ଆତଙ୍କବାଦୀ ପ୍ରବେଶ ପ୍ରତିହତ ଲାଗି ସାଗର କବଚ ସମରାଭ୍ୟାସ

ଭୋଗରାଇ,୧୮।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ତାଳସାରୀ ମେରାଇନ ଥାନା ପକ୍ଷରୁ ବୁଧବାର ସାଗର କବଚ ସମରାଭ୍ୟାସ ଆରମ୍ଭ ହୋଇଛି। ଏଥିରେ ଚନ୍ଦନେଶ୍ୱର ଫାଣ୍ଡିର ଏକ ପ୍ଲାଟୁନ ପୋଲିସ ଫୋର୍ସ ସାମିଲ ହୋଇ ଆତଙ୍କବାଦୀ ପ୍ରବେଶ ପ୍ରତିହତ ପାଇଁ ସମୁଦ୍ରରେ ତଲାସି ଅଭିଯାନ ଜାରି ରଖିଛନ୍ତିି l ଏହା ଗୁରୁବାର ପର୍ଯ୍ୟନ୍ତ ଚାଲିବ ବୋଲି ଥାନା ପକ୍ଷରୁ ସୂଚନା ମିଳିଛି।


All Right Reserved By Dharitri.Com

ବୀମାରାଶି ନ ମିଳିବା ପ୍ରତିବାଦରେ ଚାଷୀଙ୍କ ଧାରଣା

ଆରଡ଼ି,୧୮।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକର ପାଳସାହି ସେବା ସମିତି ଅଧୀନରେ ଥିବା ଚାଷୀମାନଙ୍କୁ ଗତବର୍ଷ ଖରିଫ ଫସଲ ବୀମା ରାଶି ମିଳିନାହିଁ। ଏହାର ପ୍ରତିବାଦ...

ଜୀବନ ସମ୍ପର୍କ କାର୍ଯ୍ୟକ୍ରମର ଶୁଭାରମ୍ଭ: ଯୋଗଦେଲେ ସୁନାବେଡାର ଆଦିବାସୀ

ନୂଆପଡା ଅଫିସ,୧୦ା୮ ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟରେ ସଭାଗୃହରେ ଜିଲାପାଳ ମଧୁସ୍ମିତା ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆଦିବାସୀ ଜନଜାତି ଚକୋଟିଆ ଭୁଞ୍ଜିଆଙ୍କ ଉନ୍ନତି ସକାଶେ ଜୀବନ...

ଅର୍ଦ୍ଧଗଣେଶ୍ୱର ମୂର୍ତ୍ତି ଆକର୍ଷଣ

ବନ୍ତ, ୩।୯ (ସ୍ବ.ପ୍ର./ଡି.ଏନ.ଏ.)- ବନ୍ତ ବ୍ଲକର ବିଭିନ୍ନ ସ୍ଥାନରେ ଗଣେଶ ପୂଜା ଅନୁଷ୍ଠିତ ହୋଇଛି। ଆଗରପଡ଼ା ଅଞ୍ଚଳର ସମସ୍ତ ଶିକ୍ଷାନୁଷ୍ଠାନ ଓ ଯୁବକ ସଂଘରେ ପୂଜାର୍ଚ୍ଚନା...

ଶ୍ରୀମନ୍ଦିରରେ ଖସାପଡ଼ା ନୀତି: ୩ ଘଣ୍ଟା ବନ୍ଦ ରହିଲା ଦର୍ଶନ

ପୁରୀ ଅଫିସ, ୬।୮: ଶ୍ରୀମନ୍ଦିରରେ ସୋମବାର ମହାପ୍ରଭୁଙ୍କ ଖସାପଡ଼ା ନୀତି ସମ୍ପନ୍ନ ହୋଇଛି। ଏହି ନୀତି ଅପରାହ୍ନ ୪ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ୧୦ଟା...

ଜୁନାଗଡରେ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ

ଜୁନାଗଡ,୨।୧୦(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ସଂସ୍‌ୃତି ଭବନଠାରେ ମଙ୍ଗଳବାର ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜୁନାଗଡ ବ୍ଲକ ବିଜେଡି ସଭାପତି...

ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨ ଛାତ୍ରୀଛାତ୍ର ଅସୁସ୍ଥ: ଗୁଣିଆ ଡାକି ଝାଡ଼ିଲେ ଅଭିଭାବକ

ବନ୍ତଳା,୩୦।୧୦(ଡି.ଏନ.ଏ.)-ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଜଗନ୍ନାଥପୁର ପଞ୍ଚାୟତ ଟାକରିଶିଙ୍ଗା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ଅସୁସ୍ଥ ହୋଇପଡ଼ିଥିବା ୧୨ ଛାତ୍ରୀଛାତ୍ରଙ୍କୁ ଝଡ଼ାଫୁଙ୍କା କରିଛନ୍ତି ଗୁଣିଆ।...

ଧବଳମୁଖୀ ବେଶରେ ଦର୍ଶନ ଦେଲେ ମାଁ ସମଲେଶ୍ବରୀ

ବରଗଡ଼ ଅଫିସ, ୨୮।୯: ବରଗଡ଼ ତଳିପଡ଼ାସ୍ଥିତ ଶ୍ରାଶ୍ରୀ ସମଲେଶ୍ବରୀ ଦେବୀଙ୍କ ମନ୍ଦିରରେ ଶନିବାରଠାରୁ ଶାରଦୀୟ ପୂଜନୋତ୍ସବ ଆରମ୍ଭ ହୋଇଯାଇଛି। ଏହି ଅବସରରେ ମହାଳୟା ତିଥିରେ ମାଁ...

ବିପଦ୍‌ ଅବସ୍‌ତାରେ ବାଲସି ସ୍ବାସ୍ଥ୍ୟସେବା କେନ୍ଦ୍ର

କେସିଙ୍ଗା, ୨୮।୫ (ଡି.ଏନ୍‌.ଏ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧୀନରେ ଥିବାର ବାଲସି ସ୍ବାସ୍ଥ୍ୟସେବା କେନ୍ଦ୍ର ବହୁତ ବଛର ହେଲା...

Leave a comment

Your email address will not be published. Required fields are marked *