ମୋଦିଙ୍କ ଜନ୍ମଦିନରେ ଟୁଇଟ୍‌ କରି ଲୋକହସା ହେଲେ ପାକ୍‌ ମନ୍ତ୍ରୀ

ଇସ୍‌ଲାମାବାଦ,୧୭।୯: ପାକିସ୍ତାନ ବିଜ୍ଞାନ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଫୟାଦ ଚୌଧୁରୀ ପୁଣିଥରେ ବିବାଦୀୟ ବୟାନ ଦେଇ ଆସିଛନ୍ତି ଚର୍ଚ୍ଚାକୁ। କେବଳ ଚର୍ଚ୍ଚାକୁ ନୁହେଁ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମ ଦିନରେ ଏମିତି କିଛି ଟୁଇଟ୍‌ କରିଛନ୍ତି ଯାହାକୁ ନେଇ ତାଙ୍କ ନିଜ ଦେଶର ଲୋକେ ହିଁ ତାଙ୍କୁ ଟ୍ରୋଲ୍‌ କରିଛନ୍ତି। ଫୟାଦ୍‌ ତାଙ୍କ ଟୁଇଟରରେ ମୋଦିଙ୍କୁ ତଥା ଭାରତକୁ ଭର୍ତ୍ସନା କରି ଲେଖିଛନ୍ତି। ଫଳରେ ଟୁଇଟରରେ ତାଙ୍କୁ ଏହାର ଉତ୍ତର ମଧ୍ୟ ମିଳିଯାଇଛି। ଜଣେ ଟୁଇଟର ୟୁଜର ଲେଖିଛନ୍ତି ଲଢିବାର ଅଛି ଯଦି ଟେକ୍ନୋଲୋଜି ଓ ଗଣତନ୍ତ୍ରରେ ଲଢିବା ଶିଖ। ଖରାପ ଶବ୍ଦ ପ୍ରୟୋଗ କରି କେହି କେବେ ବିଜୟୀ ହୋଇନାହିଁ କି ସମ୍ମାନ ପାଇନାହିଁ। ଉକ୍ତ ଟୁଇଟରକୁ ଦେଖି ପାକିସ୍ତାନର ଜଣେ ପ୍ରଫେସର କେବଳ ଫୟାଦଙ୍କୁ ନୁହେଁ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ମଧ୍ୟ କିଛି ଉପଦେଶ ଦେଇଛନ୍ତି। ଆଉ କେତେଜଣ କହିଛନ୍ତି ଫୟାଦ ସାହେବଙ୍କର କିଛି କାମ ବୋଧହୁଏ ନାହିଁ । ସକାଳୁ ସକାଳୁ ଏପରି ଶବ୍ଦ ପ୍ରୟୋଗ କରିବାକୁ ତାଙ୍କୁ ଲାଜ ଲାଗିବା କଥା।


All Right Reserved By Dharitri.Com

ଆମେରିକା ରାଷ୍ଟ୍ରପତି ନିର୍ବାଚନ ଦୌଡ଼ରେ ପୂର୍ବତନ ସେନା ଅଧିକାରୀ

ଓ୍ବାଶିଂଟନ,୨୪।୬: ଆସନ୍ତା ୨୦୨୦ରେ ଆମେରିକା ରାଷ୍ଟ୍ରପତି ନିର୍ବାଚନ ହେବାର ଅଛି। ଏବେ ଏହି ଦୌଡ଼ରେ ଜଣେ ପୂର୍ବତନ ସେନା ଅଧିକାରୀ ସାମିଲ ହୋଇଥିବା କୁହାଯାଉଛି। ଡେମୋକ୍ରାଟିକ୍‌...

ସାର୍କ ବୈଠକ:ଜୟଶଙ୍କର ଉଦ୍‌ବୋଧନ ଦେବାବେଳେ ଉଠି ପଳାଇଲେ ପାକିସ୍ତାନ ବୈଦେଶିକ ମନ୍ତ୍ରୀ

ନ୍ୟୁୟର୍କ,୨୭।୯: ଜାତିସଂଘ ସାଧାରଣ ପରିଷଦ ବୈଠକରେ ସାର୍କ ଦେଶର ବୈଦେଶିକ ମନ୍ତ୍ରୀମାନେ ଉପସ୍ଥିତ ଥିଲେ। ଭାରତର ବୈଦେଶିକ ଏସ୍‌. ଜୟଶଙ୍କର ଉଦ୍‌ବୋଧନ ଦେଉଥିବା ବେଳେ ପାକିସ୍ତାନ...

ଫ୍ୟାଟମ୍ୟାନ୍‌ ଅଗଷ୍ଟ ୯ରେ ନାଗାସାକୀରେ ରଚିଥିଲା ମୃତ୍ୟୁର ତାଣ୍ଡବ

ନୂଆଦିଲ୍ଲୀ/ଟୋକିଓ, ୮।୮: ଜାପାନର ନାଗାସାକୀ ସହରରେ ୭୪ ବର୍ଷ ତଳେ ପରମାଣୁ ବୋମା ତାଣ୍ଡବ ରଚିଥିଲା। ୧୯୪୫ ମସିହା ଅଗଷ୍ଟ ମାସ ୯ ତାରିଖ ପୂର୍ବାହ୍ନ...

ଜୀବନ ଆଶାରେ ମରଣ ମୁହଁରେ:ଆମେରିକା- ମେକ୍ସିକୋ ସୀମା ରିଓ ଗ୍ରାଣ୍ଡେ ନଦୀରେ ଭାସିଗଲେ ଶରଣାର୍ଥୀ ଓ ୨୩ ମାସର ଝିଅ

ସିଉଡାଡ୍‌ ଭିକ୍ଟୋରିଆ/ଓ୍ବାଶିଂଟନ,୨୮।୬:ମେକ୍ସିକୋ ସୀମାରେ ଆମେରିକୀୟ ସେନା ମୁତୟନ ଓ ଶରଣାର୍ଥୀଙ୍କ ପ୍ରତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କଡ଼ା ଆଭିମୁଖ୍ୟକୁ ନେଇ ପୁଣିଥରେ ସୃଷ୍ଟି ହୋଇଛି ବିରାଟ...

ଏହି ଦ୍ୱୀପରେ ରୁହନ୍ତି ଲାଲ୍‌ ରଙ୍ଗର କଙ୍କଡ଼ା

ସିଡ୍‌ନୀ: ଏପରି ଏକ ଦ୍ୱୀପ ରହିଛି ଯେଉଁଠି ରାସ୍ତା ଘାଟ ସବୁଆଡ଼େ କଙ୍କଡ଼ା ବାସ କରୁଥିବା ଦେଖାଯାଇଥାଏ। ଏହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। ତେବେ...

ବାଗଦାଦ୍‌ ଉପରେ ଆମେରିକାର ଏୟାର ଷ୍ଟ୍ରାଇକ୍‌: ଏସିଆ ବଜାରରେ ଅଶୋଧିତ ତୈଳ ଦାମ ବୃଦ୍ଧି

ଓ୍ବାଶିଂଟନ,୩।୧: ଆମେରିକା ଇରାକ୍‌ର ବାଗଦାଦ୍‌ ବିମାନ ବନ୍ଦରରେ ଏୟାର ଷ୍ଟ୍ରାଇକ୍‌ କରିବା ପରେ ଏବେ ଏହାର ପ୍ରଭାବ ଅଶୋଧିତ ତୈଳ ବଜାରରେ ପଡ଼ିଛି। ଏହାଯୋଗୁ ଏସିଆ...

ସିଦ୍ଧୁଙ୍କୁ ଖୋଜିଲେ ଇମ୍ରାନ୍‌: ଭିଡିଓ ଭାଇରାଲ

ଇସ୍‌ଲାମାବାଦ,୧୦।୧୧: କଂଗ୍ରେସ ନେତା ତଥା ପୂର୍ବତନ କ୍ରିକେଟର ନବଜୋତ ସିଂ ସିଦ୍ଧୁ ଶନିବାର କରତାରପୁର କରିଡର ଉଦ୍‌ଘାଟନ ଦିବସରେ ଯୋଗ ଦେଇଥିଲେ। ସେହି ସମୟର ଏକ...

ବ୍ରିଟେନରେ ମହିଳାଙ୍କୁ ବଳାତ୍କାର କରି ଭାରତ ଚାଲିଆସିଥିଲେ ଯୁବକ: ମିଳିଲା ୭ ବର୍ଷ ଜେଲ୍‌ ଦଣ୍ଡାଦେଶ

ଲଣ୍ଡନ, ୫।୬: ବ୍ରିଟେନରେ ଜଣେ ମହିଳାଙ୍କୁ ବଳାତ୍କାର କରି ଭାରତ ପଳାଇଆସିଥିବା ଜଣେ ବ୍ୟକ୍ତିଙ୍କୁ ୭ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି ଅଦାଲତ। ଅଜୟ ରାଣା(୩୫) ନାମକ...

Leave a comment

Your email address will not be published. Required fields are marked *