ଅକ୍ଟୋବର ୨ରୁ ପ୍ଲାଷ୍ଟିକ ବ୍ୟାନ୍‌: ମନ୍ତ୍ରୀ

ଭୁବନେଶ୍ୱର, ୧୭।୯(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ରୁ ସାରା ରାଜ୍ୟରେ ପ୍ଲାଷ୍ଟିକ ବ୍ୟାନ୍‌ ହେବ। ସହରାଞ୍ଚଳ ସମେତ ରାଜ୍ୟରେ ବ୍ୟାନ୍‌ ହେବ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍‌। ମଙ୍ଗଳବାର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ପରେ ଏହା କାର୍ଯ୍ୟକାରୀ ହେବ।
ସୂଚନାଯୋଗ୍ୟ, ସ୍ବାଧୀନତା ଦିବସ ଦିନ ପ୍ଲାଷ୍ଟିକ ବ୍ୟାନ୍‌ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ।


All Right Reserved By

ଘରୋଇ କ୍ଲିନିକ ଲାଗି ଅନଲାଇନ୍‌ ରେଜିଷ୍ଟ୍ରେଶନ୍‌ ଆରମ୍ଭ

ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟରେ ଥିବା  ଘରୋଇ କ୍ଲିନିକ ଲାଗି ଶନିବାର ଅନଲାଇନ୍‌ ରେଜିଷ୍ଟ୍ରେଶନ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହା ଦ୍ୱାରା ପ୍ରାୟ ୧୮ ଶହ ପ୍ରାଇଭେଟ୍‌ କ୍ଲିନିକ୍‌...

ତାତି କମିଲା: ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମପ୍ରବାହ ହ୍ରାସ ପାଇଛି। ତାପମାତ୍ରା ୪୦ ଡିଗ୍ରୀ ତଳକୁ ଖସିଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‌ ମୌସୁମୀଜନିତ ବର୍ଷା ଲାଗିରହିଛି। ଆସନ୍ତା ୭...

ଶିକ୍ଷକଙ୍କ ବଦଳି ବାତିଲ ଦାବି :ଦେଓଗାଁ ପ୍ରାଥମିକ ସ୍କୁଲରେ ତାଲା ବନ୍ଦ

କଣ୍ଟାମାଳ,୨୭।୭ (ଡି.ଏନ.ଏ) ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଦେଓଗାଁ ନୂତନ ପ୍ରକଳ୍ପ ପ୍ରାଥମିକ ସ୍କୁଲରେ ଶୁକ୍ରବାର ୧୦ଟାରେ ଅଭିଭାବକ ଓ ଛାତ୍ରୀଛାତ୍ର ତାଲା ପକାଇ ଧାରଣା...

ନାହାସୋଲ ଜଙ୍ଗଲରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ବାରିପଦା ଅଫିସ,୧୫।୬: ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ ସୁରେଇଡିହି ପଞ୍ଚାୟତ ନାହାସୋଲ ଜଙ୍ଗଲରୁ ଶନିବାର ସକାଳେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। ଶିଶୁର...

ଖୁଦୁରୁକୁଣୀ ଓଷା ଉଦ୍‌ଯାପିତ

  ବିନିକା,୧୦।୯(ଡି.ଏନ୍‌.ଏ.): ଆମର ରାଏଜେ ବାରବାସେ ୧୩ ପରବ୍‌ ପାଲନ୍‌ ହେଉଛେ। ସେ ଭିତ୍‌ରୁ ଖୁଦୁରୁକୁଣୀ ଓଷା ଅଲଗ୍‌ ଆଏ। ଇ ଓଷା ଫିବଛର ଭୁଦୋମାସର...

ସରିନି ଧାନକିଣା, କଟକଣା ଆରମ୍ଭ

ବରଗଡ଼ ଅଫିସ୍‌,୧୭।୬:  ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟକୁ ଆଉ ସପ୍ତାହକ ପରେ ଦେଢ଼ମାସ ବିତିବ । ଏହି ପ୍ରକ୍ରିୟାରେ ଜିଲାରେ ଖୋଲା ଯାଇଥିବା...

ଲୋକସେବା ଭବନରେ ନିଆଁ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ଲୋକସେବା ଭବନରେ ଥିବା ସାଧାରଣ ପ୍ରଶାସନ ବିଭାଗ ରେକର୍ଡ ରୁମ୍‌ରେ ଶନିବାର ଅଗ୍ନିକାଣ୍ଡ ଘଟିଥିଲା। ସକାଳ ପ୍ରାୟ ୭ଟାରେ କାର୍ଯ୍ୟାଳୟରୁ ନିଆଁ ସହ ଧୂଆଁ...

ଚାକିରି ନାଁରେ ଠକେଇ: ଜଣେ ଗିରଫ

କଟକ ଅଫିସ,୯ା୯ : ବିଦେଶରେ ଚାକିରି କରାଇ ଦେବାକୁ କହି ଟଙ୍କା ଠକି ନେବା ଅଭିଯୋଗରେ ବାଦାମବାଡି ପୋଲିସ ସେଖ୍‌ ମୋବିନ ନାମକ ଜଣେ ବ୍ୟକ୍ତିଙ୍କୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *