Posted inଜାତୀୟ

ମୋଦିଙ୍କୁ ଭେଟିବା ପୂର୍ବରୁ ଯଶୋଦାବେନଙ୍କୁ ଭେଟିଲେ ମମତା

କୋଲକାତା,୧୮।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାକୁ ଦିଲ୍ଲୀ ଯାଇଥିଲେ। ହେଲେ ସେ ମୋଦିଙ୍କୁ ଭେଟିବା ପୂର୍ବରୁ ତାଙ୍କ ପତ୍ନୀ ଯଶୋଦାବେନଙ୍କୁୁ କୋଲକାତା ବିମାନ ବନ୍ଦରରେ ଭେଟିଥିଲେ। ଏହି ସାକ୍ଷାତକାର ସମୟରେ ସେ ଯଶୋଦାବେନଙ୍କୁ ଏକ ଶାଢୀ ଉପହାର ଦେଇଥିଲେ। ସୂଚନାଯୋଗ୍ୟ, ଯଶୋଦାବେନ ଜଣେ ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ହୋଇଥିବା ବେଳେ ଏବେ ସେ କୋଲକାତାରେ ରହୁଛନ୍ତି। ମଙ୍ଗଳବାର ମୋଦିଙ୍କ ୬୯ ତମ ଜନ୍ମ ଦିବସ ଥିବା ବେଳେ ମମତା ତାଙ୍କୁ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଥିଲେ। ଏହା ସହ ଦିଲ୍ଲୀ ଯାଇ ସେ ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ ଥିଲା।


All Right Reserved By Dharitri.Com

ବାୟୁସେନା ବିମାନ ବନ୍ଦରରେ ହାଇ ଆର୍ଲଟ: ଆତ୍ମଘାତୀ ଆକ୍ରମଣ ଆଶଙ୍କା

ନୂଆଦିଲ୍ଲୀ,୨୫।୯: ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ୍‌ର ଏକ ଧମକପୂର୍ଣ୍ଣ ଚିଠି ମିଳିବା ପରେ ଭାରତୀୟ ବାୟୁସେନା ବିମାନବନ୍ଦରରେ ହାଇ ଆର୍ଲଟ ଜାରି କରାଯାଇଛି। ଏସବୁ ବିମାନ ବନ୍ଦର...

ମନ୍ଦିର ଭଙ୍ଗାରୁଜା ଘଟଣା: ଦିଲ୍ଲୀ ପୋଲିସ କମିଶନରଙ୍କୁ ରିପୋର୍ଟ ତଲବ କଲେ ଶାହ

ନୂଆଦିଲ୍ଲୀ, ୩।୭: ଦିଲ୍ଲୀର ହୌଜକାଜି ଅଞ୍ଜଳରେ ସୃଷ୍ଟି ହୋଇଥିବା ସାମ୍ପ୍ରଦାୟିକ ହିଂସା ଏବଂ ମନ୍ଦିର ଭଙ୍ଗାରୁଜା ଘଟଣାରେ ଦିଲ୍ଲୀ ପୋଲିସ କମିଶନର ଅମୂଲ୍ୟ ପଟ୍ଟନାୟକଙ୍କୁ ରିପୋର୍ଟ...

ମୋଦି ସରକାରଙ୍କୁ ଧମକ ଦେଲେ ସାଧୁ: ରାମ ମନ୍ଦିର ନିର୍ମାଣ ନ ହେଲେ କରିବେ ଆତ୍ମହତ୍ୟା

ଅଯୋଧ୍ୟା,୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱିତୀୟଥର ପାଇଁ ଦେଶର ଶାସନ ଡୋର ଧରିଛନ୍ତି। ଯଦି ଏହି ୫ବର୍ଷ ମଧ୍ୟରେ ଅଯୋଧ୍ୟାରେ ରାମ ମନ୍ଦିର ନ ହୁଏ...

ଥରିଲା ଲଦାଖ

ଲଦାଖ,୧୨।୧: ରିକ୍ଟର ସ୍କେଲରେ ୫.୩ ତୀବ୍ରତାର ଏକ ଭୁକମ୍ପ ରବିବାର ଲଦାଖରେ ଅନୁଭୂତ ହୋଇଥିବା ସୂଚନା ମିଳିଛି। ଏହା ସକାଳ ପ୍ରାୟ ୧୦ଟା ୫୪ରେ ଅନୁଭୂତ...

ନଭଲଖାଙ୍କୁ ୪ ସପ୍ତାହ ଗିରଫରୁ ମୁକ୍ତି

ନୂଆଦିଲ୍ଲୀ,୧୬ା୧୦(ପି.ଟି.): ଭୀମା କୋରେଗାଁଓ ହିଂସା ମାମଲାରେ ନାଗରିକ ଅଧିକାର କର୍ମୀ ଗୌତମ ନଭଲଖାଙ୍କୁ ଗିରଫଦାରିରୁ ୪ ସପ୍ତାହ ଅନ୍ତରୀଣ ସୁରକ୍ଷା ମିଳିଛି। ଜଷ୍ଟିସ୍‌ ଅରୁଣ ମିଶ୍ର...

କାମ ଦେଲା ମୋଦି-ଶାହଙ୍କ ମାଷ୍ଟ୍ରର ଷ୍ଟ୍ରୋକ୍‌

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ରାଜନୀତିରେ ଅଚାନକ ରାଜନୈତିକ ସମୀକରଣ ବଦଳି ଯାଇଛି। ପୁଣିଥରେ ଦେବେନ୍ଦ୍ର ଫଡ଼ନବିସ ମୁଖ୍ୟମନ୍ତ୍ରୀ ଡୋର ଧରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ...

ଭୁଶୁଡିଲା ଗେଷ୍ଟହାଉସ୍‌ କୋଠା, ୩୫ ଯବାନ ଫଶିଥିବା ଆଶଙ୍କା

ସିମଲା, ୧୪।୭: ହିମାଚଳପ୍ରଦେଶର ସୋଲନରେ ଏକ ଗେଷ୍ଟହାଉସ୍‌ କୋଠା ଭୁଶୁଡି ପଡିଛି। ଏହି କୋଠା ତଳେ ଅନେକ ଲୋକ ଚାପି ହୋଇଯାଇଥିବା ସୂଚନା ମିଳିଛି। ଭାରତୀୟ...

ଖଲିଙ୍କ ନିର୍ବାଚନ ପ୍ରଚାରକୁ ନେଇ ଅଭିଯୋଗ ଆଣିଲା ଟିଏମ୍‌ସି

କୋଲକାତା,୨୮।୪: ଲୋକ ସଭା ନିର୍ବାଚନ ପ୍ରଚାରକୁ ନେଇ ରେସ୍‌ଲର ଦଲିପ ସିଂ ରାନା ବା ଖଲିଙ୍କ ନାଁରେ ଜାତୀୟ ନିର୍ବାଚନ କମିଶନଙ୍କ ପାଖେ ଅଭିଯୋଗ ଆଣିଛି...

Leave a comment

Your email address will not be published. Required fields are marked *