ବିପର୍ଯ୍ୟୟ ପ୍ରଶମନ ସକାଶେ ପ୍ରସ୍ତୁତି ବୈଠକ: ଗାଁକୁ ଯାଇ ଯୋଜନା କରିବ ସଙ୍ଗଠନ

ନୂଆପଡା ଅଫିସ,୧୮ା୯-ଜିଲାରେ ବିପର୍ଯ୍ୟୟ ପ୍ରଶମନ ସକାଶେ ଅଣୁ ଯୋଜନା କରିବାକୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ମଙ୍ଗଳବାର ସ୍ଥାନୀୟ ସଦଭାବନା ସଭାଗୃହରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲାପାଳ ମଧ୍ୟସ୍ମିତା ସାହୁ ଅଧ୍ୟକ୍ଷତା କରିଥିବାବେଳେ ଅତିରିକ୍ତ ଜିଲାପାଳ ସୀତାରାମ ପଟେଲ, ଉପଜିଲାପାଳ ତରଣୀସେନ ନାଏକ ପ୍ରମୁଖ ଯୋଗଦେଇଥିଲେ। ଏଥିରେ ଜିଲା ଜରୁରୀକାଳୀନ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ ମଞ୍ଚ ପରିଚାଳନା କରିଥିଲେ। ଏହି ଅବସରରେ ଜିଲାରେ ପରଦା ନାଏକ ଏକ ସଙ୍ଗଠନକୁ ବିପର୍ଯ୍ୟୟ ପରିଚାଳନା ସକାଶେ ଗ୍ରାମ୍ୟସ୍ତରରେ ଯୋଜନା କରିବାକୁ ଦାୟୀତ୍ୱ ଦିଆଯାଇଛି। ଏଥିପାଇଁ ବ୍ଲକ ତଥା ତହସିଲସ୍ତରରେ ଅଧିକାରୀମାନେ ସହଯୋଗ କରିବା ସହ ଆବଶ୍ୟକସ୍ଥଳେ ପରାମର୍ଶ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏହି ଅବସରରେ ପରଦା ନିର୍ଦ୍ଦେଶକ ରୁଦ୍ର ପଟ୍ଟନାୟକ ଏଥିପାଇଁ କିପରି ପ୍ରସ୍ତୁତି କରିଛନ୍ତି ସେ ସମ୍ପର୍କରେ ଉପସ୍ଥାପନ କରିଥିଲେ ।


All Right Reserved By Dharitri.Com

ଏପ୍ରିଲରୁ ମୂଲ ହେବା ମଡେଲ ସ୍କୁଲ: ଦରଖଁଡ଼ିଆ ହେଇ ପଡ଼ିଛେ ନୂତନ କୁଠା

ବିଜେପୁର, ୩।୩ (ଡି.ଏନ୍‌.ଏ.)- ଗଁାଗଁଲିର ମେଧାବୀ ପିଲାକୁଁ ଉଚ ଧରନ୍‌ର ଶିକ୍ଷା ଦେବାକେ ସବୁ ବ୍ଲକରେ ଆଦର୍ଶ ବିଦ୍ୟାଳୟ ଥାପନା କରବାକେ ରାଏଜ୍‌ ସରକାର୍‌ ଯୋଜନା...

କାର ଅଟକାଇ କାଚ ଭାଙ୍ଗିଲେ ଟ୍ରାଫିକ୍‌ କନଷ୍ଟେବଳ: ଯୁବ କଂଗ୍ରେସ ପକ୍ଷରୁ ଥାନା ଘେରାଉ

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ଜୟଦେବ ବିହାର ଛକ ନିକଟରେ ଜଣେ ଟ୍ରାଫିକ୍‌ କନଷ୍ଟେବଳଙ୍କ ଦାଦାଗିରି ଦେଖିବାକୁ ମିଳିଛି। ୟୁନିଟ୍‌-୮ ବିପି କଲୋନୀରେ...

ଛାତ୍ରୀଛାତ୍ରଙ୍କ ସୁରକ୍ଷା ପ୍ରତି ବିପଦ

ରୂପ୍‌ସା, ୧୨।୮(ଡି.ଏନ.ଏ.)-କେନ୍ଦ୍ର ଓ ରାଜ୍ୟ ସରକାର ପ୍ରାଥମିକ ବିଦ୍ୟାଳୟ ସ୍ତରରେ ଛାତ୍ରୀଛାତ୍ରଙ୍କ ସୁରକ୍ଷା ପ୍ରତି ଗୁରୁତ୍ୱ ଦେଉଥିବା ବେଳେ ବିଭିନ୍ନ ସ୍ଥାନରେ ସୁରକ୍ଷିତ ଶ୍ରେଣୀଗୃହ ଅଭାବ...

କେନ୍ଦୁପତ୍ର ଗୋଦାମ ପୋଡ଼ିଲେ ମାଓବାଦୀ: ୧ କୋଟି ୯୧ ଲକ୍ଷ ୧୫ ହଜାର ଟଙ୍କାର ପତ୍ର ନଷ୍ଟ

ଚନ୍ଦାହାଣ୍ଡି, ୩୧।୫ (ଡି.ଏନ୍‌.ଏ.) ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଅଧୀନ ଦେଓବନ୍ଧସ୍ଥିତ କେନ୍ଦୁପତ୍ର ଗୋଦାମକୁ ଗୁରୁବାର ବିଳମ୍ବିତ ରାତିରେ ମାଓବାଦୀମାନେ ନିଅଁା ଲଗାଇ ଦେଇଥିବା କେନ୍ଦୁପତ୍ର...

ମାସ୍କ ପିନ୍ଧିବା ବାଧ୍ୟତାମୂଳକ ନିୟମକୁ କଡାକଡି କଲେ ତହସିଲଦାର

ଗୁଡଭେଲା ୨୧।୪, (ଡି.ଏନ.ଏ.)- ରାଜ୍ୟରେ ସାଧାରଣ ଲୋକ ମଧ୍ୟ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ତେବେ ଲକ ଡାଉନ ନିୟମକୁ ନେଇ ଆଦୌ ସଚେତନ...

ନୟାଗଡ଼ ଜିଲା ମୁଖ୍ୟ ଚିକତ୍ସାଳୟ : ୮ମାସ ହେଲା ବନ୍ଦ ରହିଛି ଇସିଜି

ନୟାଗଡ଼ ଅଫିସ,୧୭ା୮- ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଦଲାଲମାନେ ଅବାଧରେ ପଶି ରୋଗୀମାନଙ୍କ ଇସିଜି (ଇଲୋକ୍ଟ୍ରୋ କାଡ଼ିଓଗ୍ରାମ) ପରୀକ୍ଷା କରୁଛନ୍ତି। ଦିନେ କି ଦୁଇଦିନ ନୁହେଁ...

ଅସୁରକ୍ଷିତ ଶ୍ରେଣୀଗୃହ: ବାରଣ୍ଡାରେ ବସି ପାଠପଢୁଛନ୍ତି ପିଲା

ଖଣ୍ଡପଡା,୫।୧୨(ସ୍ବ.ପ୍ର.): ଦୀର୍ଘବର୍ଷରୁ ଅସୁରକ୍ଷିତ ଅବସ୍ଥାରେ ଥିବା ଶ୍ରେଣୀଗୃହ ଯୋଗୁ କୋସକା ଅଞ୍ଚଳର ଏକ ପ୍ରାଥମିକ ବିଦ୍ୟାଳୟର ପିଲାମାନେ ବାରଣ୍ଡାରେ ବସି ପାଠ ପଢୁଛନ୍ତି। ଏ ନେଇ...

ଫେକ୍‌ ଆଇଡିରୁ ଶୁଭ୍ରାଂଶୁଙ୍କ ନିକଟକୁ ଆସିଥିଲା ଚିଠି; ନାସା ନାଁରେ ଭୁଆଁ ବୁଲାଇଥିଲେ ନାବାଳକ

ଅନୁଗୋଳ ଅଫିସ,୨।୧୨: ମାତ୍ର ୬୫ ହଜାର ଟଙ୍କାରେ ଅନୁଗୋଳ ଗାନ୍ଧୀମାର୍ଗ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ୯ମ ଶ୍ରେଣୀ ଛାତ୍ର ଶୁଭ୍ରାଂଶୁ ନାୟକ ପ୍ରସ୍ତୁତ କରିଥିବା...

Leave a comment

Your email address will not be published. Required fields are marked *