ଚୋରା ଚାଲାଣ ବେଳେ ୮୭ କଇଁଛ ଉଦ୍ଧାର, ଜଣେ ଗିରଫ

ବାଲେଶ୍ୱର ଅଫିସ,୭ା୯: ବାଲେଶ୍ୱର ଜିଲା ଜଳେଶ୍ୱର ବନ ବିଭାଗ ପକ୍ଷରୁ ୮୭ଟି କଇଁଛ ଉଦ୍ଧାର ହୋଇଛି। ସୂଚନାନୁଯାୟୀ, ୬୦ ନମ୍ବର ଜାତୀୟ ରାଜପଥ ଦେଇ ପଶ୍ଚିମବଙ୍ଗକୁ କଇଁଛ ଚୋରା ଚାଲାଣ ହେଉଥିବା ବିଶେଷ ସୂତ୍ରରୁ ଖବର ପାଇବା ପରେ ମଙ୍ଗଳବାର ବିଳମ୍ବିତ ରାତିରେ ବନ ବିଭାଗର ୫ ଜଣିଆ ଟିମ୍‌ ରାଜଘାଟ ନାକା ପଏଣ୍ଟ ନିକଟରେ ଚଢ଼ାଉ କରିଥିଲା। ବାଇକ୍‌ ଯୋଗେ ବସ୍ତାରେ ପ୍ୟାକିଂ କରି ପଶ୍ଚିମବଙ୍ଗ ଚାଲାଣ ବେଳେ ଜଣେ ଯୁବକଙ୍କୁ ଗିରଫ ସହିତ ୮୭ଟି କଇଁଛ ଉଦ୍ଧାର କରିଛି ଟିମ୍‌। ଗିରଫ ଯୁବକଙ୍କ ଘର ପଶ୍ଚିମବଙ୍ଗ କୋଡ଼ିଆ ଗ୍ରାମର ଦେବବ୍ରତ ଦେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା, ସ୍ବାମୀ ଗିରଫ

ଡାବୁଗାଁ,୨।୯(ଡି.ଏନ.ଏ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ ସରଗୁଡା ଗ୍ରାମରେ ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ଟାଙ୍ଗିଆରେ ହାଣି ରବିବାର ବିଳମ୍ବିତ ରାତିରେ ହତ୍ୟା...

ମୃତ ବଉଳା କୁମ୍ଭୀର ଉଦ୍ଧାର

ରାଜନଗର,୧୭।୧୧(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟରେ ପ୍ରବାହିତ ପାଟ୍ଟଶାଳା ନଦୀରୁ ସୋମବାର ୬ ଫୁଟ ଲମ୍ବର ମାଈ କୁମ୍ଭୀର ମୃତଦେହ ଉଦ୍ଧାର ହୋଇଛି।...

ହୀରାକୁଦ ଡ୍ୟାମ୍‌ର ଖୋଲିଲା ଆଉ ୪ ଗେଟ୍‌

ସମ୍ବଲପୁର, ୧୩।୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଶନିବାର ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌ ଖୋଲିଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୨୪ଟି ଗେଟ୍‌...

ପ୍ରଫେସର ଦେବେନ୍ଦ୍ର ଦାଶଙ୍କୁ ନଗେନ୍ଦ୍ରନାଥ ସ୍ମୃତି ସମ୍ମାନ

ଭୁବନେଶ୍ୱର, ୯ା୧୧(ବ୍ୟୁରୋ): ଅଖିଳ ଭାରତ ସାହିତ୍ୟ ପରିଷଦ, ଓଡ଼ିଶା ପକ୍ଷରୁ ବିଶିଷ୍ଟ ଲେଖକ ଡ. ଦେବେନ୍ଦ୍ର ନାଥ ଦାଶଙ୍କୁ ଚଳିତବର୍ଷ ‘୨ୟ ନଗେନ୍ଦ୍ରନାଥ ସ୍ମୃତି ସମ୍ମାନ’...

ନବୀନଙ୍କ ନୂଆ ଲୁକ୍‌: ଟ୍ରାକ୍‌ଶୁଟ୍‌ ପିନ୍ଧି ଷ୍ଟାଡିୟମରେ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୋମବାର କଳିଙ୍ଗ ଷ୍ଟାଡିୟମରେ ନୂଆ ଲୁକ୍‌ରେ ଦେଖିବାକୁ ମିଳିଛି। କଳା -ଧଳା ଟ୍ରାକ ପ୍ୟାଣ୍ଟ ଏବଂ ଟି-ଶର୍ଟ ଫିନ୍ଧି ମୁଖ୍ୟମନ୍ତ୍ରୀ...

ଗୁଳି କରିବା ପରେ ବୁଝିଲାନି ମନ, ପୁଣି ଯୁବକଙ୍କ ମୁଣ୍ଡକୁ କଟୁରିରେ ହାଣିଲେ ଦୁର୍ବୃତ୍ତ

ବାଲେଶ୍ୱର ଅଫିସ,୩୧ା୧୦: ବାଲେଶ୍ୱର ସଦର ଥାନା ଅନ୍ତର୍ଗତ କୁରୁଡ଼ା ଛକରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କ ମୁଣ୍ଡକୁ ଗୁଳି କରିବା...

ଏମ୍‌କେସିଜିରେ ପୁଣି ୨ କରୋନା ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ ,୨୯ା୩ – ବିଶ୍ୱବ୍ୟାପୀ ଆତଙ୍କର କାରଣ ପାଲଟିଥିବା କରୋନା ଭୂତାଣୁର ପ୍ରକୋପ ଏବେ ଭାରତ ଉପରେ ଧୀରେ ଧୀରେ ବଢ଼ିବାରେ ଲାଗିଛି। ବ୍ରହ୍ମପୁର...

କବିସୂର୍ଯ୍ୟନଗରରେ ଚାଲିଛି ବେଆଇନ ଇଟାଭାଟି

କବିସୂର୍ଯ୍ୟନଗର,୧୭ା୫- କବିସୂର୍ଯ୍ୟନଗର ତହସିଲ ଅଞ୍ଚଳରେ ଚାଲିଛି ବେଆଇନ ଇଟାଭାଟି। ପୋଲିସ ଓ ତହସିଲ କର୍ତ୍ତୃପକ୍ଷ ସବୁ ଜାଣି ନୀରବ ରହୁଛନ୍ତି। ରାଜସ୍ବ, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ...

Advertisement
Archives

Model This Week