ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ସଫେଇ କାର୍ଯ୍ୟକ୍ରମ: ସମଲେଇ ମନ୍ଦିରରେ ଝାଡ଼ୁମାରିଲେ କେନ୍ଦ୍ର ମନ୍ତ୍ରୀ

ସମ୍ବଲପୁର,୧୭।୯(ବ୍ୟୁରୋ): ସମ୍ବଲପୁର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇ ମନ୍ଦିରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଉପଲକ୍ଷେ ମଙ୍ଗଳବାର ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଯୋଗଦେଇ ପ୍ରଥମେ ସମଲେଶ୍ୱରୀଙ୍କ ନିକଟରେ ପୂଜାର୍ଚ୍ଚନା କରିଥିଲେ। ପରେ ସେ ମନ୍ଦିର ପରିସରକୁ ଝାଡୁରେ ସଫା କରିଥିଲେ। ଏହି ଅବସରରେ ବରଗଡ଼ ଏମ୍‌ପି ସୁରେଶ ପୂଜାରୀ, ରେଙ୍ଗାଲି ବିଧାୟକ ନାଉରୀ ନାୟକଙ୍କ ସମେତ ଶତାଧିକ ଭାଜପା କର୍ମକର୍ତ୍ତା ଯୋଗଦେଇଥିଲେ ।


All Right Reserved By

ଓଡ଼ିଶାରେ ବିରଳ ଟିଆଇପିଏସ୍‌ ସର୍ଜରି

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଓଡ଼ିଶାରେ ପ୍ରଥମଥର ପାଇଁ ‘ଟ୍ରାନ୍ସଜୁଗୁଲାର ଇଣ୍ଟ୍ରାହେପାଟିକ୍‌ ପୋର୍ଟୋସିଷ୍ଟମିକ୍‌ ସଣ୍ଟ(ଟିଆଇପିଏସ୍‌)’ର ବ୍ୟବହାର କରି ଜଣେ ୪୬ ବର୍ଷୀୟ ରୋଗୀଙ୍କ କ୍ରୋନିକ୍‌ ସିିରୋସିକ୍‌ ଲିଭର୍‌ର ସଫଳ...

ଶିକ୍ଷୟିତ୍ରୀଙ୍କ ଗହଣା ଲୁଟିନେବା ପରେ ବଳାତ୍କାର ଉଦ୍ୟମ

ଦିଗପହଣ୍ଡି,୧୬ା୮(ଡି.ଏନ.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ଅଞ୍ଚଳ ଅପରାଧୀଙ୍କ ଅମରାବତୀ ପାଲଟିଛି। ବୋମା ମାଡ଼, ହତ୍ୟା ଉଦ୍ୟମ, ଲୁଟ, ଛିନ୍‌ତାଇ ଭଳି ଘଟଣା ସମ୍ପୃକ୍ତ...

ବନ୍ଧ୍ୟାକରଣ ଯୋଜନା ଫେଲ୍‌

ବ୍ରହ୍ମପୁର ଅଫିସ,୭ା୬- ବ୍ରହ୍ମପୁର ମହାନଗର ନିଗମରେ ଗୋରୁଗୁଡିକ ଅବାଧ ଚଳପ୍ରଚଳ କରୁଛନ୍ତି ା ଏହା ସହ ବୁଲା କୁକୁରଙ୍କ ସଂଖ୍ୟା ବୃଦ୍ଧି ପାଇଛି। ସହରବାସୀଙ୍କ ପାଇଁ...

ଶ୍ରୀମନ୍ଦିରରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ : ଗୋଇନ୍ଦା ରିପୋର୍ଟ ପରେ ସୁରକ୍ଷା କଡ଼ାକଡ଼ି

ପୁରୀ ଅଫିସ, ୧।୮ : ଶ୍ରୀମନ୍ଦିର ଅସୁରକ୍ଷିତ। ଆତଙ୍କବାଦୀମାନେ ଶ୍ରୀମନ୍ଦିର ଉପରେ ଆକ୍ରମଣ କରିପାରନ୍ତି। ରାଜ୍ୟ ଗୋଇନ୍ଦା ବିଭାଗ ପକ୍ଷରୁ ଏମିତି ଏକ ରିପୋର୍ଟ ଗୁରୁବାର...

ଛାନୁଆ ଗାଁ ରାସ୍ତାରେ ଆଣ୍ଠୁଏ ପାଣି: ଦୁର୍ଦ୍ଦଶା ଭୋଗୁଛନ୍ତି ଶହେ ପରିବାର

ରୂପ୍‌ସା, ୨।୯(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଛାନୁଆ ପଞ୍ଚାୟତର ୧୧ନଂ. ୱାର୍ଡ଼ ଛାନୁଆ ଗାଁ ରାସ୍ତାରେ ବର୍ଷା ଜଳ ଜମି ରହିବା ଯୋଗୁ ପରିସ୍ଥିତି ବେହାଲ...

ନିମାପଡ଼ାରେ ବ୍ୟାପୁଛି ଝାଡ଼ାବାନ୍ତି :୭ ଦିନରେ ୧ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ନିମାପଡ଼ା, ୯।୬(ଡି.ଏନ୍‌.ଏ.)-ପ୍ରଳୟଙ୍କରୀ ବାତ୍ୟା ପରେ ନିମାପଡ଼ା ବ୍ଲକରେ ଝାଡାବାନ୍ତି ବ୍ୟାପିବାରେ ଲାଗିଛି। ଗତ ୭ଦିନ ମଧ୍ୟରେ ୧ହଜାରରୁ ଊର୍ଦ୍ଧ୍ୱ ଲୋକ ଆକ୍ରାନ୍ତ ହୋଇ ନିମାପଡ଼ା ଓ...

ଲୋପ ପାଉଛି ଶାଳବଣ, ସ୍ବପ୍ନ ହେବ ଝୁଣା

ଜୟପୁର,୨୯ା୪(ନି.ପ୍ର.): ଔଷଧୀୟ ଗୁଣ ପାଇଁ ନିଜର ସ୍ବତନ୍ତ୍ର ସ୍ଥାନ ବଜାୟ ରଖିଥିବା ଝୁଣା ଆଗାମୀ ଦିନରେ ଲୋପ ପାଇବା ଆଶଙ୍କା ସୃଷ୍ଟି ହୋଇଛି। ଏହି ଲଘୁ...

ତଦନ୍ତ ଆଳରେ କାଳିଆ ସହାୟତା ପ୍ରଦାନରେ ବିଳମ୍ବ: ଚୂଡାନ୍ତ ରିପୋର୍ଟରେ ସ୍ବଚ୍ଛତା ନେଇ ପ୍ରଶ୍ନବାଚୀ

ରସୁଲପୁର,୮।୯(ଡି.ଏନ.ଏ.)- ସମୟ ଗଡି ଚାଲିଛି, ହେଲେ କାଳିଆ ଦ୍ୱନ୍ଦ୍ୱ ତୁଟୁନି। ତଦନ୍ତ ଆଳରେ ସରକାର ପ୍ରକୃତ ଚାଷୀଙ୍କ ଜମାଖାତାକୁ ଟଙ୍କା ଦେବେରେ ବିଳମ୍ବ କରୁଛନ୍ତି। ସରକାର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *