ଭୁବନେଶ୍ୱରରେ ଆଉ ୮୭ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୮।୭(ବ୍ୟୁରୋ)- ଶନିବାର ଭୁବନେଶ୍ୱରରେ ଆଉ ୮୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନରୁ ୪୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୪ହାଇ ନୟାପଲ୍ଲୀ ତ୍ରିନାଥ ନଗର ବସ୍ତିରୁ ୪ ଲୋକାଲ କଣ୍ଟାକ୍ଟ କେସ, ଗୌତମ ନଗର ହରିହର ଏନକ୍ଲେଭରୁ ୩ ଜଣ, ଗଙ୍ଗନଗର ପିଚୁ ପଡିଆ ବସ୍ତିରୁ ୨, ଶୈଳଶ୍ରୀ ବିହାରରୁ ୨, ଦୂରଦର୍ଶନ କେନ୍ଦ୍ର ପାଖରେ ଥିବା ଏକ ଘରୋଇ ହସ୍ପିଟାଲ ୨ କର୍ମଚାରୀ, କାନନବିହାର ଫେଜ ୧ରେ ଗୋଟିଏ ପରିବାରରୁ ୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ନୟାପଲ୍ଲୀ ବ୍ରିଟ କଲୋନୀରୁ ୩, ବିଜେବି ନଗରର, ଡମଣାରୁ ୩, ଲକ୍ଷ୍ମୀସାଗରରୁ ୨, ମୈତ୍ରୀ ବିହାରରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୦କୁ ବୃଦ୍ଧି ଘଟିଛି। ଏମାନଙ୍କ ମଧ୍ୟରୁ ୪୯୪ ଜଣ ସୁସ୍ଥ ହୋଇଥିଲାବେଳେ ୧୧ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୬୨୪ ଆକ୍ଟିଭ କେସ ରହିଛି। ଏ ନେଇ ବିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?