୮୬୬ ନୂଆ ହିତାଧିକାରୀଙ୍କୁ ଭର୍ତ୍ତା, କାର୍ଡ ପ୍ରଦାନ

କୋକସରା,୭ା୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ପ୍ରଶାସନ ପକ୍ଷରୁ ବୁଧବାର ବ୍ଲକର ୨୨ ପଞ୍ଚାୟତର ମଧୁବାବୁ ପେନ୍‌ସନ୍‌ ଯୋଜନାରେ ନୂତନ ଭାବେ ସାମିଲ ହୋଇଥିବା ୮୬୬ ଜଣ ହିତାଧିକାରୀଙ୍କୁ ଭତ୍ତା ଓ କାର୍ଡ ପ୍ରଦାନ କରାଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଦୀପକ କୁମାର ବେହେରାଙ୍କ ପରିଚାଳନାରେ କାର୍ଡ ପ୍ରଦାନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରଓ୍ବାଲ, ବିଡିଓ ଉତ୍ତମ କୁମାର ବାଗ, ଗମ୍ଭାରୀଗୁଡ଼ା ସରପଞ୍ଚ ଇଶରାମ ସୁନାନୀ, ଡହଗାଁ ସରପଞ୍ଚ କୁଞ୍ଜଳତା ନାଏକ, କାଉଡୋଳା ସମିତି ସଭ୍ୟା ବୈଦେହୀ ବେଶ୍ରା, ପଞ୍ଚାୟତ ନିର୍ବାହୀ ଅଧିକାରୀମାନେ ଉପସ୍ଥିତ ରହି ହିତାଧିକାରୀଙ୍କୁ ବୁଧବାର ପ୍ରଥମ ପର୍ଯ୍ୟାୟରେ ୧୧ ପଞ୍ଚାୟତର ହିତାଧିକାରୀମାନଙ୍କୁ କାର୍ଡ ପ୍ରଦାନ କରିଛନ୍ତି। ଗୁରୁବାର ୧୧ ପଞ୍ଚାୟତର ଅନ୍ୟ ହିତାଧିକାରୀଙ୍କୁ ଭତ୍ତା ଓ କାର୍ଡ ପ୍ରଦାନ କରାଯିବା ନେଇ ବିଏସ୍‌ଏସ୍‌ଓ ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଫୁଟବଲରେ କର୍ଲାମୁଣ୍ଡା ବ୍ଲକ ଚାମ୍ପିୟନ, ୩ ଖେଳାଳି ରାଜ୍ୟସ୍ତରକୁ ମନୋନୀତ

କର୍ଲାମୁଣ୍ଡା,୩।୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲ୍ଲାସ୍ତରୀୟ ବିଦ୍ୟାଳୟ ଖେଳକୁଦ ପ୍ରତିଯୋଗିତାରେ କର୍ଲାମୁଣ୍ଡା ବ୍ଲକକୁ ମିଳିଛି ବଡ଼ ସଫଳତା। ୧୭ ବର୍ଷରୁ କମ ବର୍ଗର ଫୁଟବଲ ପ୍ରତିଯୋଗିତାରେ କର୍ଲାମୁଣ୍ଡା…

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

କେସିଙ୍ଗା ଏନ୍‌ଏସିରେ ସ୍ବଚ୍ଛତା ଅଭିଯାନ

କେସିଙ୍ଗା,୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବଚ୍ଛତା ହିଁ ସେବା ଓ ସଫେଇ ଅଭିଯାନ ୨୦୨୬ ଶୁକ୍ରବାର ପାଳିତ ହୋଇଯାଇଛି। ଏହି…

ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା

କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?