Posted inଜାତୀୟ

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ନିଜ ଗଳା କାଟିଲେ ଅଭିଯୁକ୍ତ

ଛତରପୁର,୧୮।୯: ମଧ୍ୟ ପ୍ରଦେଶର ଛତରପୁର ଜିଲା ଅଦାଲତରେ ଜଣେ ଅଭିଯୁକ୍ତ ଗଳା କାଟି ଦେବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ମଙ୍ଗଳବାର ଜଣେ ୩୨ ବର୍ଷ ବୟସ୍କ ଯୁବକଙ୍କୁ ଏକ ବଳାତ୍କାର ମାମଲାରେ ଜିଲା ଅଦାଲତ ୧୦ ବର୍ଷର କାରାଦଣ୍ଡ ସହ ୫ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଥିଲେ। ଏହା ଶୁଣିବା ପରେ ଯୁବକ ଜଣଙ୍କ ତୁରନ୍ତ ଅଦାଲତରେ ଏକ ଛୁରୀ ସାହାଯ୍ୟରେ ନିଜର ଗଳା କାଟି ଦେଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଜିଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ରହିଛି। ସୂଚନାଯୋଗ୍ୟ, ୨୦୧୫ରେ ଉକ୍ତ ଯୁବକଙ୍କ ବିରୋଧରେ ଏକ ବଳାତ୍କାର ମାମାଲା ରୁଜୁ କରାଯାଇଥିଲା। ଏହାପରେ ସେ ଜାମିନ ପାଇଯାଇଥିଲେ। ଏବେ ତାଙ୍କ ମାମଲାର ବିଚାର ହୋଇ ଦଣ୍ଡ ମିଳିଥିବା ବେଳେ ସେ ଅଦାଲତ ମଧ୍ୟରେ ଗଳା କାଟିବା ଏବେ ଚର୍ଚ୍ଚାର ବିଷୟ ହୋଇଛି।


All Right Reserved By Dharitri.Com

୩ ବର୍ଷ ପରେ ବୃଦ୍ଧ ଦମ୍ପତିଙ୍କୁ ମିଳିଲା ନ୍ୟାୟ: ପୁଅ ବୋହୂ ତଡ଼ିଦେଇଥିଲେ ଘରୁ

ମୁମ୍ବାଇ,୨୬।୬: ଆଜିକାଲି ପିଲାମାନେ ଯେତିକି ଶିକ୍ଷିତ ହେଉଛନ୍ତି ସେତିକି ନିଜର ମାନବିକତା, ମଣିଷପଣିଆ ଓ ଆଚାର ବ୍ୟବହାର ସବୁ ଭୁଲିଯାଉଛନ୍ତି। ଦିନେ ଯେଉଁ ମା ବାପାଙ୍କ...

ପରପାରିରେ ‘ଶୋଲେ’ର କାଲିଆ

ମୁମ୍ବାଇ,୩୦।୯: ‘ଶୋଲେ’ ଫିଲ୍ମରେ କାଲିଆ ଭୂମିକାରେ ଅଭିନୟ କରି ଖ୍ୟାତି ହାସଲ କରିଥିବା ଅଭିନେତା ବିଜୁ ଖୋଟେଙ୍କର ସୋମବାର ୭୮ ବର୍ଷରେ ପରଲୋକ ହୋଇଛି। ଦୀର୍ଘ...

ମୋଦିଙ୍କ ବିଜୟ ଖୁସି: ହୋଟେଲରେ ୩ ଘଣ୍ଟା ମିଳିଲା ମାଗଣା ଜଳଖିଆ

ବିଳାସପୁର,୨୫।୫: ଛତିଶଗଡ଼ ବିଳାସପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଜୟରେ ଆନନ୍ଦିତ ହୋଇ ଜଣେ ଭାଜପା କର୍ମକର୍ତ୍ତା ଏକ ଜଳଖିଆ ଦୋକାନରେ ୩ ଘଣ୍ଟା ଖାଦ୍ୟ ସାମଗ୍ରୀ...

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବ: ଯୋଗଦେବେ ୮ ରାଷ୍ଟ୍ରର ନେତା

ନୂଆଦିଲ୍ଲୀ,୨୮ା୫: ଆସନ୍ତା ୩୦ ତାରିଖରେ ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାକୁ ଯାଉଥିବାବେଳେ ଏହି ଉତ୍ସବରେ ବାଂଲାଦେଶ,...

ଜଷ୍ଟିସ୍‌ ସିକ୍ରି ସିଙ୍ଗାପୁର ଅନ୍ତର୍ଜାତୀୟ ବାଣିଜ୍ୟ କୋର୍ଟର ବିଚାରପତି

ନୂଆଦିଲ୍ଲୀ,୧୬ା୭(ପି.ଟି.): ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଏ.କେ. ସିକ୍ରି ସିଙ୍ଗାପୁର ଅନ୍ତର୍ଜାତୀୟ ବାଣିଜ୍ୟ କୋର୍ଟ (ଏସ୍‌ଆଇସିସି)ର ବିଚାରପତି ନିଯୁକ୍ତ ହୋଇଛନ୍ତି। ସେ ଅଗଷ୍ଟ ୧ରୁ ଜଣେ...

ମନ୍ତ୍ରୀଗୋଷ୍ଠୀ ଗଠନକୁ ସରକାରଙ୍କ ଖଣ୍ଡନ

ନୂଆଦିଲ୍ଲୀ,୨୯ା୮(ପି.ଟି.): ଜମ୍ମୁ-କଶ୍ମୀର ଏବଂ ଲଦାଖ ଅକ୍ଟୋବର ୩୧ରୁ କେନ୍ଦ୍ରଶାସିତ ଅଞ୍ଚଳ ହେବାକୁ ଯାଉଥିଲାବେଳେ ସେଠାକାର ବିକାଶ, ଅର୍ଥନୀତି, ସାମାଜିକ ପ୍ରସଙ୍ଗଗୁଡିକୁ ଅନୁଧ୍ୟାନ କରିବା ଲାଗି ସରକାର...

ଉନ୍ନାଓରେ ୩ ବର୍ଷର ଶିଶୁକୁ ବଳାତ୍କାର

ଉନ୍ନାଓ,୯ା୧୨(ଆଇଏଏନ୍‌ଏସ୍‌): ଉନ୍ନାଓ ଗଣବଳାତ୍କାର ପୀଡ଼ିତାଙ୍କୁ ପୋଡି ମାରିଦେବା ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ପୁଣି ସେହି ଜିଲାରେ ଜଣେ ୩ ବର୍ଷର...

ମାଓବାଦୀଙ୍କ ଟାର୍ଗେଟ୍‌ରେ ସୁରକ୍ଷାକର୍ମୀ: ଆଇଇଡି ବିସ୍ପୋରଣରେ ୧୫ କୋବ୍ରା ଯବାନ ଆହତ

ରାଞ୍ଚି, ୨୮।୫: ଝାଡ଼ଖଣ୍ଡରେ ମାଓବାଦୀ କୋବ୍ରା ବାଟାଲିୟନ ଏବଂ ପୋଲିସ କର୍ମଚାରୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ମଙ୍ଗଳବାର ସ୍ଥାନୀୟ ସରାୟକେଲାର କୁଚାଇ ଅଞ୍ଚଳରେ ୨୦୯ କୋବ୍ରା ବାଟାଲିୟନ...

Leave a comment

Your email address will not be published. Required fields are marked *