Posted inଜାତୀୟ

ମାୟାବତୀଙ୍କୁ ଝଟ୍‌କା: କଂଗ୍ରେସ ହାତ ଧରିଲେ ୬ ବିଏସ୍‌ପି ବିଧାୟକ

ଜୟପୁର,୧୭।୯: ରାଜସ୍ଥାନର ପଞ୍ଚାୟତ ନିର୍ବାଚନ ପୂର୍ବରୁ ମାୟାବତୀଙ୍କୁ ଲାଗିଛି ଝଟ୍‌କା। କାରଣ ଏଠାକାର ବହୁଜନ ସମାଜ ପାର୍ଟିର ୬ ଜଣ ବିଧାୟକ କଂଗ୍ରେସରେ ଯୋଗ ଦେଇଛନ୍ତି। ଏହା ବିଏସ୍‌ପି ପାଇଁ ଏକ ବଡ ଝଟ୍‌କା ବୋଲି କୁହାଯାଉଛି। ସୋମବାର ଏମାନେ କଂଗ୍ରେସରେ ଯୋଗ ଦେଇଥିବା ବେଳେ ଏବେ ଏଠାରେ କଂଗ୍ରେସର ସ୍ଥିତି ଦୃଢ ହୋଇଛି ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଛି। ତେବେ ସାମ୍ପ୍ରଦାୟିକ ଶକ୍ତିର ମୁକାବିଲା କରିବାକୁ ଏମାନେ କଂଗ୍ରେସରେ ଯୋଗ ଦେଇଥିବା କହିଛନ୍ତି।


All Right Reserved By Dharitri.Com

ୟେଦୁରପ୍ପାଙ୍କୁ ଆମେ ସହଯୋଗ କରିବୁ: କୁମାରସ୍ବାମୀ

ବେଙ୍ଗାଲୁରୁ,୨୯।୭: କର୍ନାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ସୋମବାର ବହୁମତରେ ବିଜୟୀ ହୋଇ ଶାସନ କରନ୍ତୁ ଯେଦୁରପ୍ପା, ଆମେ ତାଙ୍କୁ ସହଯୋଗ କରିବୁ ବୋଲି...

ଝିଅ ବିବାହର ଗୋଟିଏ ଦିନ ପୂର୍ବରୁ ୨୫ ବର୍ଷ ଧରି ଲିଭ୍‌ଇନ୍‌ରେ ରହୁଥିବା ମାତାପିତା କଲେ ବିବାହ

ଭୋପାଳ, ୧୬।୬: ମଧ୍ୟପ୍ରଦେଶରେ ଘଟିଛି ଏକ ନିଆରା ଘଟଣା। ଏଠାରେ ଝିଅ ବିବାହର ଗୋଟିଏ ଦିନ ପୂର୍ବରୁ ୨୫ ବର୍ଷ ଧରି ଲିଭ୍‌ଇନ୍‌ରେ ରହୁଥିବା ମାତାପିତା...

ଆକାଶରୁ ରୁପା ବର୍ଷା!

ପାଟନା,୬।୧୧: ବିହାର ରାଜ୍ୟ ସୀତାମାଢ଼ିର ସୁରସଣ୍ଡରେ ଆକାଶରୁ ରୁପା ବର୍ଷା ହେଉଥିବା ଖବର ସାମ୍ନାକୁ ଆସିଛି। ବୁଧବାର ସକାଳେ ଟାଓ୍ବାର ଛକରୁ ବରାହି ଗାଁକୁ ଯାଉଥିବା...

ଜେଲ୍‌ରୁ ମୁକୁଳିଲେ ହନିପ୍ରୀତ୍‌

ପଞ୍ଚକୁଲା, ୭ା୧୧(ଆଇଏଏନ୍‌ଏସ୍‌): ଜେଲ୍‌ରେ ଥିବା ଡେରା ସଚ୍ଚା ସୌଦା ମୁଖ୍ୟ ହର୍‌ମିତ୍‌ ରାମରହିମ୍‌ ସିଂଙ୍କ ପାଳିତା କନ୍ୟା ହନିପ୍ରୀତ୍‌ ଇନ୍‌ସାନ୍‌ଙ୍କୁ ବୁଧବାର ଅମ୍ବାଲା କେନ୍ଦ୍ରୀୟ ଜେଲ୍‌ରୁ...

ଇସ୍ରୋ ବୈଜ୍ଞାନିକଙ୍କ ଦରମା କଟିଲା

ନୂଆଦିଲ୍ଲୀ, ୧୨।୭:ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର (ଇସ୍ରୋ)ରେ କାର୍ଯ୍ୟରତ ବୈଜ୍ଞାନିକ ଏବଂ ଇଞ୍ଜିନିୟରଙ୍କ ଦରମା କାଟିଦେଇଛନ୍ତି କେନ୍ଦ୍ର ସରକାର। ୨୦୧୯, ଜୁନ୍‌ ୧୨ରେ ସରକାରଙ୍କ ପକ୍ଷରୁ...

ଆରୋଗ୍ୟ ନ ହେବା ଭଳି ରୋଗରେ ପୀଡିତ କଂଗ୍ରେସ: ମୋଦି

ସୋନିପଥ,୧୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ହରିୟାଣା ବିଧାନସଭା ନିର୍ବାଚନ ପାଇଁ ପ୍ରଚାରରେ ଯାଇଛନ୍ତି। ହରିୟାଣା ସୋନିପଥର ଗୋହାନାଠାରେ ସେ ଏକ ଜନସଭାକୁ ସମ୍ବୋଧନ ଦେବା...

ଇସ୍ତଫା ଦେଲେ ଫଡନବିଶ

ମୁମ୍ବାଇ,୮।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଶୁକ୍ରବାର ଅପରାହ୍ନରେ ରାଜ୍ୟପାଳ ଭଗତ ସିଂ କୋଶୟାରୀଙ୍କୁ ତାଙ୍କର ଇସ୍ତଫା ପତ୍ର ପଦାନ କରିଛନ୍ତି। ରାଜ୍ୟପାଳ ମଧ୍ୟ ତାଙ୍କ...

ପ୍ରତିରକ୍ଷା ବିଭାଗ ସମ୍ଭାଳିବା ପୂର୍ବରୁ ଓ୍ବାର ମେମୋରିୟାଲ ପହଞ୍ଚିଲେ ରାଜନାଥ

ନୂଆଦିଲ୍ଲୀ,୧।୬: ମୋଦି ସରକାରରେ ପ୍ରତିରକ୍ଷା ବିଭାଗ ମିଳିଛି ବରିଷ୍ଠ ନେତା ରାଜନାଥ ସିଂଙ୍କୁ। ଶୁକ୍ରବାର ତାଙ୍କୁ ଏହି ଦାୟିତ୍ୱ ମିଳିଛି। ଶନିବାର ଦାୟିତ୍ୱ ଗ୍ରହଣ ପୂର୍ବରୁ...

Leave a comment

Your email address will not be published. Required fields are marked *