Posted inUncategorized

ପ୍ରଜାପତି ଉଡାଇଲେ ମୋଦି

କେବଡିଆ,୧୭।୯: ପ୍ରଧାନମନ୍ତ୍ରୀ ନରନ୍ଦ୍ର ମୋଦି ମଙ୍ଗଳବାର ୬୯ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ସେ ଗୁଜରାଟର ନର୍ମଦା ନଦୀ ନିକଟରେ ଥିବା ଷ୍ଟାଚ୍ୟୁ ଅଫ୍‌ ୟୁନିଟି ବୁଲି ଦେଖିବା ସହ ସେଠାରେ କେତେଗୁଡିଏ ବିକାଶ ପରିଯୋଜନା ମଧ୍ୟ ନିରିକ୍ଷଣ କରିଥିଲେ। ଏହି ସମୟରେ ସେଠାରେ ଥିବା ବଟର ଫ୍ଲାଏ ଗାର୍ଡନକୁ ମଧ୍ୟ ମୋଦି ଯାଇଥିଲେ। ଆଉ ସେଠାରେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା କପଡାର ଏକ ବ୍ୟାଗରେ ଭର୍ତ୍ତି ହୋଇ ରହିଥିବା ରଙ୍ଗ ବେରଙ୍ଗର ପ୍ରଜାପତିଙ୍କୁ ମୁକ୍ତ ଆକାଶରେ ଉଡାଇ ଦେଇଥିଲେ। ଏହି ସମୟରେ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ମଧ୍ୟ ଉପସ୍ଥିତି ଥିଲେ।


All Right Reserved By Dharitri.Com

Posted inUncategorized View All

୨ ବିଷାକ୍ତ ସାପ ଉଦ୍ଧାର

ଢେଙ୍କିକୋଟ, ୧୭ା୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଢେଙ୍କିକୋଟ ଫରେଷ୍ଟ ସେକ୍ସନ ଖଣ୍ଟ ଘର ପଞ୍ଚାୟତ କାଶିବେଡା ଗ୍ରାମରୁ ଗୁୁରୁବାର ଅପରାହ୍ନରେ ୨ଟି ବିଷଧର ସାପକୁ ବନବିଭାଗ ତରଫରୁ...

ଦିନିକିଆ ପଦାର୍ପଣକୁ ମନେ ପକାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୬।୧୦- ଭାରତୀୟ ଅଲରାଉଣ୍ଡର ବୁଧବାର ନିଜ ଦିନିକିଆ ପଦାର୍ପଣବେଳର ଏକ ଫଟୋ ଶେୟାର କରିଛନ୍ତି। ଉକ୍ତ ଫଟୋରେ ତାଙ୍କୁ ପୂର୍ବତନ ଭାରତୀୟ ଅଧିନାୟକ କପିଳ ଦେବ...

କୋହଲି ହିଁ ରହିବେ ଆରସିବି ଅଧିନାୟକ

ବେଙ୍ଗାଲୁରୁ,୨୦।୯: ୨୦୧୩ଠାରୁ ବିରାଟ କୋହଲିଙ୍କ ନେତୃତ୍ୱରେ ରୟାଲ ଚାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଥରେ ହେଲେ ଆଇପିଏଲ ଟ୍ରଫି ହାସଲ କରିପାରି ନାହଁି। ହେଲେ ଫ୍ରାଞ୍ଚାଇଜ ଦଳର...

ଜାଲ୍‌ ସାର୍ଟିଫିକେଟରେ ଚାକିରି ହଡ଼ପ

ନୂଆଦିଲ୍ଲୀ,୨୪ା୧୦(ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶରେ ଅନୁସୂଚିତ ଜନଜାତିଙ୍କ ଲାଗି ସଂରକ୍ଷିତ ହଜାର ହଜାର ସରକାରୀ ଚାକିରି ହଡ଼ପ ହୋଇଛି। ଜିଲାପାଳଙ୍କଠାରୁ ଆରମ୍ଭ କରି ସ୍ଥାନୀୟ ପ୍ରଶାସନର ଜ୍ଞାତସାରରେ ଚାଲିଥିଲା...

ଡେଙ୍ଗୁ ନିରାକରଣ ଚିନ୍ତା: ସଚେତନତା ଅଭିଯାନକୁ ବ୍ୟାପକ କରିବାକୁ ଗୁରୁତ୍ୱ

ସୋନପୁର,୧୯।୭(ନି.ପ୍ର.): ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଡେଙ୍ଗୁ ନିରାକରଣ ମାସ ଉପଲକ୍ଷେ ଜିଲାସ୍ତରୀୟ ସଚେତନତା ସଭା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସଭାରେ ଅଧ୍ୟକ୍ଷତା କରି...

କୁକୁର ଏବଂ ହେଟାବାଘଙ୍କର ସମାନ ଗୁଣ: ସାଥୀଙ୍କୁ ସହଯୋଗ କରିବାରେ ନିପୁଣ…

କୁକୁର ଏବଂ ହେଟାବାଘ ମଧ୍ୟରେ ବହୁ ସମାନ ଗୁଣ ରହିଥାଏ। କୁକୁର ମାଲିକଙ୍କର ଅତି ବିଶ୍ୱସ୍ତ ହୋଇଥାଏ। ଏହା ସହିତ କୁକୁର ଅସୁବିଧାରେ ପଡ଼ିଥିବା ଅନ୍ୟ...

Leave a comment

Your email address will not be published. Required fields are marked *