ସଂଗଠିତ ହେଲେ ଦାବି ହାସଲ କରିପାରିବେ ଚାଷୀ

ତିହିଡ଼ି,୧୮।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡି ସ୍ଥିତ ଦୀନଦୟାଲ ଭବନରେ ବୁଧବାର ମଧ୍ୟାହ୍ନରେ ନବ ନିର୍ମାଣ କୃଷକ ସଂଗଠନର ଚାଷୀ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବୋଡକ ଶାଖା ସଭାପତି ଜୟପ୍ରକାଶ ମଲିକ ପୌରୋହିତ୍ୟ କରିଥିଲେ। ସଂଗଠନର ରାଜ୍ୟ ସଂଯୋଜକ ଉମାକାନ୍ତ ଭାରତୀ,ଜିଲା ସଭାପତି ତ୍ରିଲୋଚନ ପଣ୍ତା, ସଂଯୋଜକ ସତ୍ୟରଞ୍ଜନ ନାୟକ,ପୀତବାସ ମହାନ୍ତି, ହୃଦାନନ୍ଦ ରାଉତ, ନୀଳମାଧବ ସେନାପତି,ଗଗନ ମହାନ୍ତି ପ୍ରମୁଖ ଯୋଗ ଦେଇ ଚାଷୀମାନେ ସଂଗଠିତ ହେଲେ ଦାବି ହାସଲ କରିପାରିବେ ବୋଲି କହିଥିଲେ।


All Right Reserved By Dharitri.Com

ମଦ ବିରୋଧରେ ତାତିଲେ ମହିଳା

ଫୁଲବାଣୀ ଅଫିସ, ୨୯ା୮-ଜି.ଉଦୟଗିରି ବ୍ଲକ କଳିଙ୍ଗା ଗ୍ରାମରେ ବ୍ୟାପକ ଦେଶୀ ଏବଂ ବିଦେଶୀ ମଦ କାରବାର ଚାଲିଛି ା ଥାନା ପାଖରୁ ମାତ୍ର ଅଳ୍ପ ଦୂରରେ...

ସର୍ପ ଦଂଶନରେ ବୃଦ୍ଧାଙ୍କ ମୃତ୍ୟୁ

ପାଟଣା,୨।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ଅଙ୍କୁରା ଗ୍ରାମର ଜଣେ ବୃଦ୍ଧାଙ୍କର ସର୍ପ ଦଂଶନରେ ମଙ୍ଗଳବାର ସକାଳେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ...

କେନ୍ଦୁପତ୍ର ଶ୍ରମିକଙ୍କ ଟଙ୍କା ହଡ଼ପ ଅଭିଯୋଗ

ଫୁଲବାଣୀ ଅଫିସ, ୨୦ା୫-କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡ ଅଧୀନରେ କେନ୍ଦୁପତ୍ର ଶ୍ରମିକଙ୍କ ଟଙ୍କା ହଡପ କରାଯାଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆଣିଛନ୍ତି କେନ୍ଦୁପତ୍ର ଫଡିରେ...

ପଲିଥିନ ଯାଞ୍ଚ ସମୟରେ ଉତ୍ତେଜନା

ଅନୁଗୋଳ ଅଫିସ, ୬।୮ ପୌରପାଳିକା ପକ୍ଷରୁ ସୋମବାର ଅପରାହ୍ନରେ ସହରର ବ୍ଲକ ଛକରେ ଥିବା ବିଭିନ୍ନ ଫଳ ଦୋକାନରେ ପଲିଥିନ ଚଢ଼ାଉ କରାଯାଇଥିଲା। ଏହି ସମୟରେ...

୩ ବର୍ଷର ଶିଶୁକନ୍ୟାଙ୍କୁ ଚାପିଦେଲା ଜେସିବି

ଛେଣ୍ଡିପଦା,୨୫।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ନୂଆଗାଁ ଗ୍ରାମର ଜଣେ ୩ ବର୍ଷର ଶିଶୁକନ୍ୟାଙ୍କୁ ଜେସିବି ଚାପିଦେବାରୁ ତାଙ୍କର ଜୀବନ ଚାଲିଯାଇଛି। ସୂଚନାଯୋଗ୍ୟ, ଜିଲା ଖଣିଜ...

ଉଦ୍‌ଘାଟନ ହୋଇପାରୁନି ବସ୍‌ଷ୍ଟାଣ୍ଡ

ଅନୁଗୋଳ ଅଫିସ, ୨୬।୮:  ଅନୁଗୋଳରେ ନିର୍ମାଣାଧୀନ ଅତ୍ୟାଧୁନିକ ସରକାରୀ ବସ୍‌ଷ୍ଟାଣ୍ଡ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଆଉ ଅଳ୍ପ କିଛି କାର୍ଯ୍ୟ ଶେଷ ହେଲେ ତାହାକୁ ଉଦ୍‌ଘାଟନ...

ରାଜଘାଟକୁ ଷ୍ଟେଶନ ମାନ୍ୟତା ଦାବି: କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଡେଭଲପମେଣ୍ଟ କମିଟି କର୍ମକର୍ତ୍ତା

ରୂପ୍‌ସା,୧୨।୮(ଡି.ଏନ.ଏ.)-ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରାଜଘାଟ ପାସେଞ୍ଜର ହଲ୍ଟକୁ ଷ୍ଟେଶନ ମାନ୍ୟତା ମିଳୁ ନ ଥିବାରୁ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ଏଥିସହ...

ପିଆଜ ଦର ୧୦୦ ଟପିଲା

ଭବାନୀପାଟଣା,୨୯।୧୧(ଡି.ଏନ୍‌.ଏ.): ଅତ୍ୟାବଶ୍ୟକୀୟ ପିଆଜ ଦର ବର୍ତ୍ତମାନ ଆକାଶଛୁଆଁ ହୋଇଥିବାରୁ ଏହାର ପ୍ରଭାବ ସିଧାସଳଖ ଖାଉଟିଙ୍କ ଉପରେ ପଡ଼ିଛି। ପିଆଜ ଦର ବୃଦ୍ଧି ଯୋଗୁ ଅନେକ ଖାଦ୍ୟ...

Leave a comment

Your email address will not be published. Required fields are marked *