନ୍ତି

ଜୟପୁର,୧୬।୭: ପାକିସ୍ତାନ ସୀମାକୁ ଲାଗି ରହିଥିବା ରାଜସ୍ଥାନର ଜୈସଲମେର, ବାଡମେର ଓ ଯୋଧପୁରରେ ରହୁଥିବା ସୌଡ଼ା ରାଜପୁତ ପରିବାରର ବରମାନେ ସୀମାପାର ହୋଇ ପାକିସ୍ତାନ ବିବାହ...

ଚନ୍ଦ୍ରୟାନ-୨: ଇସ୍ରୋକୁ ମିଳିଛି ୯୫ ପ୍ରତିଶତ ସଫଳତା

ଶ୍ରୀହରିକୋଟା,୭।୯: ଚନ୍ଦ୍ରୟାନ-୨ ମିଶନ୍‌ରେ ଇସ୍ରୋକୁ ୯୫ ପ୍ରତିଶତ ସଫଳତା ମିଳିଛି। ଲ୍ୟାଣ୍ଡର ବିକ୍ରମ ଅବତରଣ କରିଥିଲେ ଏଥିରେ ଥିବା ରୋଭର ପ୍ରଜ୍ଞା ଚନ୍ଦ୍ରପୃଷ୍ଠର କେତେକ ଫଟୋ...

ବଡୋଦରାରେ ପ୍ରବଳ ବନ୍ୟା: ଘରେ ପଶିଲା କୁମ୍ଭୀର, ୨୨ଟି ଟ୍ରେନ୍‌ ବାତିଲ୍‌

ବଡୋଦରା, ୨।୮: ଗୁଜରାଟରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗତ ୧୨ ଘଣ୍ଟା ମଧ୍ୟରେ ରେକର୍ଡ ୫୫୪ମିଲିମିଟର ବର୍ଷା ହୋଇଥିବା ପାଣିପାଗ...

କର୍ନାଟକରେ ଆତଙ୍କବାଦୀ ଆକ୍ରମଣ ସୂଚନା ମିଥ୍ୟା: ପୂର୍ବତନ ସେନା କର୍ମଚାରୀ ଗିରଫ

ବେଙ୍ଗାଲୁରୁ,୨୭।୪: ଭାରତର ଦକ୍ଷିଣରେ ଥିବା ରାଜ୍ୟ ଗୁଡିକରେ ପ୍ରାୟ ୭ଟି ସ୍ଥାନରେ ଆତଙ୍କବାଦୀ ଆକ୍ରମଣ ଯୋଜନା କରୁଥିବା ଏକ ଫୋନ୍‌ କଲ୍‌ ପାଇବା ପରେ ସବୁଠି...

କୋର୍ଟରେ ପଡ଼ିରହିଛି ସାଢ଼େ ୪୪ ଲକ୍ଷରୁ ଅଧିକ ମାମଲା: ବିଚାରପତିଙ୍କ ଅବସର ବୟସ ସୀମା ବଢ଼ାଇବାକୁ ମୋଦିଙ୍କୁ ଗୋଗୋଇଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୨।୬: ଦେଶର ବିଭିନ୍ନ କୋର୍ଟରେ ସାଢ଼େ ୪୪ ଲକ୍ଷରୁ ଅଧିକ ମାମଲାର ବିଚାର ନ ହୋଇ ପଡ଼ିରହିଛି। ତେବେ ଏହାର ସମାଧାନ ପାଇଁ ସୁପ୍ରିମ୍‌କୋର୍ଟ...

ମୋଦିଙ୍କ ଭାଷଣ ପ୍ରସାରଣ ନ କରିବାରୁ ଚେନ୍ନାଇ ଦୂରଦର୍ଶନ ଅଧିକାରୀ ନିଲମ୍ବିତ

ଚେନ୍ନାଇ,୨।୧୦: ପ୍ରସାର ଭାରତୀ ପକ୍ଷରୁ ଚେନ୍ନାଇ ଦୂରଦର୍ଶନ କେନ୍ଦ୍ର ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଆଇଆଇଟି ମାଡ୍ରାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଉଥିବା ଭାଷଣକୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *