ଚୋରା ଚାଲାଣ ବେଳେ ୮୭ କଇଁଛ ଉଦ୍ଧାର, ଜଣେ ଗିରଫ

ବାଲେଶ୍ୱର ଅଫିସ,୭ା୯: ବାଲେଶ୍ୱର ଜିଲା ଜଳେଶ୍ୱର ବନ ବିଭାଗ ପକ୍ଷରୁ ୮୭ଟି କଇଁଛ ଉଦ୍ଧାର ହୋଇଛି। ସୂଚନାନୁଯାୟୀ, ୬୦ ନମ୍ବର ଜାତୀୟ ରାଜପଥ ଦେଇ ପଶ୍ଚିମବଙ୍ଗକୁ କଇଁଛ ଚୋରା ଚାଲାଣ ହେଉଥିବା ବିଶେଷ ସୂତ୍ରରୁ ଖବର ପାଇବା ପରେ ମଙ୍ଗଳବାର ବିଳମ୍ବିତ ରାତିରେ ବନ ବିଭାଗର ୫ ଜଣିଆ ଟିମ୍‌ ରାଜଘାଟ ନାକା ପଏଣ୍ଟ ନିକଟରେ ଚଢ଼ାଉ କରିଥିଲା। ବାଇକ୍‌ ଯୋଗେ ବସ୍ତାରେ ପ୍ୟାକିଂ କରି ପଶ୍ଚିମବଙ୍ଗ ଚାଲାଣ ବେଳେ ଜଣେ ଯୁବକଙ୍କୁ ଗିରଫ ସହିତ ୮୭ଟି କଇଁଛ ଉଦ୍ଧାର କରିଛି ଟିମ୍‌। ଗିରଫ ଯୁବକଙ୍କ ଘର ପଶ୍ଚିମବଙ୍ଗ କୋଡ଼ିଆ ଗ୍ରାମର ଦେବବ୍ରତ ଦେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାସକ୍ତଙ୍କୁ ଧରିବାକୁ ପୋଲିସ ସଜାଗ

ବ୍ରହ୍ମପୁର ଅଫିସ,୨।୬: ବ୍ରହ୍ମପୁର ସହରରେ ପୋଲିସ ନିଶାସକ୍ତ ଚାଳକଙ୍କୁ ଧରିବା ପାଇଁ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରିଛି। ନିଶାସକ୍ତ ଅବସ୍ଥାରେ ଗାଡି ଚଳାଉଥିବା ଚାଳକଙ୍କୁ ପୋଲିସ ଥାନାକୁ...

ନାବାଳିକା ଅପହରଣ, ବଳାତ୍କାର ମାମଲାରେ ଜଣେ ଗିରଫ

ଜୟପୁର, ୨୨।୯(ପବନ ପାଣିଗ୍ରାହୀ): ନାବାଳିକାକୁ ଅପହରଣ ଓ ବଳାତ୍କାର ମାମଲାରେ ଜଣେ ଅଭିଯୁକ୍ତଙ୍କୁ ଜୟପୁର ଟାଉନ ପୋଲିସ ଗିରଫ କରିଛି। ସେ ହେଲେ ଅଭିଯୁକ୍ତ ଢେପଗୁଡ଼ାର...

ଚିକିତ୍ସାଧୀନ ଅସୁସ୍ଥ ହାତୀର ମୃତ୍ୟୁ

କେନ୍ଦୁଝର,୭ା୮(ସ୍ବ.ପ୍ର.): କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜ ଅଧିନସ୍ଥ ତଳ ଚମ୍ପେଇ ପଞ୍ଚାୟତ ସିନ୍ଦୁରିଆ ଜଙ୍ଗଲରେ ଅସୁସ୍ଥ ହୋଇ ଚିକିତ୍ସାଧୀନ ଥିବା ଏକ...

ବାପାଙ୍କୁ ହାଣି ପୁଅ ଫେରାର

ରେଢାଖୋଲ,୭ା୨(ଡି.ଏନ.ଏ.): ବାପାଙ୍କୁ କଟୁରିରେ ହାଣି ପୁଅ ରାମଚନ୍ଦ୍ର ସାହୁ ଫେରାର ହେବା ଭଳି ଏକ ଅଭାବନୀୟ ଘଟଣା ରେଢାଖୋଲ ଥାନା କୁଶାପାଲି ଗ୍ରାମରେ ଘଟିଛି। ଏ...

ଭାଜପା ନେତା ଜୟନାରାୟଣ ମହାନ୍ତିଙ୍କ ପୁଅଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ: ୧୦ ଫୁଟ୍‌ ତଳକୁ ଖସିଲା ଗାଡ଼ି

ବାଲେଶ୍ୱର ଅଫିସ,୨।୧- ବାଲେଶ୍ୱର ଜିଲା ଜଳେଶ୍ୱରର ପୂର୍ବତନ ବିଧାୟକ ତଥା ଭାଜପା ନେତା ଜୟନାରାୟଣ ମହାନ୍ତିଙ୍କ ପୁଅ ଦିବ୍ୟକାମ ମହାନ୍ତିଙ୍କ କାର୍‌ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇଛି।...

ଟେଣ୍ଟ ହାଉସ ମାଲିକ କାନ ଧରି ଭୁଲ୍‌ ମାଗିଲେ

ରୂପ୍‌ସା,୧୦।୯(ଡି.ଏନ୍‌.ଏ.): କୋଟି କୋଟି ଓଡ଼ିଆଙ୍କ ଆରାଧ୍ୟଦେବତା ଶ୍ରୀଜଗନ୍ନାଥଙ୍କ ପ୍ରତିମାଙ୍କୁ ଏକ ପିକ୍‌ଅପ ଭ୍ୟାନ ପଛପଟେ ବାନ୍ଧି ନିଆଯିବା ଭିଡିଓ ଭାଇରାଲ ହେବା ପରେ ବିଭିନ୍ନ ମହଲରେ...

ଏବେ ଖୋଲିବନି ସ୍କୁଲ: ମନ୍ତ୍ରୀ

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଚଳିତମାସରେ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ନେଇ ଯେଉଁ ନିଷ୍ପତ୍ତି ହୋଇଥିଲା ତାକୁ ରାଜ୍ୟ ସରକାର ସାମୟିକ ଭାବେ ସ୍ଥଗିତ ରଖିଛନ୍ତି।...

ନିଆଁରେ ପୋଡ଼ି ୨ ମୃତ, ୩ ଗୁରୁତର

ରାୟଗଡ଼ା ଅଫିସ,୧୮ା୩: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ପଞ୍ଚାୟତ ସଦର ଅଞ୍ଚଳରେ ଗୁରୁବାର ଘରେ ନିଆଁ ଲାଗି ଗୋଟିଏ ପରିବାରର ୫ ଜଣ ପୋଡ଼ିହୋଇ...

Advertisement
Archives

Model This Week