Posted inUncategorized

ଦୁର୍ଘଟଣାରୁ ରକ୍ଷା ପାଇଲା ଏୟାର ଇଣ୍ଡିଆ ବିମାନ: ଅଳ୍ପକେ ବର୍ତ୍ତିଲେ ୧୫୨ ବିମାନ ଯାତ୍ରୀ

ଭୁବନେଶ୍ୱର, ୧୭ା୯(ବ୍ୟୁରୋ): ଅଳ୍ପକେ ବର୍ତ୍ତିଯାଇଛନ୍ତି ୧୫୨ ଜଣ ବିମାନ ଯାତ୍ରୀ। ଭୁବନେଶ୍ୱରରୁ ମୁମ୍ବାଇ ଯାଉଥିବା ଏୟାର ଇଣ୍ଡିଆ ବିମାନ ଏଆଇ-୬୬୯ ଦୁର୍ଘଟଣାରୁ ରକ୍ଷା ପାଇଯାଇଛି। ସୋମବାର ମୁମ୍ବାଇ ବିମାନ ବନ୍ଦରରେ ଅବତରଣ ବେଳେ ବିମାନଟି ଦୁର୍ଘଟଣାଗ୍ରସ୍ତ ହେବାର ଆଶଙ୍କା କରାଯାଇଥିଲା। ମଙ୍ଗଳବାର ଏୟାର ଇଣ୍ଡିଆ ପକ୍ଷରୁ ସଂପୃକ୍ତ ପାଇଲଟଙ୍କୁ କାର୍ଯ୍ୟରୁ ଅନିର୍ଦ୍ଦିଷ୍ଟ ସମୟ ପାଇଁ ଅବ୍ୟାହତ ରଖାଯାଇଛି ବୋଲି ସୂଚନା ମିଳିଛି।


All Right Reserved By Dharitri.Com

Posted inUncategorized View All

ଅନ୍ୟ ପାଇଁ ଉଦାହରଣ ସାଜିଛନ୍ତି ସୁଜାତା ପ୍ରଧାନ : ନିଜେ ଗଢ଼ିଛନ୍ତି ନିଜ ପରିଚୟ

ବନ୍ତଳା,୨ା୬- ସାତ ଭଉଣୀଭାଇଙ୍କ ମଧ୍ୟରୁ ସେ ହେଉଛନ୍ତି ପାଞ୍ଚ ନମ୍ବର। ଘର ବି ନିପଟ ମଫସଲି ଜଙ୍ଗଲ ଅଧ୍ୟୁଷିତ ଏକ ଗଁ। ରେ। ହେଲେ ଦୃଢ଼...

ଆଜି ୭ ଜିଲାକୁ କାଳବୈଶାଖୀ: ସତର୍କ ସୂଚନା ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର,୨୪।୫(ବ୍ୟୁରୋ)-ଅସହ୍ୟ ତାତିରୁ ମୁକ୍ତି ପାଇଛନ୍ତି ରାଜ୍ୟବାସୀ। ଗତ କିଛିଦିନ ହେବ ରାଜ୍ୟରେ ପ୍ରବଳ ଗରମ ଯୋଗୁ ଲୋକେ ଛଟପଟ ହେଉଥିଲେ। କିନ୍ତୁ ଗୁରୁବାର ପାଗରେ ପରିବର୍ତ୍ତନ...

୨୧ ଅକ୍ଟୋବରରେ ବିଜେପୁର ଉପନିର୍ବାଚନ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ଶନିବାର ତାରିଖ ଘୋଷଣା କରାଯାଇଛି। ଅକ୍ଟୋବର ୨୧ରେ ଏଠାରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ଏ ନେଇ ସେପ୍ଟେମ୍ବର...

ପୁରୁଣା ଲିଙ୍ଗରାଜ ମାର୍କେଟ କମ୍ପ୍ଲେକ୍ସ ଭାଙ୍ଗିବ ପ୍ରଶାସନ

ପୁରୁଣା ଭୁବନେଶ୍ୱର,୨୯।୧୧(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉନ୍ନତୀକରଣ ତଥା ମନ୍ଦିର ଆୟ ବୃଦ୍ଧି ନେଇ ପର୍ଯ୍ୟଟନ ବିଭାଗ, ବିଏମସି ଓ ଦେବୋତ୍ତର ବିଭାଗ ମିଳିତ ପ୍ରୟାସରେ...

ଏପିଡିଙ୍କ ସନ୍ଦେହଜନକ ମୃତ୍ୟୁ: କ୍ୱାର୍ଟର୍ସ କବାଟ ଭାଙ୍ଗି ଉଦ୍ଧାର କରାଗଲା ମୃତଦେହ

ଫୁଲବାଣୀ ଅଫିସ, ୨୧ା୬- କନ୍ଧମାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ) ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ(ଏପିଡି) ଧ୍ରୁବ କୁମାର ସିଂ(୩୭)ଙ୍କ ମୃତଦେହ ଶୁକ୍ରବାର ତାଙ୍କ କ୍ୱାର୍ଟର୍ସରୁ...

କଟେକଲ୍ୟାଣରେ ଡିଆର୍‌ଜି ଯବାନ-ମାଓବାଦୀ ମୁହାଁମୁହିଁ

ରାୟପୁର,୮।୧୦: ଛତିଶଗଡ଼ କଟେକଲ୍ୟାଣରେ ଡିଆର୍‌ଜି ଯବାନ ଏବଂ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଛି ଏବଂ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି।...

ସୌଦି ରାଜକୁମାରଙ୍କୁ ଭେଟିଲେ ଡୋଭାଲ

ରିଆଦ୍‌,୨।୧୦: ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା(ଏନଏସ୍‌ଏ) ଅଜିତ ଡୋଭାଲ ବୁଧବାର ସୌଦି ରାଜକୁମାର ମହମ୍ମଦ ବିନ୍‌ ସଲମାନଙ୍କୁ ଭେଟିଛନ୍ତି। ପ୍ରାୟ ୨ଘଣ୍ଟା ଧରି ଡୋଭାଲ ଓ ରାଜକୁମାରଙ୍କ...

Leave a comment

Your email address will not be published. Required fields are marked *